Posted inଜାତୀୟ

ବିଷାକ୍ତ ଖାଦ୍ୟ ଖାଇ ହସ୍ପିଟାଲରେ ଆଇଫୋନ ନିର୍ମାତା କମ୍ପାନୀର ୧୫୦ କର୍ମଚାରୀ

ଚେନ୍ନାଇ,୧୯।୧୨: ଆପଲ ପାଇଁ ଆଇଫୋନ ନିର୍ମାଣ କରୁଥିବା ଫକ୍ସକନ ଇଣ୍ଡିଆ ୟୁନିଟ୍‌ରେ ବିଷାକ୍ତ ଖାଦ୍ୟ ଖାଇ ୧୫୦ କର୍ମଚାରୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏହି ଘଟଣା ବିରୋଧରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି କର୍ମଚାରୀ ଓ ସେମାନଙ୍କ ପରିବାର ବର୍ଗ। ସେମାନେ ରାଜରାସ୍ତା ଅବରୋଧ କରିବାରୁ ଶତାଧିକଙ୍କୁ ଗିରଫ କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।

ଏହି ଘଟଣା ଫକ୍ସକନର ଡରମିଟୋରିଜରେ ଘଟିଛି, ଯେଉଁଠାରେ କମ୍ପାନୀର ପ୍ରଡକଶନ ୟୁନିଟରେ କାର୍ଯ୍ୟ କରୁଥିବା କର୍ମଚାରୀ ରୁହନ୍ତି। ଏହା ବିରୋଧରେ କମ୍ପାନୀର ଅନ୍ୟ କର୍ମଚାରୀ ଓ ସେମାନଙ୍କ ପରିବାର ସମ୍ପର୍କୀୟମାନେ ଚେନ୍ନାଇ-ବେଙ୍ଗାଲୁରୁ ହାଇଓ୍ବେକୁ କିଛି ଘଣ୍ଟା ପାଇଁ ବନ୍ଦ ରଖିଥିଲେ। ରାଜରାସ୍ତା ବ୍ଲକ କରିବାରୁ ପ୍ରାୟ ୭୦ ମହିଳା ଓ ୨୨ ପୁରୁଷଙ୍କୁ ଅଟକ ରଖାଯାଇଛି ବୋଲି ପୋଲିସ ଅଧିକାରୀ କହିଛନ୍ତି। ଏ ସମ୍ପର୍କରେ ଫକ୍ସକନ କମ୍ପାନୀ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟିକରଣ ଦିଆଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରୁ ଫେରୁଥିବାବେଳେ ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ: ଥାନାର ଦ୍ୱାରସ୍ଥ ହେଲେ ପରିବାର ଲୋକେ

ଲାଞ୍ଜିଗଡ,୧୩।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ଲାଞ୍ଜିଗଡ ବ୍ଲକ ବେନଗାଁ ପଞ୍ଚାୟତ ଅନର୍ଗତ…

ପ୍ରଭାତଙ୍କୁ ବିଶ୍ୱାସଘାତକ କହିଲେ ନବୀନ, ଜବାବରେ ପ୍ରଭାତ ବିଶ୍ବାଳ କହିଲେ ଏମିତି…ରାଜନୀତିରେ ଚହଳ

ଭୁବନେଶ୍ୱର, ୧୩।୭: ପ୍ରଭାତ ବିଶ୍ୱାଳଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ। ପ୍ରଭାତଙ୍କୁ ବିଶ୍ୱାସଘାତକ କହି ଟାର୍ଗେଟ୍‌ କରିଛନ୍ତି। ଚୌଦ୍ବାର ବିଜେଡି କର୍ମୀଙ୍କୁ ସମ୍ବୋଧନ ବେଳେ ଏପରି କହିଛନ୍ତି…

ଶୃଙ୍ଖଳିତ ରଥ ଯାତ୍ରା ପରିଚାଳନା ପାଇଁ ପ୍ରସ୍ତୁତି ବୈଠକ: ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଦିଗପହଣ୍ଡି, ୧୩।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ଅପରାହ୍ନରେ ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…

ଦୁର୍ଘଟଣାରେ ଆହାତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ: ଥାନାରେ ପହଞ୍ଚି ଝିଅ ଦେଲେ ଏତଲା

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁୁବୁଡ଼ି ଗ୍ରାମର ଲବ ନାଇକ(୬୬) ଗତ ୭ ତାରିଖ ଅପରାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହାତ…

ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିଲେ, ହଠାତ୍‌ ମା’ ଆସିଯିବାରୁ…

ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ…

ରଥଯାତ୍ରା ପାଇଁ ପ୍ରଶାସନ ସଜାଗ, ଏହି ସବୁ ଦିଗରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଲେ ତହସିଲଦାର

ପୁରୁଷୋତ୍ତମପୁର,୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପ୍ରଶାସନ ପକ୍ଷରୁ ରଥଯାତ୍ରାର ସୁପରିଚାଳନାକୁ ନେଇ ଏକ ପ୍ରସ୍ତୁତି ବୈଠକ ସୋମବାର ତହସିଲଦାର ବିନୋଦ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ…

ଆପାର୍ଟମେଣ୍ଟ ତଳୁ ମିଳିଲା ମୃତଦେହ

ଭୁବନେଶ୍ୱର,୧୩।୭: ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri