Posted inଜାତୀୟ

ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର, ୩୧।୫: ଜାମ୍ମୁ-କାଶ୍ମୀର ସୋପିଆନରେ ଶୁକ୍ରବାର ଏନକାଉଣ୍ଟରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ଦ୍ରାଗତ ସୁଗାନ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସେନାକୁ ସୂଚନା ମିଳିବା ପରେ ପକ୍ଷରୁ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଆରମ୍ଭ କରାଯାଇଥିଲା। ଭାରତୀୟ ଯବାନ ଏବଂ ଆତଙ୍କବାଦୀଙ୍କ ଗୁଳିବିନିମୟ ଘଟିଥିଲା। ଏଥିରେ ଜଣେ ଆତଙ୍କବାଦୀ ଟଳିପଥିଲେ। ଏବେ ମଧ୍ୟରେ ସେଠାରେ ସର୍ଚ୍ଚ ଅପରେଶନ ଜାରି ରହିଛି।


All Right Reserved By Dharitri.Com

୩ ଫୁଟ ବରଫ ଚାଦରରେ ଢାଙ୍କି ହେଲା ବଦ୍ରିନାଥ

ଚାମୋଲି,୧୨।୧: ସାରା ଦେଶରେ ଶୀତ ଲହରୀ ଜାରି ରହିଥିବା ବେଳେ ଉତ୍ତର ଭାରତରେ ସ୍ଥିତି ଅସମ୍ଭାଳ। ଏଠାରେ ତୁଷାରପାତ ଯୋଗୁ ସାଧାରଣ ଜୀବନ ଯାତ୍ରା ପ୍ରଭାବିତ...

ଦେଶରେ ୪୫ କୋଟିରୁ ଅଧିକ ଇଣ୍ଟରନେଟ୍‌ ବ୍ୟବହାରକାରୀ, ମୁମ୍ବାଇ ଆଗରେ

ନୂଆଦିଲ୍ଲୀ,୧।୧୦: ଦେଶରେ ଇଣ୍ଟରନେଟ୍‌ ବ୍ୟବହାରକାରୀଙ୍କ ସଂଖ୍ୟା ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ଏବେ ୪୫.୧କୋଟି ଅଧିକ ଇଣ୍ଟରନେଟ୍‌ ବ୍ୟବହାରକାରୀ ଅଛନ୍ତି। ଭାରତରେ ଇଣ୍ଟରନେଟ୍‌ ବ୍ୟବହାର...

ଗୋଗୋଇଙ୍କ କାର୍ଯ୍ୟକାଳର ଶେଷ ଦିନ: ମାତ୍ର ୩ ମିନିଟ୍‌ରେ ୧୦ଟି ମାମଲାରେ ନୋଟିସ ଜାରି

ନୂଆଦିଲ୍ଲୀ,୧୫।୧୧:ନିଜ କାର୍ଯ୍ୟକାଳର ଶେଷ ଦିନରେ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇ କିଛି ସମୟ ପାଇଁ ନିଜ କାର୍ଯ୍ୟାଳୟର ଦାୟିତ୍ୱ ଭାର ସମ୍ଭାଳିଛନ୍ତି। ପରମ୍ପରା ଅନୁସାରେ ସିଜେଆଇ...

ଶହେ ପରିବାରକୁ ଏକ ମାସର ରାଶନ ସହ ୩ ହଜାର ମାସ୍କ ବାଣ୍ଟିଲେ ଦିବ୍ୟାଙ୍ଗ ଭିକାରି

ପଠାନକୋଟ,୧୯।୫: କରୋନା ସଙ୍କଟ ସମୟରେ ମାନବିକତାର କିଛି ଚିତ୍ର ମଧ୍ୟ ଦେଖିବାକୁ ମିଳିଛି। ପଞ୍ଜାବର ପଠାନକୋଟରେ ଏମିତି ଏକ ଚିତ୍ର ଏବେ ଅନ୍ୟମାନଙ୍କ ପାଇଁ ପ୍ରେରଣା...

କବାଟ ନବ୍‌-ମୋବାଇଲ୍‌-ଲାପଟପ୍‌ ଦ୍ୱାରା ବି ହୋଇପାରେ କରୋନା ସଂକ୍ରମଣ !

ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏହାର ସଂକ୍ରମଣ ନେଇ ବିଭିନ୍ନ ସମୟରେ ବହୁ ଗୁଜବ ମଧ୍ୟ ଶୁଣିବାକୁ ମିଳୁଛି। ତେବେ...

ଦେଶର ୫ଟି ସୈନିକ ସ୍କୁଲରେ ଝିଅଙ୍କୁ ମିଳିବ ଆଡମିଶନ

ନୂଆଦିଲ୍ଲୀ,୯।୧୨: ସୈନିକ ସ୍କୁଲରେ ଝିଅଙ୍କ ଆଡମିଶନ ପାଇଁ ମଞ୍ଜୁରୀ ମିଳିଛି। ଦେଶର ଏହି ୫ଟି ସୈନିକ ସ୍କୁଲରେ ଝିଅଙ୍କୁ ମିଳିବ ଆଡମିଶନ। ସରକାର ପାଇଲଟ ପ୍ରୋଜେକ୍ଟ...

କରୋନା ସଂକ୍ରମିତଙ୍କୁ ଚିକିତ୍ସା କରୁଥିବା ଡାକ୍ତର, ନର୍ସଙ୍କୁ ମିଳିବ ଅଧିକ ଗୋଟିଏ ମାସର ଦରମା

ଚେନ୍ନାଇ,୨୪।୩: କରୋନା ଭାଇରସ ଏବେ ବିଶ୍ୱର ଚିନ୍ତାକୁ ବଢାଇ ଦେଇଥିବା ବେଳେ ଭାରତରେ ମଧ୍ୟ ଏହା ଲୋକଙ୍କୁ ଭୟଭୀତ କରାଇଛି। ଦିନକୁ ଦିନ ଦେଶରେ କରୋନା...

ମାଓବାଦୀଙ୍କ ଦ୍ୱାରା ଆଇଇଡି ବ୍ଲାଷ୍ଟ: ଯବାନ ଆହତ

ରାଜନନ୍ଦଗାଁଓ,୧୮।୪: ଛତିଶଗଡ଼ର ରାଜନନ୍ଦଗାଁଓ ନିକଟରେ ମାଓବାଦୀଙ୍କ ଦ୍ୱାରା ଗୁରୁବାର କରାଯାଇଥିବା ଆଇଇଡି ବିସ୍ଫୋରଣରେ ଆଇଟିବିପିର ଜଣେ ଯବାନ ଆହତ ହୋଇଥିବା ସୂଚନା ମିଳିଛି। କନଷ୍ଟେବଳ ମାନ...

Leave a comment

Your email address will not be published. Required fields are marked *