୧୫ ରାଉଣ୍ଡ ଗଣତି ଶେଷ: ଆସିଲା ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ପ୍ରତିକ୍ରିୟା, କହିଲେ ନୂଆପଡ଼ାବାସୀ…

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି ସକାଳ ୮ଟାରୁ ଜାରି ରହିଛି। ୧୫ ରାଉଣ୍ଡ ଗଣତି ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ବଡ଼ ବିଜୟ ପଥେ ଆଗେଇ ଚାଲିଛନ୍ତି। ୧୫ ରାଉଣ୍ଡ ସୁଦ୍ଧା ଜୟ ୭୩୭୪୫ ଭୋଟ ପାଇଛନ୍ତି। ତେବେ ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆଙ୍କଠାରୁ ୫୦୬୫୬ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି। ଏହି ରାଉଣ୍ଡ ସୁଦ୍ଧା ସ୍ନେହାଙ୍ଗିନୀ ୨୩୦୮୯ଖଣ୍ଡ ଭୋଟ ପାଇଛନ୍ତି। ସେହିପରି କଂଗ୍ରେସର ଘାସିରାମ ମାଝୀଙ୍କୁ ୨୨ହଜାର ୬୧୮ଖଣ୍ଡ ଭୋଟ ମିଳିଛି।

ଏହି ପରିପ୍ରେକ୍ଷୀରେ ଭାଜପା ପ୍ରାର୍ଥୀଢୋଲକିଆ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି। ମୁଁ ଆଗରୁ କହିଛି ଏବେ ବି କହୁଛି ଭାଜପା ୫୦ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ଜିତିବ। ଭାଜପା ଆଗେଇ ଚାଲିଛି। ଏହା ଡବଲ ଇଞ୍ଜିନ ସରକାର ଏବଂ ନୂଆପଡ଼ାବାସୀଙ୍କ ଜିତାପଟ୍‌ ବୋଲି ସେ ପ୍ରକାଶ କରିଛନ୍ତି।

Dharitri – disha’sNo.1 Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri