ଭିଜିଲାନ୍ସ ଜାଲରେ ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ଯନ୍ତ୍ରୀ

ଘସିପୁରା,୨୧।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବଳ ପଣ୍ଡା ଶନିବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭୋର ସମୟରୁ ପଣ୍ଡାଙ୍କ ଆନନ୍ଦପୁରସ୍ଥିତ ସରକାରୀ ବାସଭବନ ସମେତ ଭୁବନେଶ୍ୱର, ରାଉରକେଲା, କେନ୍ଦ୍ରାପଡ଼ା ଆଦି ଅଞ୍ଚଳରେ ଥିବା ତାଙ୍କ ପୈତୃକ ବାସଭବନ ଓ ସମ୍ପର୍କୀୟଙ୍କ ଘର ଆଦି ୮ ଟି ସ୍ଥାନରେ ଏକକାଳୀନ ଚଢ଼ାଉ ହୋଇଛି। ଆନନ୍ଦପୁରସ୍ଥିତ ବାସଭବନରେ ଏକ ଟିମ୍‌ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଯାଞ୍ଚ କରିବା ସହ ତାଙ୍କୁ ଜେରା କରୁଥିବା ଜଣାପଡ଼ିଛି।


All Right Reserved By Dharitri.Com

ପରିବହନକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌, ଥାନାରେ ଏତଲା

ଯୋଡ଼,୨୮।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ କମାରଯୋଡାଠାରେ ଲୁହାପଥର ପିଲେଟ ପରିବହନକୁ କେନ୍ଦ୍ର କରି ମାରପିଟ୍‌ ହୋଇଛି। ଏ ନେଇ ଥାନାରେ ଏତଲା ହୋଇଥିବା...

ଶ୍ରୀଲିଙ୍ଗରାଜଙ୍କ ସମ୍ପତ୍ତିରେ ବହୁତଳ ଗୃହ ନିର୍ମାଣ: କଟକଣା ବୋର୍ଡ ଉପାଡ଼ି ରାସ୍ତାରେ ଲଗାଇଲେ ବିଲ୍‌ଡର

ପୁରୁଣା ଭୁବନେଶ୍ୱର, ୮।୩(ଡି.ଏନ.ଏ.): ଭୁବନେଶ୍ୱରରେ ନକ୍ସା ଅନୁମୋଦନ ବ୍ୟତିରେକ କୌଣସି ପ୍ରକାର ବେଆଇନ ଗୃହ ନିର୍ମାଣ ଘରୋଇ ଜମିରେ ହୋଇପାରିବ ନାହିଁ। ଯଦି ହୋଇଥାଏ ତେବେ...

କେନ୍ଦୁପତ୍ର ବିକ୍ରି କରିପାରୁନାହାନ୍ତି ୧୧ ଗାଁର ଗ୍ରାମବାସୀ

ମାଲକାନଗିରି,୨୦।୪ (ଡି.ଏନ୍‌.ଏ.)- ମାଲକାନଗିରି ଜିଲାରେ ଗତ ୪ ଦିନ ହେଲା ବନ ବିଭାଗ (କେନ୍ଦୁପତ୍ର) ଏବଂ କେତେକ ଘରୋଇ ସଂସ୍ଥା ଜିଲାର ବିଭିନ୍ନ ଫଡିରେ କେନ୍ଦୁପତ୍ର...

୧୪ ମାସ ହେଲା ଛାତ୍ରୀ ନିବାସରେ ତାଲା

ବସ୍ତା,୨୦।୭(ସ୍ବ.ପ୍ର.): ବାଲେଶ୍ୱର ଜିଲା ଜାମଶୂଳୀ  ବ୍ଲକ ଜାମଶୂଳୀସ୍ଥିତ ଲକ୍ଷ୍ମୀନାରାୟଣ ମହାବିଦ୍ୟାଳୟର ଏକମାତ୍ର ଛାତ୍ରୀନିବାସ ୧୪ ମାସ ହେଲା ବନ୍ଦ ରହିଛି। କଲେଜ କର୍ତ୍ତୃପକ୍ଷ ଛାତ୍ରୀନିବାସ ଆନୁଷଙ୍ଗିକ...

ଭିତରକନିକା ୩୧ ଯାଏ ବନ୍ଦ

ରାଜନଗର, ୧୭।୩(ଡି.ଏନ.ଏ.): କରୋନା ସତର୍କତାକୁ ଦୃଷ୍ଟିରେ ରଖି ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ କେନ୍ଦ୍ରାପଡା ଜିଲାର ଭିତରକନିକା ଜାତୀୟ ଉଦ୍ୟାନକୁ ମଙ୍ଗଳବାର ଠାରୁ ବନ୍ଦ...

ରାଜ୍ୟ ବାହାରୁ ଆସିଥିବା ଲୋକଙ୍କ ଉପରେ କଡ଼ା ନଜର

କପ୍ତିପଦା, ୨୯ା୩(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକରେ ଲକଡାଉନର ବେଶ ପ୍ରଭାବ ପଡ଼ିଥିତ୍ବା ଦେଖିବାକୁ ମିଳିଛି। ଜରୁରୀ ସାମଗ୍ରୀ ବ୍ୟତୀତ ଅନ୍ୟ ଦୋକାନ ଗୁଡିକ ସମ୍ପୂର୍ଣ୍ଣ...

ଆମିକସ୍‌ କ୍ୟୁରିଙ୍କ ଶ୍ରୀମନ୍ଦିର ପରିଦର୍ଶନ

ପୁରୀ ଅଫିସ୍‌.୭।୯: ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌ କ୍ୟୁରି ରଞ୍ଜିତ୍‌ କୁମାର ଓ ସଲିସିଟର ଜେନେରାଲ ତୁଷାର ମେହେଟା ଶନିବାର ସକାଳେ...

ବର୍ଷାରେ ଦବିଲା ରାସ୍ତା, ଇନ୍ଦ୍ରଦ୍ୟୁମ୍ନରେ ପଶିଲା ମଇଳା ପାଣି

ପୁରୀ ଅଫିସ, ୨୫ା୭: ବିପର୍ଯ୍ୟସ୍ତ ହୋଇପଡ଼ିିଛି ଶ୍ରୀକ୍ଷେତ୍ରର ଏକାଧିକ ଐତିହ୍ୟ ପୁଷ୍କରିଣୀ। ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଗୋଟିଏ ପରେ ଗୋଟିଏ ପୁଷ୍କରିଣୀର ସ୍ଥିତି ସଙ୍ଗିନ ହେବାରେ...

Leave a comment

Your email address will not be published. Required fields are marked *