ଲାଲ୍‌ ପିଆଜ ବି ଥାଇରଏଡ୍‌ ସମସ୍ୟାରୁ ରଖେ ଦୂରେଇ…

ବ୍ୟସ୍ତବହୁଳ ଜୀବନ ଶୈଳୀରେ କେତେକଙ୍କଠାରେ ଥାଇରଏଡ୍‌ ସମସ୍ୟା ଦେଖାଦେଇଥାଏ। ଗଳାରେ ଥିବା ଏଣ୍ଡୋକ୍ରାଇନ୍‌ ଗ୍ଲାଣ୍ଡରୁ ଥାଇରଏଡ୍‌ ହରମୋନ୍‌ କ୍ଷରଣ ହୋଇଥାଏ । ଏହା ଶରୀରର ମେଟାବୋଲିଜିମ୍‌ ପ୍ରକ୍ରିୟାକୁ ନିୟନ୍ତ୍ରିତ କରେ। ହାଇପୋଥାଇରଏଡ୍‌ ସମସ୍ୟା ଯୋଗୁ ଶରୀରର ଓଜନ ଦ୍ରୁତଗତିରେ ବଢିଯାଏ। ସେହିପରି ହାଇପର୍‌ଥାଇରଏଡ୍‌ରେ ଶରୀର ଓଜନ କମି ଯାଇଥାଏ । ଏହାସହିତ କେଶ ମଧ୍ୟ ଝଡିବାରେ ଲାଗିଥାଏ । ଏହା ଯୋଗୁ ପରବର୍ତ୍ତୀ ସମୟରେ ଡାଇବେଟିସ୍‌, ହାର୍ଟଆଟାକ୍‌, କିଡ୍‌ନୀ ସମସ୍ୟା ଆଦି ସୃଷ୍ଟି ହେବାର ଆଶଙ୍କା ରହିଥାଏ। ତେବେ ଏହାର ସମାଧାନ ସହଜ ଘରୋଇ ଚିକିତ୍ସା ଦ୍ୱାରା ହୋଇପାରିଥାଏ। ପ୍ରତିଦିନ ଲାଲ୍‌ ପିଆଜ ଖାଇଲେ ଏହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବା ସହିତ ଥାଇରଏଡ୍‌ ସମସ୍ୟା ଦୂର କରେ। ପିଆଜକୁ ପାଦରେ ମୋଜା ତଳେ ରଖିବା ଦ୍ୱାରା ମଧ୍ୟ ସୁଫଳ ମିଳିଥାଏ। ଏହାଦ୍ୱାରା ଶରୀରରୁ ବିଷାକ୍ତ ପଦାର୍ଥ ବାହାରି ଯାଏ। ପ୍ରତିଦିନ ସକାଳେ ଚାମୁଚେ ପିଆଜ ରସ ମହୁ ସହିତ ଖାଇଲେ ଥାଇରଏଡ୍‌ ହରମୋନ୍‌ କ୍ଷରଣ ସ୍ବାଭାବିକ ହୋଇଥାଏ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି।


All Right Reserved By Dharitri.Com

ସମ୍ପର୍କକୁ ମଜଭୁତ କରେ ଉପହାର

ସମ୍ପର୍କକୁ ବି ମଜବୁତ କରିଥାଏ ଉପହାର। ତେବେ ଏହି ଉପହାର କିଭଳି ହେବା ଆବଶ୍ୟକ ଜାଣନ୍ତୁ ସେ ସମ୍ପର୍କରେ କିଛି କଥା.. ବନ୍ଧୁଙ୍କୁ ଖୁସିରେ ଦେଖିବାକୁ...

ଉଚ୍ଚ ରକ୍ତଚାପରୁ ଦୂରେଇ ରହିବା ପାଇଁ ସପ୍ତାହରେ ୨ ଥର ଖାଆନ୍ତୁ ଏହି ଫଳ…

ବ୍ୟସ୍ତବହୁଳ ଜୀବନରେ ଖାଦ୍ୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ସୃଷ୍ଟି ହୋଇଥାଏ ଉଚ୍ଚରକ୍ତଚାପ। ଉଚ୍ଚ ରକ୍ତଚାପ ଦେଖାଯିବାର ଅନେକ କାରଣ ରହିଛି । କାମଚାପ, ମାନସିକ ଚିନ୍ତା,...

ଜଳବାୟୁ ପରିବର୍ତ୍ତନ ବନାମ ବିବର୍ତ୍ତନ

”ଗୋଟିଏ ଅଞ୍ଚଳର ହାରାହାରି ଅଥବା ଦୀର୍ଘ ସମୟ ଧରି ଅନୁଭୂତ ପାଣିପାଗ ଅବସ୍ଥାକୁ ଜଳବାୟୁ କୁହାଯାଏ। ଅନ୍ୟପକ୍ଷରେ ବିଶ୍ୱ ତାପମାତ୍ରା, ବୃଷ୍ଟିପାତ, ବାୟୁ ପ୍ରବାହ ଏବଂ...

ଶୀତଦିନେ ଖାଆନ୍ତୁ ଅଁଳା

ଋତୁ ଅନୁଯାୟୀ ଫଳ ଖାଇଲେ ଶରୀର ସୁସ୍ଥ ରହିଥାଏ ବୋଲି ଡାକ୍ତରମାନେ ମତ ଦେଇଥାଆନ୍ତି। ତେବେ ଶୀତଦିନେ ପ୍ରଚୁର ପରିମାଣରେ ଅଁଳା ମିଳିଥାଏ। ଆଉ ଏହା...

ସ୍ବାସ୍ଥ୍ୟ ପାଇଁ ହିତକର ସାଇକେଲିଂ

ଯାତାୟାତ ଲାଗି ସାଇକେଲ ସ୍ବାସ୍ଥ୍ୟ ପାଇଁ ହିତକର । ଆଜିକାଲିର ଲାଇଫ୍‌ ଷ୍ଟାଇଲ୍‌ ଓ ଖାଦ୍ୟପେୟ ଦିନକୁ ଦିନ ଲୋକଙ୍କୁ ରୁଗ୍ଣ କରିଦେଉଛି। ଅଧିକ ଫ୍ୟାଟ୍‌...

ଓରାଲ ଆଣ୍ଟିବାୟୋଟିକ ଓ ପାର୍କିନସନସ

କେତେକ ଓରାଲ ଆଣ୍ଟିବାୟୋଟିକ ଦୀର୍ଘ ବର୍ଷ ଧରି ଖାଇଲେ ତାହାର ଖରାପ ପ୍ରଭାବ ଶରୀର ଉପରେ ପଡିଥାଏ। ଓ୍ବାଶିଂଟନ୍‌ ୟୁନିଭର୍ସିଟିର ସ୍ନାୟୂୁଶଲ୍ୟ ବିଶେଷଜ୍ଞମାନେ ଏପରି ସତର୍କ...

ଏପରି ଲକ୍ଷଣ ଜଣାଇଦିଏ ହାର୍ଟ ଆଟାକ୍‌ର ପୂର୍ବ ସୂଚନା…

ହାର୍ଟ ଆଟାକ୍‌ କ୍ଷେତ୍ରରେ କେତେକ ସାଧାରଣ ଲକ୍ଷଣ ଦେଖାଯାଇଥାଏ। ସେ ସମ୍ପର୍କରେ ଜାଣନ୍ତୁ… -ଛାତିରେ ଯନ୍ତ୍ରଣା: ହାର୍ଟ ପମ୍ପିଂରେ ବାଧା ଯୋଗୁ ଏହା ହୋଇଥାଏ। -ବାରମ୍ବାର...

ଚିଡ଼ିଚିଡ଼ାପଣ ଦୂର କରିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନରେ ମାନସିକ ଚାପ ବଢ଼ିବାରେ ଲାଗିଛି। ମାନସିକ ଚାପରୁ ମୁକ୍ତି ପାଇଁ ଆକ୍ୱାରିୟମ୍‌ ଥେରାପି ଏକ ସହଜ ମାଧ୍ୟମ। ଘରେ ଆକ୍ୱାରିୟମ୍‌ ରଖି...

Leave a comment

Your email address will not be published. Required fields are marked *