ରାସ୍ତାରୁ ହଟିବ ୧୫ ବର୍ଷିଆ ଗାଡ଼ି

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ସହରାଞ୍ଚଳରୁ ବାୟୁ ପ୍ରଦୂଷଣ ମାତ୍ରା କମାଇବାକୁ ରାଜ୍ୟ ସରକାର ୧୫ ବର୍ଷିଆ ସମସ୍ତ ଯାନକୁ ରାସ୍ତାରୁ ହଟାଇବାକୁ ଯୋଜନା କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର ପଞ୍ଜୀକୃତ ଯାନ ସ୍କ୍ରାପିଂ ସୁବିଧା ନୀତି-୨୦୨୨(ରେଜିଷ୍ଟର୍ଡ ଭେହିକିଲ୍‌ ସ୍କ୍ରାପିଂ ଫାସିଲିଟି ପଲିସି-୨୦୨୨) ଆଣିଛନ୍ତି। ଏହି ନୀତିକୁ ରାଜ୍ୟ କ୍ୟାବିନେଟରେ ଅନୁମୋଦନ କରାଯାଇଛି। ସ୍କ୍ରାପିଂ କରିଥିବା ଗାଡ଼ି ମାଲିକଙ୍କୁ ନୂଆ ଗାଡ଼ି କିଣିବାକୁ ପ୍ରୋତ୍ସାହନ ଦିଆଯିବ। ଯାନଜନିତ ବାୟୁ ପ୍ରଦୂଷଣ ହ୍ରାସ କରିବାରେ ଏହି ନୀତି ପ୍ରମୁଖ ଭୂମିକା ଗ୍ରହଣ କରିବ। ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟର ୫୨ତମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୧୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ବିଧାନସଭା ଚାଲିଥିବାରୁ ସରକାରଙ୍କ ପକ୍ଷରୁ କ୍ୟାବିନେଟ ବୈଠକ ପରେ କୌଣସି ସୂଚନା ଦିଆଯାଇ ନ ଥିଲା। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ବୁଧବାର ବିଧାନସଭାରେ କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ଗୃହକୁ ଅବଗତ କରାଇଥିଲେ। ମନ୍ତ୍ରୀ କହିଥିଲେ, ସମୁଦାୟ ୧୨ଟି ବିଭାଗର ୧୭ଟି ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri