ଆଜି ରାଜ୍ୟରୁ ୧୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୬,୨୩୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯ ଜଣ ଚିହ୍ନଟ ହୋଇଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ସୁନ୍ଦରଗଡ଼ ଏବଂ କଟକରୁ ୩ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା, ସମ୍ବଲପୁର ଏବଂ ବରଗଡ଼ରୁ ୨ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବଲାଙ୍ଗୀର, ମୟୂରଭଞ୍ଜ, ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୬,୨୩୨ରେ ପହଞ୍ଚିଥିବା ବେଳେ ୧୩,୨୬,୭୬୮ ଜଣ ସୁସ୍ଥ ହୋଇଛନ୍ତି। ୨୦୮ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri