ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଭାଲିଆଡିହାସ୍ଥିତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ।

ସୂଚନା ଅନୁଯାୟୀ, ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ବେଳେ ମୋଟ ୧୨୦ଜଣ ଛାତ୍ରୀ ହଷ୍ଟେଲ ରହି ପାଠ ପଢୁଛନ୍ତି । ତେବେ ହଷ୍ଟେଲରେ ଛାତ୍ରୀ ମାନଙ୍କୁ ସକାଳେ ବିସ୍କୁଟ ଖାଇବାକୁ ଦିଆଯାଇଥିବା ବେଳେ ପୂର୍ବାହ୍ନ ୯ଟାରେ ଭାତ,ତରକାରୀ ଖାଇବାକୁ ଦିଆଯାଇଥିଲା। ଖାଇ ସାରିବାର କିଛି ସମୟରେ ହଷ୍ଟେଲର ପନ୍ଦର ଜଣ ଛାତ୍ରୀ ଅସୁସ୍ଥ ହୋଇ ପଡ଼ିଥିଲେ । ହଷ୍ଟେଲ ଓ଼ ବିଦ୍ୟାଳୟ କର୍ତ୍ତୃପକ୍ଷ ଛାତ୍ରୀମାନଙ୍କୁ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ଛାତ୍ରୀମାନଙ୍କୁ ସାଲାଇନ ଦେବା ସହିତ ଚିକିତ୍ସା ଜାରି ରହିଛି ଏବଂ ଦୂଷିତ ଖାଦ୍ୟ ଖାଇ ଫୁଡ ପଏଜନ ହୋଇଛି ବୋଲି କହିଛନ୍ତି ଡାକ୍ତର ଚନ୍ଦ୍ରମୋହନ ସିଂ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ୱିତ ହେଲେ ଝାରବନ୍ଧ ଥାନା IIC

ବରଗଡ଼,୧୪।୫(ପ୍ରେମାନନ୍ଦ ଖମାରୀ): ପୋଲିସ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରଗଡ଼ ଜିଲା ଝାରବନ୍ଧ ଥାନା IIC ସୁକ୍ରା ମାଢ଼ୀଙ୍କୁ କାର୍ଯ୍ୟରୁ ନିଲମ୍ୱିତ…

ଦିଲ୍ଲୀ ଯିବ ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍‌

ଜୟପୁର,୧୪ା୫(ପବନ ପାଣିଗ୍ରାହୀ): ଛତିଶଗଡ଼ର ଜଗଦଲପୁରଠାରୁ ଦିଲ୍ଲୀକୁ ୨୧ ତାରିଖରେ ସ୍ୱତନ୍ତ୍ର ଗ୍ରୀଷ୍ମକାଳୀନ ଏକ୍ସପ୍ରେସ ଟ୍ରେନ ଚଳାଚଳ କରିବାକୁ ରେଳ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। ଏହି ଟ୍ରେନ…

ବରଗଛ ଭାଙ୍ଗି ରାସ୍ତା ଅବରୋଧ

କୋରାପୁଟ,୧୪ା୫(ଅମିତାଭ ବେହେରା): କୋରାପୁଟ ସହରର ୨୬ନଂ.ଜାତୀୟ ରାଜପଥ ପାର୍ଶ୍ୱ ତଥ କଳାନିକେତନ ଛକ ନିକଟରେ ଏକ ପୁରୁଣା ବରଗଛ ଭାଙ୍ଗି ପଡ଼ିବାରୁ ରାସ୍ତା ଅବରୋଧ ହୋଇଥିଲା। ହେଲେ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ଭିଜିଲାନ୍ସ ଜାଲାରେ କନିଷ୍ଠଯନ୍ତ୍ରୀ

ଭଦ୍ରକ,୧୪ା୫(ସନାତନ ରାଉତ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଇଞ୍ଜିନିୟର ବିଜୟ କୁମାର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଗୁରୁବାର ଆରଡିଛକସ୍ଥିତ ୩ ମହଲା ଘର…

ଶହିଦ ମାଧୋ ସିଂଙ୍କ ଉପରେ ଭୁଲତଥ୍ୟ ପ୍ରସଙ୍ଗ: ଏହି ବିଷୟକୁ ଗୁରୁତର ସହ ନେଇ ଏମିତି ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର

ବରଗଡ଼,୧୪।୫(ପ୍ରେମାନନ୍ଦ ଖମାରୀ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ପ୍ରକାଶିତ ସପ୍ତମ ଶ୍ରେଣୀର ଓଡ଼ିଆ ପାଠ୍ୟପୁସ୍ତକ ସାହିତ୍ୟ ସୁମନରେ ଶହିଦ ମାଧୋ ସିଂଙ୍କ ଜୀବନୀ ଆଧାରିତ ପାଠରେ…

ମୁମ୍ୱାଇ ଇଣ୍ଡିଆନ୍ସ ଆଗରେ ୨୦୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ଧର୍ମଶାଳା,୧୪ା୫: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ ଓ ପଞ୍ଜାବ କିଙ୍ଗ୍ସ ପରସ୍ପରକୁ ଭେଟିଛନ୍ତି। ଶାର୍ଦ୍ଦୁଳ ଠାକୁରଙ୍କ ୪ ଉଇକେଟ ସଫଳତା ସତ୍ତ୍ୱେ ପଞ୍ଜାବ…

ସପ୍ତମ ଶ୍ରେଣୀ ପାଠ୍ୟପୁସ୍ତକରେ ଶହିଦ ମାଧୋ ସିଂଙ୍କ ଭୁଲ ଇତିହାସ ସ୍ଥାନିତ: ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କଲେ…

ବଲାଙ୍ଗୀର,୧୪।୫ (ସୁନିଲ କୁମାର ମହାନ୍ତି): କୋସଲାଞ୍ଚଳର ମହାନ ସ୍ବାଧୀନତା ସଂଗ୍ରାମୀ ଶହିଦ ମାଧୋ ସିଂଙ୍କ ଜୀବନୀ ବିଷୟରେ ସ୍କୁଲ ପାଠ୍ୟ ପୁସ୍ତକରେ ଭୁଲ ତଥ୍ୟ ଦିଆଯାଇଥିବା ପ୍ରତିବାଦରେ…

ବୃଦ୍ଧଙ୍କ ମୃତଦେହ ପୋଖରୀରୁ ହେଲା ଉଦ୍ଧାର: ଗାଧୋଇବା ପାଇଁ ଯାଇ ହୋଇଯାଇଥିଲେ ନିଖୋଜ

ଦିଗପହଣ୍ଡି,୧୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମ ପୋଖରୀରେ ବୁଡ଼ିଯାଇ ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି । ମୃତକ ଜଣକ ହେଲେ ଗୌତମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri