ପାକିସ୍ତାନର ପଞ୍ଜାବ ବିଶ୍ୱବିଦ୍ୟାଳୟରେ ହୋଲି ପାଳନ କରୁଥିବା ଛାତ୍ରଙ୍କ ଉପରେ ଆକ୍ରମଣ, ୧୫ ଆହତ

ଲାହୋର,୭ ।୩: ପାକିସ୍ତାନର ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟର ୧୫ ଛାତ୍ରଙ୍କ ଉପରେ ପଞ୍ଜାବ ବିଶ୍ୱବିଦ୍ୟାଳୟରେ ସୋମବାର କଟ୍ଟରପନ୍ଥୀ ଇସଲାମିକ ଛାତ୍ର ସଂଗଠନର ସଦସ୍ୟ ଆକ୍ରମଣ କରିଛନ୍ତି । ଏହି ଘଟଣାରେ ପ୍ରାୟ ୧୫ ଜଣ ଛାତ୍ର ଆହତ ହୋଇଛନ୍ତି । ସୂଚନାଯୋଗ୍ୟ, ହିନ୍ଦୁ ସମ୍ପ୍ରଦାୟର ଛାତ୍ରମାନେ ହୋଲି ପାଳନ କରିବାକୁ ବିଶ୍ୱବିଦ୍ୟାଳୟ ପରିସରରେ ଏକାଠି ହୋଇଥିଲେ । ଏହି ସମୟରେ କଟ୍ଟରପନ୍ଥୀ ଇସଲାମିକ ଛାତ୍ର ସଙ୍ଗଠନର ସଦସ୍ୟ ସେମାନଙ୍କ ଉପରେ ଆକ୍ରମଣ କରିଥିଲେ ।

ସୂଚନାଯୋଗ୍ୟ, ପଞ୍ଜାବ ବିଶ୍ୱବିଦ୍ୟାଳୟର ଲ’ କଲେଜରେ ପ୍ରାୟ ୩୦ ହିନ୍ଦୁ ଛାତ୍ର ହୋଲି ପାଳନ କରିବାକୁ ଏକାଠି ହୋଇଥିଲେ । ବିଶ୍ୱବିଦ୍ୟାଳୟର ଛାତ୍ର ଓ ପ୍ରତ୍ୟେକ୍ଷଦର୍ଶୀ କାଶିଫ ବ୍ରୋହି କହିଛନ୍ତି, ଯେମିତି ଛାତ୍ରମାନେ ଲ’ କଲେଜର ଲନରେ ଏକାଠି ହୋଇଥିଲେ ଇସଲାମିକ ଜମିୟତ ତୁଲବା(ଆଇଜେଟି)ର କର୍ମୀ ସେମାନଙ୍କୁ ହୋଲି ଖେଲିବାକୁ ବାରଣ କରିଥିଲେ, ଏହାପରେ ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ଆରମ୍ଭ ହୋଇଥିଲା ଓ ୧୫ ହିନ୍ଦୁ ଛାତ୍ର ଏଥିରେ ଆହତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri