Posted inଜାତୀୟ

ମୋଦିଙ୍କ ମନ୍ତ୍ରିମଣ୍ଡଳରେ ସ୍ମୃତି ସର୍ବ କନିଷ୍ଠା

ନୂଆଦିଲ୍ଲୀ,୩୧।୫: ଦ୍ୱିତୀୟ ଥର ଲାଗି ନରେନ୍ଦ୍ର ମୋଦି ପୁଣିଥରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ମୋଦିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହାପରେ ଶୁକ୍ରବାର ମୋଦି ସରକାରଙ୍କ ପ୍ରାୟ ୫୭ ଜଣ ମନ୍ତ୍ରୀଙ୍କୁ ବିଭିନ୍ନ ବିଭାଗ ବଣ୍ଟନ କରାଯାଇଛି। ଏଥିମଧ୍ୟରେ ୨୪ କ୍ୟାବିନେଟ ମନ୍ତ୍ରୀ, ୨୪ ରାଷ୍ଟ୍ର ପାହ୍ୟା ଓ ୯ ଜଣଙ୍କୁ ରାଜ୍ୟମନ୍ତ୍ରୀ (ସ୍ବତନ୍ତ୍ର ପାହ୍ୟା) ବିଭାଗ ମିଳିଛି। ତେବେ ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଆମେଠିରୁ ନବନିର୍ବାଚିତ ଏମ୍‌ପି ୪୩ ବର୍ଷୀୟା ସ୍ବୃତି ଇରାନୀ ସର୍ବକନିଷ୍ଠା ହୋଇଥିବା ବେଳେ ରାମବିଳାସ ପାଶଓ୍ବାନ ବୟୋଜ୍ୟେଷ୍ଠ ମନ୍ତ୍ରୀ ତାଲିକାରେ ଆସିଛନ୍ତି। ପାଶଓ୍ବାନଙ୍କ ବୟସ ୭୩ ବର୍ଷ ହୋଇଥିବା ବେଳେ ତାଙ୍କ ନିକଟରେ ଅଛନ୍ତି ଥାଓ୍ବର ଚାନ୍ଦ ଗେହଲୋଟ୍‌ ଓ ସନ୍ତୋଷ କୁମାର ଗାଙ୍ଗଓ୍ବାର୍‌। ଏମାନଙ୍କ ବୟସ ୭୧ ବର୍ଷ।


All Right Reserved By Dharitri.Com

ଏନ୍‌ଏଚ୍‌ଆର୍‌ସିର ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୭ା୧୨(ପି.ଟି.): ହାଇଦ୍ରାବାଦ ଗଣବଳାତ୍କାର ଓ ହତ୍ୟା ଘଟଣାର ୪ ଅଭିଯୁକ୍ତଙ୍କୁ ପୋଲିସ ଗୁଳିକରି ମାରିଦେବା ଘଟଣାରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ନିଜଆଡୁ ମାମଲା ରୁଜୁ...

ଦ୍ୱିତୀୟ ଇନିଂସ୍‌ର ପ୍ରଥମ ‘ମନ୍‌ କି ବାତ୍‌’: ଚିଠି ଦେଉଛି ପ୍ରେରଣା କହିଲେ ମୋଦି

ନୂଆଦିଲ୍ଲୀ,୩୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦ୍ୱିତୀୟ ଇନିଂସ୍‌ର ପ୍ରଥମ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ ନିଜ ମନର କଥା ରବିବାର ଖୋଲି କହିଛନ୍ତି। ଅଲ୍‌...

ଶିବସେନା, ଏନସିପି ଏବଂ କଂଗ୍ରେସ ମିଳିତ ସରକାର ୬ ମାସରୁ ଅଧିକ ଦିନ ତିଷ୍ଠି ପାରିବନି:ଫଡନବୀଶ

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଜାରି ହୋଇଥିଲେ ମଧ୍ୟ ସରକାର ଗଠନ ନେଇ ଆଲୋଚନା ଜାରି ରହିଛି। ଯଦି ଶିବସେନା, ଏନସିପି ଏବଂ କଂଗ୍ରେସ ମିଳିତ...

ମୂଲାୟମଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର

ଲକ୍ଷ୍ନୌ, ୧୦।୬: ସମାଜବାଦୀ ପାର୍ଟି ନେତା ମୂଲାୟମ ସିଂ ଯାଦବଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସିଛି। ଫଳରେ ସୋମବାର ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି। ସୂଚନାଯୋଗ୍ୟ, ରବିବାର...

୨୦୧୮-୧୯ରେ ଭାରତର ଗୁରୁତ୍ୱପୂର୍ଣ୍ଣ ସଂସ୍ଥା ଉପରେ ଅଧିକ ସାଇବର ଆକ୍ରମଣ ହୋଇଛି: ସିସ୍କୋ

ନୂଆଦିଲ୍ଲୀ,୧୯।୮: ଭାରତରେ ସାଇବର ଆକ୍ରମଣ ମାମଲା କ୍ରମାଗତ ଭାବେ ବଢ଼ିଚାଲିଛି। ୨୦୧୮-୧୯ରେ ଦେଶର ଗୁରୁତ୍ୱପୂର୍ଣ୍ଣ ସଂସ୍ଥା ଉପରେ ଅଧିକ ସାଇବର ଆକ୍ରମଣ ହୋଇଥିବା ନେଇ ସିସ୍କୋ...

ଖବରଦାତା ପ୍ରଶାନ୍ତଙ୍କୁ ମୁକ୍ତ କରିବାକୁ ଯୋଗୀ ସରକାରଙ୍କୁ ସୁପ୍ରିମ୍‌ କୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୧।୬: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ ସୋସିଆଲ୍‌ ମିଡ଼ିଆରେ ଅପଲୋଡ୍‌ କରିଥିବା ବିବାଦୀୟ ଲେଖା ଅଭିଯୋଗରେ ଖବରଦାତା ପ୍ରଶାନ୍ତ କନୌଜିଆଙ୍କୁ ଗିରଫ କରାଯାଇଥିଲା। ତେବେ...

ଭେଲୋର ଆସନରେ ନିର୍ବାଚନ ବାତିଲ

ନୂଆଦିଲ୍ଲୀ,୧୭ା୪: ତାମିଲନାଡୁର ଭେଲୋର ଲୋକ ସଭା ଆସନରେ ନିର୍ବାଚନ ବାତିଲ କରିଦିଆଯାଇଥିବା ନିର୍ବାଚନ କମିଶନ୍‌ଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ମାସ ପ୍ରାରମ୍ଭରେ ଜଣେ ଡିଏମ୍‌କେ...

ଯେଉଁ ରାଜନେତାଙ୍କ ଭାଷଣ ଶୁଣିବା ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରୁଥିଲେ ଲୋକେ

ନୂଆଦିଲ୍ଲୀ, ୧୬।୮: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିବାହାରୀ ବାଜପେୟୀଙ୍କ ପ୍ରଥମ ପୁଣ୍ୟତିଥି। ଏହି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ କରାଯାଉଛି।...

Leave a comment

Your email address will not be published. Required fields are marked *