Posted inଜାତୀୟ

୧୫ ଦିନର ପୁଅକୁ ଅପହରଣ କଲେ ବାପା: କାରଣ ଜାଣିଲେ ହେବେ ଭାବପ୍ରବଣ

ଚଣ୍ଡିଗଡ,୨୩।୨:ପଞ୍ଜାବର ଅମ୍ବାଲା ଜିଲାରେ ଏକ ହୃଦୟ ବିଦାରକ ମାମଲା ସାମ୍ନାକୁ ଆସିଛି। ଜଣେ ପିତା ନିଜ ପୁଅକୁ ଅପହରଣ କରିନେଇଛନ୍ତି। ଏନେଇ ସ୍ବାମୀଙ୍କ ବିରୋଧରେ ପୋଲିସ ଷ୍ଟେଶନରେ ଅଭିଯୋଗ କରିଛନ୍ତି ସ୍ତ୍ରୀ। ତେବେ ଘଟଣା ପଛର କାରଣ ଭାବପ୍ରବଣ କରିଦେବ। ଅଭିଯୁକ୍ତ ନିଜ ଭଉଣୀର ୨୦ ବର୍ଷର ବିବାହ ପରେ ସନ୍ତାନ ନ ଥବାରୁ ତାଙ୍କ ଇଚ୍ଛା ପୂରଣ କରିବା ପାଇଁ ନିଜର ୧୫ ଦିନର ପିଲାକୁ ଦେବାକୁ ଚାହୁଁଥିଲେ। ଏଥିରେ ସ୍ତ୍ରୀ ରାଜି ନ ହେବାରୁ ବ୍ୟକ୍ତି ଜଣଙ୍କ ପିଲାଟିକୁ ଅପହରଣ କରି ନେଇଛନ୍ତି।
ସୂଚନାଯୋଗ୍ୟ, ପୀଡିତା ସପନା କହିଛନ୍ତି ଯେ ପ୍ରାୟ ୧୦ ମାସ ପୂର୍ବେ ସେ ବାରାଡାର ଉମେଶ କୁମାରଙ୍କୁ ବିବାହ କରିଥିଲେ। ତାଙ୍କର ବଡ ନଣନ୍ଦ ମମତା ୨୦ ବର୍ଷ ହେଲା ବିବାହିତ, କିନ୍ତୁ ତାଙ୍କର କୌ ଣସି ସନ୍ତାନ ନାହିଁ। ସପନା ଗର୍ଭବତୀ ହେବା ଶାଶୁ ଏବଂ ସ୍ବାମୀ ପିଲାଟିକୁ ତାଙ୍କ ନଣନ୍ଦକୁ ଦେବା ବିଷୟରେ କହିବା ଆରମ୍ଭ କଲେ। ଜାନୁୟାରୀରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ଫେବୃୟାରୀ ୧୩ ରାତିରେ ସ୍ବାମୀ ଉମେଶ, ଶାଶୁ ପିଲାଟିକୁ ମାଗିବା ଆରମ୍ଭ କଲେ। ମନା କରିବାରୁ ତାଙ୍କୁ ମାଡ ଦିଆଯାଇଥିଲା। ଫେବୃୟାରୀ ୧୪ରେ, ସେ ତାଙ୍କ ପିତା ଏବଂ ଭାଇଙ୍କୁ ବାରଡାକୁ ଡାକି ପୋଲିସ ଷ୍ଟେଶନକୁ ଯାଇ ଏ ସମ୍ପର୍କରେ ଅଭିଯୋଗ କରିଥିଲେ। ଏହି ସମୟରେ, ୧୫ ଦିନର ଶିଶୁ ସହିତ ସ୍ବାମୀ ଏବଂ ଶାଶୁ ନିଖୋଜ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri