କୂଅରୁ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୨୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଜାମଜୋଡି ପଞ୍ଚାୟତ ଅନ୍ତର୍ଗତ ମାନପୁର ଗ୍ରାମର ଏକ କୂଅରୁ ଶନିବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃ୍‌ତକ ଜଣକ ହେଲେ ମାନପୁର ଗ୍ରାମର ଲକ୍ଷ୍ମଣ ନାଏକ(୫୫)।
ସୂଚନାଯୋଗ୍ୟ, ଲକ୍ଷ୍ମଣ ବୁଧବାରଠାରୁ ନିଖୋଜ ଥିଲେ। ଶୁକ୍ରବାର ସନ୍ଧ୍ୟାରେ ଗ୍ରାମବାସୀ ଗ୍ରାମର ଏକ କୂଅରେ ତାଙ୍କ ମୃତଦେହ ଭାସୁଥିବାର ଦେଖି ପୋଲିସକୁ ଖବର ଦେଇଥିଲେ। ତେବେ ଆଜି ସକାଳେ ପୋଲିସ ଗ୍ରାମରେ ପହଞ୍ଚି କୂଅରୁ ମୃତଦେହ ଉଦ୍ଧାର କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ନିମନ୍ତେ କେନ୍ଦୁଝର ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ।


All Right Reserved By Dharitri.Com

ମାଲିକଙ୍କ ଜୀବନ ବଞ୍ଚାଇଲା କୁକୁର: ସାପକୁ ମାରି ଜୀବନ ହାରିଲା

ଗୋପାଳପୁର,୨୦ା୧୨- ନିଜ ଜୀବନକୁ ବଳି ଦେଇ ମାଲିକଙ୍କୁ ବଞ୍ଚାଇଛି ପୋଷା କୁକୁର। ଏଭଳି ଘଟଣା ଘଟିଛି ରଙ୍ଗେଇଲୁଣ୍ଡା ବ୍ଲକ ରଣ୍ଢା ପଞ୍ଚମା ରୋଡରେ। ଶୁକ୍ରବାର ମଧ୍ୟାହ୍ନ...

ପାଇଖାନା ନିର୍ମାଣ ନଁ।ରେ ଅନିୟମିତତା

ପଦ୍ମପୁର,୨୧।୩(ଡି.ଏନ.ଏ.)-ପଞ୍ଚାୟତରେ ସ୍ବଚ୍ଛ ଭାରତ ଯୋଜନାରେ ପାଇଖାନା ନିର୍ମାଣରେ ଅନିୟମିତତା ହୋଇଥିବା ଘଟଣା ପଦାକୁ ଆସିଛି। ଏ ନେଇ ବିଡିଓ, ଜିଲାପାଳ ଓ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ନିକଟରେ...

ହାତୀ ମୃତ୍ୟୁ ଘଟଣାର ତଦନ୍ତ କଲେ ଆରସିସିଏଫ

ଯୋଡ଼ା/କେନ୍ଦୁଝର, ୮।୫(ଡି.ଏନ୍‌.ଏ./ସ୍ବ.ପ୍ର.)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଓ ବାମେବାରୀ ବନପାଳ ଅଧୀନ କେନ୍ଦୁଘାଟି ଜଙ୍ଗଲରେ ଏକ ହାତୀର ଗଳିତ ମୃତଦେହ ଉଦ୍ଧାର ଘଟଣାର ତଦନ୍ତ ଆରମ୍ଭ...

ୟେସ୍‌ ବ୍ୟାଙ୍କରୁ ଫେରି ଆସିବ ମହାପ୍ରଭୁଙ୍କ ଜମା ଟଙ୍କା

ପୁରୀ ଅଫିସ,୧୮।୩: ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କାକୁ ନେଇ ଗତ କିଛିଦିନ ଧରି ଯେଉଁ ବାଦବିବାଦ ଲାଗିରହିଛି, ସେଥିରେ ପୂର୍ଣ୍ଣଚ୍ଛେଦ ପଡିବାକୁ ଯାଉଛି। ଗୁରୁବାର...

ଗାଡ଼ି ଧକ୍କାରେ ହରିଣର ଜୀବନ ଗଲା : ମୃତ ହରିଣ ସହିତ ଗାଡ଼ି ଜବତ

ତେଲକୋଇ,୪।୧୦(ଡି.ଏନ.ଏ.)- କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଅଧୀନ ହନୁମତିଆ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଜାଇଲୋ ଗାଡି ଧକ୍କାରେ ଏକ ହରିଣର ମୃତ୍ୟୁ ଘଟିଛି । ଦୋବଲାପାଳ...

ଆରଡ଼ିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଆରଡି,୨୫ା୪(ଡି.ଏନ୍‌.ଏ.)- ଭଦ୍ରକ ଜିଲାର ଆରଡି ପୀଠ ସମେତ ଏହାର ଆଖପାଖ ଅଞ୍ଚଳରେ ୬୦ ଘଣ୍ଟିିଆ ଶଟ୍‌ଡାଉନ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛିା ଗୁରୁବାର ଆରଡି ଫାଣ୍ଡି ପୋଲିସ...

ମେ ୩ ପର୍ଯ୍ୟନ୍ତ ବନ୍ଦ ରହିବ ଦୋକାନ

ବାରିପଦା ଅଫିସ, ୨୭ା୪- ମେ ୩ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡ଼ାଉନ ଅବଧି ରହିଛି। ଏହି ସମୟ ମଧ୍ୟରେ ମୟୂରଭଞ୍ଜ ଜିଲା ବାରିପଦା ସହରର ସମସ୍ତ...

ଥାନାଧିକାରୀ ୧୦ ହଜାର ଲାଞ୍ଚ ନେବା ମାମଲା: ଅଭିଯୁକ୍ତଙ୍କୁ ୫ବର୍ଷ ସଶ୍ରମ କାରାଦଣ୍ଡ

ଜୟପୁର,୨୩।୧୦(ଡି.ଏନ୍‌.ଏ): କୋରାପୁଟ ଜିଲା ଜୟପୁରସ୍ଥିତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଥାନାଧିକାରୀ ୧୦ ହଜାର ଲାଞ୍ଚ ନେଉଥିବା ମାମଲାରେ ବୁଧବାର ରାୟ ପ୍ରକାଶ ପାଇଛି । ଏଥିରେ...

Leave a comment

Your email address will not be published. Required fields are marked *