ଜିଲା ଓକିଲ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ

ସୁନ୍ଦରଗଡ଼,୨୧।୧୨(ଡି.ଏନ୍‌.ଏ.) : ପଶ୍ଚିମ ଓଡ଼ିଶାର ସମ୍ବଲପୁରଠାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ସୁନ୍ଦରଗଡ଼ ଜିଲା ଓକିଲ ସଂଘ ପକ୍ଷରୁ ଶନିବାର ପିକେଟିଂ କରାଯାଇ ସମସ୍ତ କାର୍ଯ୍ୟାଳୟ ବନ୍ଦ କରିଦିଆଯାଇଥିଲା। ଜିଲା ଓକିଲ ସଂଘ ସଭାପତି ଦୁଷ୍ମନ୍ତ କୁମାର ନାଏକ, ଜିଲା ଓକିଲ ସଂଘ ସମ୍ପାଦକ ଅଶୋକ କୁମାର ସ୍ବାଇଁ, ବରିଷ୍ଠ ଆଇନଜୀବୀ ନିମାଇଁ ଚରଣ ନାଏକ, ପରମେଶ୍ୱର ନାଏକ, ପ୍ରହଲ୍ଲାଦ ଅଗ୍ରଓ୍ବାଲ, କମଳ ସେନ, ଯୁଗଳ କିଶୋର ଠାକୁର ପ୍ରମୁଖ ଜିଲା ଓକିଲ ସଂଘ କାର୍ଯ୍ୟାଳୟ ସମ୍ମୁଖରେ ଏକତ୍ରିତ ହୋଇ ମିଳିତ ପିକେଟିଂ କରିଥିଲେ। କୋର୍ଟ କଚେରୀ, ଜିଲାପାଳ, ଉପଜିଲାପାଳ, ଆର୍‌ଟିଓ, ପୌରପାଳକା କାର୍ଯ୍ୟାଳୟ ସହ ରାଜ୍ୟ ସରକାରଙ୍କ ସମସ୍ତ କାର୍ଯ୍ୟାଳୟକୁ ଜିଲା ଓକିଲ ସଂଘ ପକ୍ଷରୁ ବନ୍ଦ କରି ଦିଆଯାଇଥିଲା।


All Right Reserved By Dharitri.Com

କାର୍ଯ୍ୟର ମାସେ ନପୁରୁଣ ଭାଙ୍ଗିଲା ଡ୍ରେନ

ଚମ୍ପୁଆ,୨୫ା୭(ଡି.ଏନ.ଏ.)-ଚମ୍ପୁଆ ବସଷ୍ଟାଣ୍ଡ ନିକଟରେ ଏନଏସି ପକ୍ଷରୁ ନିର୍ମାଣ କରାଯାଇଥିବା ଡ୍ରେନ ମାସେ ନପୁରୁଣ ଧସିଯାଇଥିବା ଦେଖିବାକୁ ମିଳିଛି। ଫଳରେ କାର୍ଯ୍ୟର ସ୍ଥାୟୀତ୍ୱ ନେଇ ପ୍ରଶ୍ନବାଚୀ ସୃଷ୍ଟି...

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ବରୀ/ରତ୍ନଗିରି,୧୭ା୮(ସ୍ବ.ପ୍ର./ଡି.ଏନ.ଏ.): ବରୀ ଥାନା ଅଞ୍ଚଳରେ ଗୁରୁବାର ଜଣେ ନାବଳିକାଙ୍କୁ ବଳାତ୍କାର କରାଯାଇଛି। ଏନେଇ ଥାନାରେ ଅଭିଯୋଗ ହେବାପରେ ପୋଲିସ ମାମଲା ନଂ-୧୯୪/୧୯ ରୁଜୁ କରିବା ସହ...

ଅଗ୍ନିକାଣ୍ଡରେ ୪ ବଖରା ଜଳିଗଲା

ରାଇକିଆ,୨୯।୩(ଡି ଏନ ଏ)- କନ୍ଧମାଳ ଜିଲା ରାଇକିଆ ବ୍ଲକ ବଡ଼ବରବା ପଞ୍ଚାୟତର ଖଜୁରିଖମନ ଗ୍ରାମରେ ଶନିବାର ରାତି ପ୍ରାୟ ୧୧ଟାରେ ଅଗ୍ନିକାଣ୍ଡ ଘଟି ୪ବଖରା ଘର...

ସରକାରୀ ପ୍ଲଟରୁ ଜବରଦଖଲ ଉଚ୍ଛେଦ ଦାବିରେ ଧାରଣା

ରଣପୁର,୮ା୩(ସ୍ବ.ପ୍ର.): ଗୌରାଙ୍ଗପୁର ପ୍ରାଥମିକ କୃଷି ସମବାୟ ସମିତି ପଛପାଖରେ ଥିବା ୬୨/୬୯ନଂ. ସରକାରୀ ପ୍ଲଟରୁ ଜବରଦଖଲ ଉଚ୍ଛେଦ ଦାବିରେ ଶନିବାର ରଣପୁର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ଯୁବତୀଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ, ଯୋଡା ଥାନାରେ ଅଭିଯୋଗ କଲେ ପରିବାର ଲୋକେ

ଯୋଡ଼ା, ୨୨।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଥାନା ଅଞ୍ଚଳର ଜଣେ ଯୁବତୀଙ୍କର ଅଶ୍ଳିଳ ଭିଡିଓ ଭାଇରାଲ ହୋଇଛି। ପୋଲିସ ଏହାର ପ୍ରାରମ୍ଭିକ ତଦନ୍ତ ଆରମ୍ଭ କରିଛି। ତେବେ...

ବାଇପାସ ରାସ୍ତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆଦିବାସୀ କଲ୍ୟାଣ ମନ୍ତ୍ରୀ

ମୁନିଗଡ଼ା,୧୮।୧୦(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ସହରରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଟ୍ରାଫିକ ସମସ୍ୟା ଦୂର ଏବଂ ବାଇପାସ ରାସ୍ତା ନିର୍ମାଣ ପାଇଁ...

ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ଖୁସିରେ ପାଳନ ହେଲା ଭାରତ ଉତ୍ସବ

ଜଗତ୍‌ସିଂହପୁର ଅଫିସ,୬ା୮: କଶ୍ମୀରରୁ ଧାରା ୩୭୦ ଓ ୩୫ଏ ଉଚ୍ଛେଦ କରାଯିବା ସହ ଏହାକୁ କେନ୍ଦ୍ର ଶାସିତ ଅଞ୍ଚଳ ମାନ୍ୟତା ଦିଆଯାଇଛି। ଜମ୍ମୁ-କଶ୍ମୀର ଓ ଲଦାଖ...

ବୟାଳିରେ ମୋ ଗେହ୍ଲା ଝିଅ କାର୍ଯ୍ୟକ୍ରମ

ଗୋପାଳପୁର,୧୩।୬- ବିଜୁ କନ୍ୟାରନତ୍ ଯୋଜନାରେ ମୋ ଗେହ୍ଲା ଝିଅ କାର୍ଯ୍ୟକ୍ରମ ଗୁରୁବାର ରଙ୍ଗେଇଲୁଣ୍ଡା ବ୍ଲକ ମନ୍ତ୍ରିଡ଼ି ପଞ୍ଚାୟତ ବୟାଳି ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନରେ ଆୟୋଜିତ...

Leave a comment

Your email address will not be published. Required fields are marked *