Posted inଜାତୀୟ

ଆମେରିକା ସେନାଙ୍କ ସହାୟତାରେ ଦୋହା ଯାଇଥିବା ୧୫୦ ଭାରତୀୟ ଫେରିବେ ସ୍ୱଦେଶ

ନୂଆଦିଲ୍ଲୀ,୧୯ ।୮: ଆଫଗାନିସ୍ତାନରୁ ଭାରତୀୟ ନାଗରିକଙ୍କୁ ବାହାରକୁ ଆଣିବା କାମ ପୁଣିଥରେ ଆରମ୍ଭ ହୋଇଛି । ଆମେରିକା ସେନା ଆଫଗାନିସ୍ତାନରୁ ପ୍ରାୟ ୧୫୦ ଭାରତୀୟଙ୍କୁ କତାର ଏୟାରୱେଜରେ ଦୋହା ପଠାଇ ଦେଇଥିଲେ । ଏବେ ଦୋହାରୁ ଏମାନେ ଦିଲ୍ଲୀ ଫେରିବେ ବୋଲି ସୂଚନା ମିଳିଛି । ଭଲ ଖବର ହେଲା କମର୍ସିଆଲ ଫ୍ଲାଇଟର ମୁଭମେଣ୍ଟ ଆରମ୍ଭ ହୋଇ ନ ଥିବାରୁ ଆମେରିକା ସେନାଙ୍କ ସହଯୋଗ ମିଳି ପାରିଲା । ସୁରକ୍ଷା କାରଣରୁ ଆଉ କିଛି ଖବର ଏପର୍ଯ୍ୟନ୍ତ ମିଳିପାରିନାହିଁ । ସୂଚନାଯୋଗ୍ୟ, ଏହା ପୂର୍ବରୁ ଆଫଗାନିସ୍ତାନର ରାଜଧାନୀ କାବୁଲରୁ ଭାରତୀ ବାୟୁସେନା ଏକ ବିମାନ ଯୋଗେ ୧୫୦ ଭାରତୀୟଙ୍କୁ ନେଇ ଫେରିଥିଲା । ବାୟୁସେନାର ସି-୧୭ ବିମାନ କାବୁଲରୁ ସିଧା ଗୁଜରରାଟର ଜାମନଗର ପହଞ୍ଚିଥିଲା । ପରେ ସେଠାରୁ ନାଗରିକଙ୍କୁ ଗାଜିଆବାଦ ନିଆଯାଇଥିଲ।।


Enter your email to get our daily news in your inbox.

All Right Reserved By Dharitri.Com

ସୌଜନ୍ୟତା ଭୁଲିଗଲେ ଜିଲାପାଳ: ପୂର୍ବତନ ଏମ୍‌ପିଙ୍କୁ ଚୌକି ଦେଲେନାହିଁ, ଠିଆ ହୋଇ କହିଲେ

ବଲାଙ୍ଗୀର/ଲୋଇସିଂହା,୨୭ା୫(ବୀରେନ୍ଦ୍ର କୁମାର ଝାଙ୍କର/ ସୁଶାନ୍ତ ବାରିକ):ପୂର୍ବତନ ଏମପି ତଥା ବର୍ଷୀୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ କରାଯାଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର…

ପୁଣି ବଢିଲା ଲୋକଙ୍କ ଚିନ୍ତା: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ…

ନୂଆଦିଲ୍ଲୀ, ୨୭।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର କ୍ରମାଗତ ବୃଦ୍ଧି ପାଉଥିବା ମୂଲ୍ୟ ସାଧାରଣ ଲୋକଙ୍କ ଚିନ୍ତାକୁ ବୃଦ୍ଧି କରିଛି। ଗତ ଦୁଇ ସପ୍ତାହ ମଧ୍ୟରେ…

୫ ସୁଦ୍ଧା ଦିଲ୍ଲୀ ଜିମ୍‌ଖାନା ପରିସର ଦଖଲକୁ ନିଆଯିବ ନାହିଁ

ନୂଆଦିଲ୍ଲୀ,୨୭ା୫: ଔପନିବେଶୀୟ ଯୁଗରୁ ରହିଆସିଥିବା ଦିଲ୍ଲୀ ଜିମ୍‌ଖାନା ପରିସରକୁ କେନ୍ଦ୍ର ସରକାର ଜୁନ୍‌ ୫ ସୁଦ୍ଧା ବଳପୂର୍ବକ ଦଖଲକୁ ନେବେ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟଙ୍କୁ…

ପରାଜୟ ପରେ ମମତାଙ୍କୁଠୁ ଦୂରୋଉଛନ୍ତି କର୍ମୀ, ଇସ୍ତଫା ଦେଲେ ୧୦୦ କାଉନସିଲର

କୋଲକାତା,୨୭ା୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପରାଜୟ ପରେ ନେତା ଓ କର୍ମୀମାନେ ଦଳରୁ ଦୂରେଇବା ଆରମ୍ଭ କରିଛନ୍ତି। ଏମ୍‌ପି କାକୋଲି…

OAS ପରୀକ୍ଷାରେ କମାଲ୍‌ କଲେ ଦେବଗଡର ପିୟୁଷ: ଦ୍ୱିତୀୟ ପ୍ରଚେଷ୍ଟାରେ ହାସଲ କଲେ ସଫଳତା

ଦେବଗଡ଼, ୨୭।୫(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓସିଏସ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଦେବଗଡ ସହରର ପିୟୁଷ ସାହୁ ୪୦…

ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ହାଟଡିହୀ/ଛେନାପଦୀ,୨୭l୫(ଶୁଭକାନ୍ତ ନାୟକ/ନିରାକାର ପରିଡା): ଗତ ମାର୍ଚ୍ଚ ମାସ ୩୦ ତାରିଖ ବିଳମ୍ବିତ ରାତିରେ କେନ୍ଦୁଝର ଜିଲା ନନ୍ଦିପଦା ଥାନାର ଜଣେ କାର୍ଯ୍ୟରତ ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ ଅଭିଯୋଗରେ…

କନ୍ୟା ଆସିଲେନି, ଫେରିଲେ ୪୨ ବର, ପୂରା ଘଟଣା ଜାଣିଲେ…

ଭୋପାଳ,୨୭ା୫: ବିବାହର ସ୍ବପ୍ନ ଦେଖାଇ ୪୨ଜଣ ଯୁବକଙ୍କଠାରୁ ଟଙ୍କା ଆଦାୟ କଲେ। ଏପରି କି ବିବାହ ପାଇଁ ଦିନ ଏବଂ ସ୍ଥାନ ଧାର୍ଯ୍ୟ କରି ଡକାଇଲେ। ସେହି…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri