Posted inଜାତୀୟ

୧୫ ଦିନର ପୁଅକୁ ଅପହରଣ କଲେ ବାପା: କାରଣ ଜାଣିଲେ ହେବେ ଭାବପ୍ରବଣ

ଚଣ୍ଡିଗଡ,୨୩।୨:ପଞ୍ଜାବର ଅମ୍ବାଲା ଜିଲାରେ ଏକ ହୃଦୟ ବିଦାରକ ମାମଲା ସାମ୍ନାକୁ ଆସିଛି। ଜଣେ ପିତା ନିଜ ପୁଅକୁ ଅପହରଣ କରିନେଇଛନ୍ତି। ଏନେଇ ସ୍ବାମୀଙ୍କ ବିରୋଧରେ ପୋଲିସ ଷ୍ଟେଶନରେ ଅଭିଯୋଗ କରିଛନ୍ତି ସ୍ତ୍ରୀ। ତେବେ ଘଟଣା ପଛର କାରଣ ଭାବପ୍ରବଣ କରିଦେବ। ଅଭିଯୁକ୍ତ ନିଜ ଭଉଣୀର ୨୦ ବର୍ଷର ବିବାହ ପରେ ସନ୍ତାନ ନ ଥବାରୁ ତାଙ୍କ ଇଚ୍ଛା ପୂରଣ କରିବା ପାଇଁ ନିଜର ୧୫ ଦିନର ପିଲାକୁ ଦେବାକୁ ଚାହୁଁଥିଲେ। ଏଥିରେ ସ୍ତ୍ରୀ ରାଜି ନ ହେବାରୁ ବ୍ୟକ୍ତି ଜଣଙ୍କ ପିଲାଟିକୁ ଅପହରଣ କରି ନେଇଛନ୍ତି।
ସୂଚନାଯୋଗ୍ୟ, ପୀଡିତା ସପନା କହିଛନ୍ତି ଯେ ପ୍ରାୟ ୧୦ ମାସ ପୂର୍ବେ ସେ ବାରାଡାର ଉମେଶ କୁମାରଙ୍କୁ ବିବାହ କରିଥିଲେ। ତାଙ୍କର ବଡ ନଣନ୍ଦ ମମତା ୨୦ ବର୍ଷ ହେଲା ବିବାହିତ, କିନ୍ତୁ ତାଙ୍କର କୌ ଣସି ସନ୍ତାନ ନାହିଁ। ସପନା ଗର୍ଭବତୀ ହେବା ଶାଶୁ ଏବଂ ସ୍ବାମୀ ପିଲାଟିକୁ ତାଙ୍କ ନଣନ୍ଦକୁ ଦେବା ବିଷୟରେ କହିବା ଆରମ୍ଭ କଲେ। ଜାନୁୟାରୀରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ଫେବୃୟାରୀ ୧୩ ରାତିରେ ସ୍ବାମୀ ଉମେଶ, ଶାଶୁ ପିଲାଟିକୁ ମାଗିବା ଆରମ୍ଭ କଲେ। ମନା କରିବାରୁ ତାଙ୍କୁ ମାଡ ଦିଆଯାଇଥିଲା। ଫେବୃୟାରୀ ୧୪ରେ, ସେ ତାଙ୍କ ପିତା ଏବଂ ଭାଇଙ୍କୁ ବାରଡାକୁ ଡାକି ପୋଲିସ ଷ୍ଟେଶନକୁ ଯାଇ ଏ ସମ୍ପର୍କରେ ଅଭିଯୋଗ କରିଥିଲେ। ଏହି ସମୟରେ, ୧୫ ଦିନର ଶିଶୁ ସହିତ ସ୍ବାମୀ ଏବଂ ଶାଶୁ ନିଖୋଜ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri