Posted inଜାତୀୟ

୫ ମାସରେ ୧୫ ସୁରକ୍ଷାକର୍ମୀ-୧୮ ନାଗରିକଙ୍କୁ ହତ୍ୟା, ରାହୁଲଙ୍କ ମୋଦିଙ୍କୁ ପ୍ରଶ୍ନ…

ନୂଆଦିଲ୍ଲୀ, ୧।୬ : ଜମ୍ମୁ-କଶ୍ମୀରରେ ଲଗାତାର ଟାର୍ଗେଟ୍‌ କିଲିଂ ବୃଦ୍ଧି ପାଉଛି। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ କରିଛନ୍ତି। ରାହୁଲ ପ୍ରଶ୍ନ କରିଛନ୍ତି ଯେ, ଜମ୍ମୁ-କଶ୍ମୀରରେ ଗତ ୫ ମାସରେ ୧୫ ସୁରକ୍ଷାକର୍ମୀ ଏବଂ ୧୮ ନାଗରିକଙ୍କୁ ହତ୍ୟା କରାଯାଇଛି। ପ୍ରଧାନମନ୍ତ୍ରୀ ଏହାର ଜବାବ ଦିଅନ୍ତୁ। ଭାଜପା କ୍ଷମତାର ୮ ବର୍ଷ ପୂର୍ତ୍ତି ଉତ୍ସବ ପାଳନରେ ବ୍ୟସ୍ତ। ଏଥିପ୍ରତି ସରକାରଙ୍କ ଦୃଷ୍ଟି ନାହିଁ।

ଏହା କୌଣସି ଫିଲ୍ମ ନୁହେଁ ସତ୍ୟ କଥା ବୋଲି ରାହୁଲ ମୋଦିଙ୍କ ଉଦ୍ଦେଶ୍ୟରେ କହିଛନ୍ତି। ଜମ୍ମୁ-କଶ୍ମୀରରେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?