Posted inଜାତୀୟ

ଅଟକଥିବା ପ୍ରଦର୍ଶନକାରୀଙ୍କୁ ପୋଲିସ ବାଣ୍ଟିଲେ କଦଳୀ

ନୂଆଦିଲ୍ଲୀ,୧୯।୧୨: ନାଗରିକତା ସଂଶୋଧନ ଆଇନକୁ ବିରୋଧ କରି ଦେଶବ୍ୟାପି ପ୍ରଦର୍ଶନ ଜାରି ରହିଛି। ଦିଲ୍ଲୀରେ ପ୍ରଦର୍ଶନକାରୀଙ୍କୁ ସୁରଜମଲ ଷ୍ଟାଡ଼ିୟମ୍‌ରେ ଅଟକ ରଖାଯାଇଛି। ପୋଲିସ ପକ୍ଷରୁ ସେମାନଙ୍କୁ ଜଳଖିଆ ବଣ୍ଟନ କରାଯାଇଛି। ଏହା ସହିତ ସମସ୍ତଙ୍କୁ କଦଳୀ ମଧ୍ୟ ବଣ୍ଟନ କରାଯାଇଛି। ଏହା ସହିତ ପୋଲିସ ପକ୍ଷରୁ ପାନୀୟ ଜଳର ବ୍ୟବସ୍ଥା କରାଯାଇଛି।


All Right Reserved By Dharitri.Com

ଭାଜପା ୧୬୫ ଏବଂ କଂଗ୍ରେସ ୮୬ରେ ଆଗୁଆ

ନୂଆଦିଲ୍ଲୀ, ୨୩।୫: ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ସକାଳ ୮ଟା ୪୫ ସୁଦ୍ଧା ଭାଜପା ୧୬୫...

କରୋନା ଭୟ: ବିଲେଇକୁ ଦେଶାନ୍ତର କରାଗଲା

ଚେନ୍ନାଇ,୪ା୩: ବିଶ୍ୱବ୍ୟାପୀ ଏବେ କରୋନା ଭାଇରସ୍‌ ଆତଙ୍କ। ଚାଇନାରୁ ମାଡ଼ି ଏବେ ୬୬ ଦେଶକୁ ଏହା ବ୍ୟାପିଲାଣି। ଭାରତ ବି ଏଥିରୁ ବାଦ୍‌ ପଡ଼ିନି। ଚାରିଆଡ଼େ...

ଶପଥ ନେଲେ ୧୩ ନବ ନିର୍ବାଚିତ ବିଧାୟକ

ବେଙ୍ଗାଲୁରୁ,୨୨।୧୨: ନିକଟରେ କର୍ନାଟକରେ ଅନୁଷ୍ଠିତ ହୋଇଥିବା ଉପନିର୍ବାଚନରେ ବିଜୟ ଲାଭ କରିଥିବା ୧୫ ବିଧାକୟକଙ୍କ ମଧ୍ୟରୁ ୧୩ଜଣ ରବିବାର ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି।...

୪ ପର୍ବତାରୋହୀଙ୍କୁ ସୁରକ୍ଷିତ ଉଦ୍ଧାର କଲା ବାୟୁସେନା

ପିଥୌରାଗଡ଼,୨।୬: ନନ୍ଦାଦେବୀ ଯାତ୍ରା ସମୟରେ ୪ ବିଦେଶୀ ପର୍ବତାରୋହୀ ଫସି ରହିଥିବା ବେଳେ ହେଲିକପ୍ଟର ଯୋଗେ ଭାରତୀୟ ବାୟୁ ସେନା ରବିବାର ସେମାନଙ୍କୁ ସୁରକ୍ଷିତ ଭାବେ...

ରତନ ଟାଟା ମୁମ୍ବାଇ ବିଶ୍ୱବିଦ୍ୟାଳୟ ପରାମର୍ଶଦାତା ପରିଷଦ ଅଧ୍ୟକ୍ଷ ନିଯୁକ୍ତ

ମୁମ୍ବାଇ,୨୬।୨: ଶିଳ୍ପପତି ରତନ ଟାଟାଙ୍କୁ ମୁମ୍ବାଇ ବିଶ୍ୱବିଦ୍ୟାଳୟର ପରାମର୍ଶଦାତା ପରିଷଦ ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶିୟାରୀ ରତନଙ୍କୁ ଏହି ପଦରେ...

ବିଷ ପିଇଥିବା ମହିଳାଙ୍କ ପାଟିରୁ ବାହାରିଲା ନିଆଁ: ଆଶ୍ଚର୍ଯ୍ୟ ହେଲେ ଡାକ୍ତର

ଆଲିଗଡ଼,୧୭।୫: ଆଲିଗଡ ମୁସଲିମ ୟୁନିଭର୍ସିିଟିର ଜେଏନ୍‌ ମେଡିକାଲ କଲେଜରେ ଗତ ବୁଧବାର ଦେଖିବାକୁ ମିଳିଛି ଏକ ଆଶ୍ଚର୍ଯ୍ୟ କଲା ଭଳି ଘଟଣା। ଜଣେ ମହିଳା ବିଷ...

ହରିୟାଣାରେ ପବନରେ ହେବ ଆଳୁ ଚାଷ

କରନାଲ,୨୪।୧୨: ସାଧାରଣତଃ ମାଟିରେ ଆଳୁ ଚାଷ ହୋଇଥାଏ। ତେବେ ଏବେ ହରିୟାଣାରେ ପବନରେ ଆଳୁ ଚାଷ କରାଯିବ। ସାଧାରଣ ଆଳୁ ତୁଳନାରେ ଏହି ପ୍ରକାର ଚାଷରେ...

ଭାରତ ବିରୋଧରେ ପାକିସ୍ତାନ ଜାରି ରଖିଛି ଆତଙ୍କବାଦ ଛାୟାଯୁଦ୍ଧ: ରାଜନାଥ

ପୁଣେ,୩୦।୧୧: ଭାରତ ବିରୋଧରେ ପାକିସ୍ତାନ ଆତଙ୍କବାଦ ଛାୟାଯୁଦ୍ଧ ଜାରି ରଖିଛି। ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ କରାଇବା ଲାଗି ପାକିସ୍ତାନ ଉଦ୍ୟମ ଅବ୍ୟାହତ ରଖିଥିବା ପ୍ରତିରକ୍ଷା ମନ୍ତ୍ରୀ...

Leave a comment

Your email address will not be published. Required fields are marked *