ଆଜି ରାଜ୍ୟରୁ ୧୪୯୭ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ କମୁନି

ଭୁବନେଶ୍ୱର,୭ା୨(ବ୍ୟୁରୋ): ସୋମବାର ରାଜ୍ୟରୁ ୧୪୯୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୬୮,୩୦୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୭୪ ଜଣ ଚିହ୍ନଟ ହୋଇଥିବା ବେଳେ ୬୨୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୨୮୩ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୫୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୦୧ ଏବଂ ଝାରସୁଗୁଡ଼ାରୁ ୭୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୭୧, ବାଲେଶ୍ୱର ୫୦, ବରଗଡ଼ ୨୨, ଭଦ୍ରକ ୧୯, ବଲାଙ୍ଗୀର ୨୨, ବୌଦ୍ଧ ୩୨, କଟକ ୬୯, ଦେବଗଡ଼ ୬୨, ଢେଙ୍କାନାଳ ୨୭, ଗଜପତି ୪୫, ଗଞ୍ଜାମ ୮, ଜଗତସିଂହପୁର ୨୪, ଯାଜପୁର ୬୪, କଳାହାଣ୍ଡି ୩୮, କନ୍ଧମାଳ ୩୧, କେନ୍ଦ୍ରାପଡ଼ା ୧୬, କେନ୍ଦୁଝର ୪୨, କୋରାପୁଟ ୬୬, ମାଲକାନଗିରି ୭, ମୟୂରଭଞ୍ଜ ୩୫, ନବରଙ୍ଗପୁର ୩୪, ନୟାଗଡ଼ ୫୬, ନୂଆପଡ଼ା ୨୩, ପୁରୀ ୩୭, ରାୟଗଡ଼ା ୫୨, ସମ୍ବଲପୁରରୁ ୫୯ ଏବଂ ସୋନପୁରରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୫୩।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୬୮,୩୦୮ରେ ପହଞ୍ଚିଥିବା ବେଳେ ୧୨,୩୭,୯୭୬ ଜଣ ସୁସ୍ଥ ହୋଇଛନ୍ତି। ୨୧,୫୨୫ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?