ସନ୍ଧ୍ୟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୧୩।୪: ମହାରାଷ୍ଟ୍ରରେ କରୋନା ପ୍ରକୋପ ଜାରି ରହିଛି। ରାଜ୍ୟରେ ମଙ୍ଗଳବାର ୫୧,୭୫୧ କରାନାର ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ ୨୫୮ଲୋକଙ୍କ ମୃତ୍ୟୁ ହୋଇଛି। କରୋନା ଦାଉରୁ ଲୋକଙ୍କୁ ରକ୍ଷା କରିବା ପାଇଁ ମଙ୍ଗଳବାର ରାଜ୍ୟସରକାର ଏକ ବଡ଼ ନିଷ୍ପତ୍ତି ନେଇପାରନ୍ତି। ରାତି ସାଢ଼େ ୮ଟାରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ। ଏହି ସମୟରେ ଆଗାମୀ ୧୫ଦିନ ଯାଏଁ ଅର୍ଥାତ୍‌ ଏପ୍ରିଲ ୩୦ ପର୍ଯ୍ୟନ୍ତ ରାଜ୍ୟରେ ଲକ୍‌ଡାଉନ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ। ଏଥିପାଇଁ ଏସ୍‌ଓପି ମଧ୍ୟ ପ୍ରସ୍ତୁତ ହୋଇସାରିଛି। ତେବେ ଏହା ପୂର୍ବ ବର୍ଷ ଭଳି ଲକ୍‌ଡାଉନ ହେବ ନାହିଁ। ଚଳିଥ ଥର ଲକ୍‌ଡାଉନରେ ଯାତାୟାତ ସେବା ଜାରି ରହିବ, ଘରୋଇ କାର୍ଯ୍ୟାଳୟ ବନ୍ଦ ରହିବ ଏବଂ ଅତ୍ୟାବଶ୍ୟକ ସେବା ସହିତ ଜଡ଼ିତ ଥିବା ସଂସ୍ଥାଗୁଡ଼ିକୁ ଖୋଲା ରଖିବାକୁ ଅନୁମତି ପ୍ରଦାନ କରାଯିବ। ସେହିପରି ସ୍କୁଲ, କଲେଜ, ସିନେମା ହଲ, ପାର୍କ, ଜିମ୍‌ ଆଦି ବନ୍ଦ ରହିବ। ଅନ୍ୟପଟେ ରେଷ୍ଟୁରାଣ୍ଟଗୁଡ଼ିକୁ କେବଳ ହୋମ ଡେଲିଭରି ପାଇଁ ଅନୁମତି ଦିଆଯିବାକୁ ଥିବା ବେଳେ ଜନସାଧାରଣ କାର୍ଯ୍ୟକ୍ରମ ଉପରେ ପ୍ରତିବନ୍ଧକ ଲଗାଯିବ। ଏହି ସମୟରେ ଆର୍ଥିକ ଦୃଷ୍ଟିରୁ ଭଲ ନ ଥିବା ବିଭାଗଗୁଡ଼ିକ ପାଇଁ ଖୁବଶୀଘ୍ର ଆର୍ଥିକ ପ୍ୟାକେଜ ଘୋଷଣା କରାଯିବ। ଏଥିପାଇଁ କାମ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri