୧୪ରୁ ୨ୟ ପର୍ଯ୍ୟାୟ ଡାକ୍ତରୀ ନାମଲେଖା

ଭୁବନେଶ୍ୱର,୧୧ା୮(ଅସମାପିକା ସାହୁ): ରାଜ୍ୟରେ ଥିବା ୧୬ଟି ମେଡିକାଲ କଲେଜରେ ୨୦୨୩ ଶିକ୍ଷାବର୍ଷ ଲାଗି ନାମଲେଖା ପ୍ରକ୍ରିୟାର ପ୍ରଥମ ପର୍ଯ୍ୟାୟ ଶେଷ ହୋଇଛି। ଏଫ୍‌ଏମ୍‌ ଏମ୍‌ସିଏଚ୍‌ ବାଲେଶ୍ୱରରେ ସବୁ ସିଟ୍‌ ପୂରଣ ହୋଇଥିବାବେଳେ ଅନ୍ୟ ମେଡିକାଲ କଲେଜରେ ମୋଟ ୪୫୨ଟି ସିଟ୍‌ ଖାଲି ରହିଛି। ବିବି ଏମ୍‌ସିଏଚ୍‌ ବଲାଙ୍ଗୀରରେ ୪ଟି, ହାଇଟେକ ଡେଣ୍ଟାଲ କଲେଜରେ ୯୭, ହାଇଟେକ ଏମ୍‌ସିଏଚ୍‌ରେ ୫୨, ଏମ୍‌କେସିଜି ଏମ୍‌ସିଏଚ୍‌ରେ ୨୪, ପିଆର୍‌ଏମ୍‌ ଏମ୍‌ସିଏଚ୍‌ରେ ୮, ଏସ୍‌ସିବି ଡେଣ୍ଟାଲ କଲେଜରେ ୨୭, ଏସ୍‌ସିବି ଏମ୍‌ସିଏଚ୍‌ରେ ୮୮, ଏସ୍‌ଏଲ୍‌ଏନ୍‌ ଏମ୍‌ସିଏଚ୍‌ରେ ୧୦, ଭିମ୍‌ସାର୍‌ରେ ୧୬ ଓ ହାଇଟେକ୍‌ ଏମ୍‌ସିଏଚ୍‌ରେ ୫୧ଟି ସିଟ୍‌ ଖାଲି ରହିଛି। ଏବେ ଖାଲି ପଡିଥିବା ଏହି ୪୫୨ଟି ସିଟ୍‌ ପୂରଣ ଲାଗି ଦ୍ୱିତୀୟ ପର୍ଯ୍ୟାୟ କାଉନ୍‌ସେଲିଂ ପାଇଁ ଆସନ୍ତା ୧୪ରୁ ୨୮ତାରିଖ ମଧ୍ୟରେ ନାମ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହେବ ବୋଲି ଓଜେଇଇ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’, ଝିଅଙ୍କୁ ହତ୍ୟା 

ଠାକୁରମୁଣ୍ଡା,୨୭।୬(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ମହୁଲଡିହା ଥାନା ଅଧୀନ ତରାମରା ପଞ୍ଚାୟତ ମୁକ୍ତାଝରୀ ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି।  ମା’, ଝିଅଙ୍କୁ…

ତାମିଲନାଡୁ ଗ୍ୟାସ୍‌ ଲିକ୍‌: ଆଖି ବୁଜିଲେ ଆଉ ଜଣେ ଜୁଆଙ୍ଗ ଯୁବତୀ

ଭୁବନେଶ୍ୱର,୨୭।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ ଘଟଣାରେ ଶନିବାର ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ମନ୍ଦିରରୁ ଦର୍ଶନ ସାରି ଫେରିବାବେଳେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଇ ଅଟୋ…

ଦିଗପହଣ୍ଡି,୨୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଳାସପୁର ନିକଟ ନୂଆ ଜଲମରା ବ୍ରିଜ ନିକଟରେ ଶନିବାର ମଧ୍ୟାହ୍ନରେ ଏକ ସ୍କୁଟି (ନଂ. ଓଡ଼ି୩୨ ଏମ…

ଧାନକିଣାରେ ମନ୍ଥର, ଜୁନ ଶେଷ, ଉଠିନି ମେ’ ମାସର ଧାନ

ଭବାନୀପାଟଣା,୨୭ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ମେ ୨୦ରୁ ରବି ଧାନ ମଣ୍ଡି ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଉକ୍ତ ମାସର ଧାନ ଉଠିପାରିନାହିଁ। ଫଳରେ ଗତ ମାସେ…

ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରି ଯୁବ କଂଗ୍ରେସ…

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଅସନ୍ତୋଷ, ଆନ୍ଦୋଳନ ଥମିବାର ନାଁ ନେଉ ନାହିଁ। ଏହି କ୍ରମରେ ଶନିବାର ବରଗଡ଼ ଜିଲା ଯୁବ କଂଗ୍ରେସ ପକ୍ଷରୁ…

ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ, ପାଚେରି ତଳେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ

ପୁରୁଷୋତ୍ତମପୁର,୨୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବ୍ଲକ ତଥା ହିଞ୍ଜିଳୀଥାନା ଅନ୍ତର୍ଗତ ଅନ୍ତରିଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ପାଶର୍‌ବଦେଇ ଯାଇଥିବା ଋଷିକୂଲ୍ୟା…

ଓଡ଼ିଆ ଅସ୍ମିତାର ସୁରକ୍ଷା ପାଇଁ ସହଯୋଗ କାମନା

ଭଞ୍ଜନଗର,୨୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ବିକାଶ ପରିଷଦ ଭଞ୍ଜନଗର ଶାଖାର ୪ର୍ଥ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି…

ଏକତରଫା ପ୍ରେମ ପାଇଁ ଯୁବତୀଙ୍କୁ ଜାଳିଥିଲେ, ଏବେ…

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରେ ଘଟିଥିବା ଅଭାବନୀୟ ଘଟଣାର ଚିତ୍ର ସାମ୍ନାକୁ ଆସିଛି। ଏକତରଫା ପ୍ରେମରୁ ଯୁବକ ଜଣକ ଯୁବତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri