ପୁଣି କରୋନାରେ ଆଖିବୁଜିଲେ ୧୫ ଆକ୍ରାନ୍ତ

ଭୁବନେଶ୍ୱର,୪।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନାରେ ୧୫ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୮୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫ ଜଣ ମୃତ୍ୟୁବରଣ କରିଛନ୍ତି। ଏହାବାତ ରାୟଗଡ଼ା ଜିଲାରୁ ୩ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି। ସୁନ୍ଦରଗଡ ଓ କଳାହାଣ୍ଡିରେ ୨ ଜଣ ଲେଖାଏ ଏବଂ କଟକ, ପୁରୀ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏ ପ୍ରାଣ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri