Posted inଜାତୀୟ

ଟ୍ୱିନ ଟାୱାର ଭଙ୍ଗାଯିବା ଘଟଣା: ୩୦ ଦିନରେ ହଟିବ ୧୫ ହଜାର ଟନ ବର୍ଜ୍ୟ, ବେସମେଣ୍ଟରେ ଲାଗିଯିବ ୫୦ ହଜାର ଟନ

ନୋଏଡା,୩୦ ।୮: ଉତ୍ତର ପ୍ରଦେଶ ନୋଏଡ଼ାର ଟ୍ୱିନ ଟାୱାର ଭଙ୍ଗାଯିବା ପରେ ଏବେ ଏହାର ବର୍ଜ୍ୟ ବସ୍ତୁକୁ ଉଠାଇବା ପ୍ରକ୍ରିୟା ଗୋଟିଏ ସପ୍ତାହ ମଧ୍ୟରେ ଆରମ୍ଭ ହୋଇଯିବ । ଏହା ପୂର୍ବରୁ ସେଠାରେ ମରାମତି ଓ ସଫାସୁତୁରା କାମକୁ ଆଗେଇ ନିଆଯାଇଛି । ଟାୱାରରୁ ବାହାରିଥିବା ପ୍ରାୟ ୮୦ ହଜାର ଟନ ଭଗ୍ନାବଶେଷ ମଧ୍ୟରୁ ୫୦ ହଜାର ଟନ ବେସମେଣ୍ଟରେ ଭରି ଦିଆଯିବ । ବାକି ୩୦ ହଜାର ଟନ ଭଗ୍ନାବଶେଷର ଅଧା ଗୋଟିଏ ମାସ ମଧ୍ୟରେ କଢାଯିବ ।

ପଦୂଷଣ ଉପରେ ଲାଗୁ ହୋଇଥିବା ଗ୍ରେଡେଡ ରେସ୍ପନ୍ସ ଆକ୍ସନ ପ୍ଲାନ(ଗ୍ରେପ) ଅନୁଯାୟୀ, ୧ ଅକ୍ଟୋବର ଭିତରେ ଯେତେ ସମ୍ଭବ ଭଗ୍ନାବଶେଷକୁ ଉଠାଇ ସେକ୍ଟର-୮୦ର କନଷ୍ଟ୍ରକଶନ ଆଣ୍ଡ ଡିମୋଲିଶନ(ସିଆଣ୍ଡଡି)ୱେଷ୍ଟ ମ୍ୟାନେଜମେଣ୍ଟ ପ୍ଲାଣ୍ଟରେ ରିସାଇକ୍ଲିଂ ପାଇଁ ପଠାଇ ଦିଆଯିବ । ଭଗ୍ନାବଶେଷକୁ ହଟାଇବା ପାଇଁ ୯୦ ଦିନ ସମୟ ନିର୍ଦ୍ଧାରଣ କରାଯାଇଛି । ଏହାକୁ ହଟାଇବାକୁ କଂକ୍ରିଟ ଓ ସିମେଣ୍ଟର ବଡ ବଡ ଖଣ୍ଡକୁ ଡ୍ରିଲ ମେଶିନ ଦ୍ୱାରା ଭଙ୍ଗାଯିବ । ଏହା ପରେ ଡମ୍ପରରେ ଭର୍ତ୍ତି କରାଯାଇ ସିଆଣ୍ଡଡି ପ୍ଲାଣ୍ଟକୁ ପଠାଇ ଦିଆଯିବ । ଏହି ପ୍ରକ୍ରିୟା ଆରମ୍ଭ କରିବାକୁ ଗୋଟିଏ ସପ୍ତାହ ଲାଗିବ । ପ୍ରାୟ ୧ ହଜାର ଡମ୍ପର ଜରିଆରେ ଭଗ୍ନାବଶେଷକୁ ସିଆଣ୍ଡଡି ପ୍ଲାଣ୍ଟକୁ ପଠାଇ ଦିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri