କରୋନାରେ ଆଖିବୁଜିଲେ ଆଉ ୧୫: ସୁନ୍ଦରଗଡ଼ରୁ ରହିଛନ୍ତି ସର୍ବାଧିକ ୩

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ରାଜ୍ୟରେ କରୋନାରେ ବୁଧବାର ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନୀତ ମୃତ୍ୟୁ ସଂଖ୍ୟା ୧୫୭୫ରେ ପହଞ୍ଚିଛି।
ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୩ଜଣ କରୋନାରେ ଆଖି ବୁଜିଥିବା ବେଳେ ଗଜପତି, ସୁବର୍ଣ୍ଣପୁର ଓ ସମ୍ବଲପୁରରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ, ମୟୂରଭଞ୍ଜ ଓ ଖୋର୍ଦ୍ଧା ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କୁ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ରୁ ପୁଣି ବର୍ଷା

ଭୁବନେଶ୍ୱର,୯।୧(ବ୍ୟୁରୋ): ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପରେ ଗୁରୁଚାପ ବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି...

ଭୋଟର ତାଲିକାରୁ ବାଦ୍‌ ୫୪

ଭଦ୍ରକ ଅଫିସ, ୨୫ ।୧ ଭଦ୍ରକ ଜିଲା ସଦର ବ୍ଲକ ଅଧୀନ କେଦାରପୁର ପଞ୍ଚାୟତର ୧ ନଂ. ୱାର୍ଡ ପରିବିନ୍ଧା ରସାଳପୁର ଗ୍ରାମର ୫୪ ଜଣଙ୍କ...

ଅବ୍ୟବସ୍ଥା, ଅସୁରକ୍ଷିତ

ଅନୁଗୋଳ ଅଫିସ, ୧୭ା୧୨:  ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇ ବିବାଦର ଶେଷ ହେଉନାହିଁ। ବିଭିନ୍ନ ଅବ୍ୟବସ୍ଥା ଲାଗିରହିଥିବାବେଳେ ଗୁରୁବାର ସକାଳେ ନିର୍ମାଣାଧୀନ ଆଇସିୟୁ ବିଲ୍ଡିଂ...

ବାଲେଶ୍ୱର ଏସ୍‌ପିଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର,୧ା୬(ବ୍ୟୁରୋ): ବାଲେଶ୍ୱର ଜିଲା ଔପଦା ବ୍ଲକ ସୋରିଷପାଳ ଗ୍ରାମର ଅନ୍ନପୂନ୍ନା ପାଢୀଙ୍କର ପରିବାର ନିୟୋଜନ ଅସ୍ତ୍ରୋପଚାର ପରେ ମୃତ୍ୟୁ ହୋଇଥିଲା। ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାରକୁ ପରିବାର ଲୋକେ...

ପୋଲିସ ସମ୍ମୁଖରେ ମାଡ଼ ଘଟଣା: ପଞ୍ଜାବୀ ଯୁବକ ପରବିନ୍ଦରଙ୍କ ନାମରେ ପାଲଟା ମାମଲା ରୁଜୁ

ଭୁବନେଶ୍ୱର,୬।୨(ବ୍ୟୁରୋ): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ପଞ୍ଜାବୀ ଯୁବକଙ୍କୁ ମାଡ଼ ଘଟଣାରେ ନୂଆ ମୋଡ଼ ଆସିଛି। ଗୁରୁବାର ପରବିନ୍ଦର ପାଲ୍‌ ସିଂଙ୍କ ବିରୋଧରେ ପାଲଟା ମାମଲା ରୁଜୁ...

ପ୍ରଦୀପ ମହାରଥୀ ଗୁରୁତର: ପରିବାର ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୧୦(ବ୍ୟୁରୋ)-ପୂର୍ବତନ ମନ୍ତ୍ରୀ ତଥା ପିପିଲିର ବିଜେଡି ନେତା ପ୍ରଦୀପ ମହାରଥୀଙ୍କ ସ୍ବାସ୍ଥ୍ୟ ଗୁରୁତର ହୋଇପଡିଛି। ସେ ଗତ କିଛିଦିନ ହେବ ସମ୍‌ ଅଲଟିମେଟ ମେଡିକେୟାରରେ ଚିକିିତ୍ସିତ...

ନୃତ୍ୟରେ ଡି.ଲିଟ୍‌. ପାଇଲେ ଶ୍ରୀନିବାସ ଘଟୁଆରୀ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଜଣାଶୁଣା ଓଡ଼ିଶୀ ନୃତ୍ୟଶିଳ୍ପୀ ତଥା ନୃତ୍ୟ ସଂଯୋଜକ ଡ. ଶ୍ରୀନିବାସ ଘଟୁଆରୀ ଆଉଏକ ସଫଳତା ହାସଲ କରିଛନ୍ତି। ସେ ୟୁନିଭର୍ସିଟି ଅଫ୍‌ ସେଣ୍ଟ୍ରାଲ ଆମେରିକାରୁ ନୃତ୍ୟରେ...

ଉତ୍କଳ ବିଶ୍ୱବିଦ୍ୟାଳୟ ଫାଟକରେ ତାଲା

ଭୁବନେଶ୍ୱର, ୧ା୬(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ପାଣି ସମସ୍ୟାକୁ ନେଇ ଅଶାନ୍ତି ଦେଖାଦେଇଛି। ଗୁରୁବାର ଛାତ୍ରମାନେ ମୁଖ୍ୟ ଫାଟକରେ ତାଲା ପକାଇଛନ୍ତି। ଗୁରୁବାର ଅପରାହ୍ନ ପ୍ରାୟ...

Advertisement
Archives

Model This Week