କରୋନାରେ ଆଖିବୁଜିଲେ ଆଉ ୧୫: ସୁନ୍ଦରଗଡ଼ରୁ ରହିଛନ୍ତି ସର୍ବାଧିକ ୩

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ରାଜ୍ୟରେ କରୋନାରେ ବୁଧବାର ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନୀତ ମୃତ୍ୟୁ ସଂଖ୍ୟା ୧୫୭୫ରେ ପହଞ୍ଚିଛି।
ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୩ଜଣ କରୋନାରେ ଆଖି ବୁଜିଥିବା ବେଳେ ଗଜପତି, ସୁବର୍ଣ୍ଣପୁର ଓ ସମ୍ବଲପୁରରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ, ମୟୂରଭଞ୍ଜ ଓ ଖୋର୍ଦ୍ଧା ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କୁ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଜନସଂଖ୍ୟା ନିୟନ୍ତ୍ରଣ ଉଦ୍ୟମକୁ ଝଟ୍‌କା: କଣ୍ଡୋମ୍‌ ଉପରୁ GST ଛାଡ଼ ମନା

ଇସଲାମାବାଦ,୧୯ା୧୨: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ପାକିସ୍ତାନର ଜନ୍ମ ନିୟନ୍ତ୍ରଣ ସାମଗ୍ରୀ (କଣ୍ଡୋମ/ଗର୍ଭ ନିରୋଧକ) ଉପରେ ଲାଗୁ ହୋଇଥିବା ୧୮ ପ୍ରତିଶତ ସାଧାରଣ ବିକ୍ରୟ କର...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

IND vs SA 5th T20: ଆଜି ନିର୍ଣ୍ଣାୟକ ଲଢ଼େଇ, କେଉଁଠି କେମିତି ଦେଖିବେ ମ୍ୟାଚ ଜାଣନ୍ତୁ

ନୂଆଦିଲ୍ଲୀ,୧୯ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍ ସବୁଠାରୁ ରୋମାଞ୍ଚକର ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସିରିଜର...

ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି ହେବେ ଓଡ଼ିଶାର ସଙ୍ଗମ କୁମାର ସାହୁ

କଟକ,୧୯ା୧୨: ସୁପ୍ରିମକୋର୍ଟ କଲେଜିୟମ୍ ଓଡିଶା ହାଇକୋର୍ଟ ବିଚାରପତି ସଙ୍ଗମ କୁମାର ସାହୁଙ୍କୁ ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି ନିଯୁକ୍ତ ଦେବା ପାଇଁ ଗୁରୁବାର ସୁପାରିଶ କରିଛି। ମୁଖ୍ୟ...

ମହିଳାଙ୍କୁ ଯୌନ ଉତ୍ପୀଡନରୁ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

ଶେଷ ହେବ ‘ଇନ୍ସପେକ୍ଟର ରାଜ୍‌’ : ମୁଖ୍ୟ ଶାସନ ସଚିବ ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୯।୧୨ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ, ଯୋଜନା ଏବଂ କାର୍ଯ୍ୟକ୍ରମ ଅନେକ ସମୟରେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ ହୋଇପାରୁନାହିଁ।...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri