ଭୁବନେଶ୍ୱର,୩୦।୫: ଦେଶର ପ୍ରମୁଖ ଆର୍ଥତ୍କ ସେବା ପ୍ରକାନକାରୀ ଡିଜିଟାଲ ପ୍ଲାଟଫର୍ମ ଫୋନ୍ପେ ନିକଟରେ ଦୁଇ ଦୁଇଟି ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଥିବା ଜଣାପଡିଛି। ବିଶେଷକରି ୟୁନିଫାଏଡ ପେମେଣ୍ଟ ଇଣ୍ଟରଫେସ ସହ ଦୁଇ ଲକ୍ଷ ରୂପେ କ୍ରେଡିଟ କାର୍ଡକୁ ସଫଳତାର ସହ ସଂଯୋଗ କରିବାରେ ଫୋନ୍ପେ ପ୍ରଥମ ଡିଜିଟାଲ ପେମେଣ୍ଟ ଆପ୍ରେ ପରିଣତ ହୋଇଛି ା ସେହିଭଳି ଫୋନ୍ପେ ୟୁପିଆଇ ଜରିଆରେ ରୁପେ କ୍ରେଡିଟ ମାଧ୍ୟମରେ ୧୫୦ କୋଟି ଟଙ୍କାର ମୋଟ୍ ପେମେଣ୍ଟ ମୂଲ୍ୟ (ଟିପିଭି) ମଧ୍ୟ ପ୍ରକ୍ରିୟାକରଣ କରିଛି ା ଏପରିକି ଏନପିସିଆଇ ସହଭାଗିତାରେ ଫୋନ୍ପେ ୟୁପିଆଇରେ ରୁପେ କ୍ରେଡିଟ ପାଇଁ ବ୍ୟାପକ ଶ୍ରେଣୀର ସମାଧାନ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
ଏ ସମ୍ପର୍କରେ ଫୋନ୍ପେର ଉପାଧ୍ୟକ୍ଷ (ଉପଭୋକ୍ତା ପ୍ଲାଟଫର୍ମ ଏବଂ ପେମେଣ୍ଟ୍ସ) ସୋନିକା ଚନ୍ଦ୍ରା କହିଛନ୍ତି, ଆମେ ନ୍ୟାଶନାଲ ପେମେଣ୍ଟ କର୍ପୋରେଶନ ଅଫ ଇଣ୍ଡିଆ (ଏନପିସିଆଇ) ସହିତ ସହଭାଗିତା କରି ଏକ ବିରଳ ରେକର୍ଡର ଅଧିକାରୀ ହୋଇପାରିଛୁ। ଏପରିକି ୟୁପିଆଇ ଜରିଆରେ ୨ଲକ୍ଷ ରୁପେ କ୍ରେଡିଟ କାର୍ଡ ସଂଯୋଗ କରିବାରେ ପ୍ରଥମ ପେମେଣ୍ଟ ଆପ୍ ହୋଇଥିବାରୁ ବେଶ ଉତ୍ସାହୀ ମଧ୍ୟ ଅଛୁ। ସେହିଭଳି ଆମର ବିଶ୍ୱାସ ରହିଛି ଯେ ୟୁପିଆଇ ଜରିଆରେ ରୁପେ କାର୍ଡ ଏହି ଇକୋସିଷ୍ଟମରେ କ୍ରେଡିଟର ଉପଲବ୍ଧତା ଏବଂ ବ୍ୟବହାରରେ ପରିବର୍ତ୍ତନ ଆଣିବ। ଏପରିକି ଆମେ ବ୍ୟାପକ ସମାଧାନ ପ୍ରଦାନ କରିବା ପାଇଁ ପ୍ରତିବଦ୍ଧ ମଧ୍ୟ ରହିଛୁ, ଯାହା ଆମର ଗ୍ରାହକ ଏବଂ ବ୍ୟବସାୟୀମାନଙ୍କର ପରିବର୍ତ୍ତିତ ଆବଶ୍ୟକତାଗୁଡ଼ିକୁ ପୂରଣ କରିବ।
ନିଜର ଚମତ୍କାରୀ ବ୍ୟାଟ୍କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍…
ନୂଆଦିଲ୍ଲୀ,୯।୪: ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…
୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…
ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…
ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ
ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…
ଅପେକ୍ଷାର ଅନ୍ତ! ରୟାଲ ଏନ୍ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍ ବାଇକ୍, ଜବରଦସ୍ତ ଫିଚର ସହ ମୂଲ୍ୟ…
ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…
ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!
ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…
ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍
କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…
କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…
ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…
‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ
ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…
Archives

