ରାଜଧାନୀରେ କରୋନା ବେଲଗାମ: ଆଜି ଚିହ୍ନଟ ହେଲେ ଆଉ ୧୪୯ ଆକ୍ରାନ୍ତ; କେଉଁଠୁ କେତେ ଜାଣନ୍ତୁ..

ଭୁବନେଶ୍ୱର,୪।୮(ବ୍ୟୁରୋ): କଟକଣା ସତ୍ତ୍ୱେ ରାଜଧାନୀରେ ମାଡ଼ି ଚାଲିଛି କରୋନା। ମଙ୍ଗଳବାର ଭୁବନେଶ୍ୱରରେ ଆଉ ୧୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୨୧୭କୁ ବୃଦ୍ଧି ପାଇଛି। ସେଥିରୁ ୧୯୪୩ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୨୫୪ ଆକ୍ଟିଭ୍‌ କେସ୍‌ ରହିଛି। ୧୮ଜଣଙ୍କ ମୃତ୍ୟୁ ଘଟିଛି। ତେବେ ନୂଆ ସଂକ୍ରମିତଙ୍କ ମଧ୍ୟରୁ ୯୮ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୫୧ ଲୋକାଲ କେସ୍‌ ରହିଛି। ସେହିଭଳି ୧୪୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…

ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି…

ଗୋପାଳଙ୍କୁ ନିର୍ମମ ହତ୍ୟା: ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ରୋଡ଼ରୁ ମିଳିଲା ଜୁଡ଼ୁବୁଡ଼ୁ ମୃତଦେହ

ସମ୍ବଲପୁର,୧୨।୮(ପ୍ରମୋଦ ବହିଦାର): ଟାଉନ ଥାନା ଅନ୍ତର୍ଗତ ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ଫିସେରୀ ରୋଡ଼ରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି। ମୃତକ…

ନାବାଳିକାକୁ ଅପହରଣ କରି ଯାଜପୁରରେ ବଳାତ୍କାର, ପରେ…

ଭୁବନେଶ୍ୱର, ୧୨।୮: ଭୁବନେଶ୍ୱରର ଇନଫୋସିଟି ଥାନା ଅଞ୍ଚଳରୁ ଜଣେ ନାବାଳିକାକୁ ଅପହରଣ କରି ଯାଜପୁର ନେଇଯିବା ଏବଂ ସେଠାରେ ତାଙ୍କ ବଳାତ୍କାର ରାଯାଇଥିବା ନେଇ ଅଭିଯୋଗ ହୋଇଛି।…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri