୧୫୦ ଛାତ୍ରୀଛାତ୍ରଙ୍କୁ ଅପହରଣ

ଆବୁଜା, ୧ା୬: କେତେଜଣ ବନ୍ଧୁକଧାରୀ ରବିବାର ନାଇଜେରିଆର ନାଇଜର୍‌ ପ୍ରଦେଶରେ ଥିବା ଏକ ଇସ୍‌ଲାମିକ୍‌ ସ୍କୁଲରୁ ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ଅପହରଣ କରିନେଇଛନ୍ତି। ଏ ନେଇ ନାଇଜର ରାଜ୍ୟ ସରକାରଙ୍କ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଉତ୍ତର-ପଶ୍ଚିମ ନାଇଜେରିଆର ଏକ ୟୁନିଭର୍ସିଟିରୁ ଅପହୃତ ହୋଇଥିବା ୧୪ ଛାତ୍ରୀଛାତ୍ରଙ୍କୁ ୪୦ ଦିନ ଧରି ବନ୍ଦୀ ରଖି ମୁକ୍ତ କରିବା ପରେ ଏହି ଘଟଣା ଘଟିଛି। ଅପହରଣକାରୀମାନେ ଅପରାହ୍ନ ପ୍ରାୟ ୩ଟାରେ ମୋଟରସାଇକେଲରେ ଆସି ତେଗିନା ସହରରେ ଗୁଳି ଚଳାଇଥିଲେ। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଆହତ ହୋଇଥିବା ସେଠାକାର ପ୍ରଶାସନ ପକ୍ଷରୁ କୁହାଯାଇଛି। ସେମାନେ ସାଲିହୁ ତାନ୍‌କୋ ଇସ୍‌ଲାମିକ୍‌ ସ୍କୁଲର ଛାତ୍ରୀଛାତ୍ରଙ୍କୁ ଅପହରଣ କରିବା ବେଳେ ଚାଲି ପାରୁ ନ ଥିବା ଛୋଟ ପିଲାଙ୍କୁ ଛାଡ଼ି ଦେଇଥିଲେ। ଉକ୍ତ ସ୍କୁଲରେ ପ୍ରାୟ ୩ ଶହ ଛାତ୍ରୀଛାତ୍ର ଥିଲେ।
ନାଇଜେରିଆରେ ବନ୍ଧୁକଧାରୀଙ୍କ ଆତଙ୍କ ଜାରି ରହିଛି। ଏହି ଘଟଣାକୁ ବାଦ୍‌ ଦେଲେ ୨୦୨୦ ଡିସେମ୍ବର ପରଠାରୁ ଏ ପର୍ଯ୍ୟନ୍ତ ପ୍ରାୟ ୭୩୦ ଛାତ୍ରୀଛାତ୍ରଙ୍କୁ ଅପହରଣ କରାଯାଇଛି। ମୁଖ୍ୟତଃ ଅର୍ଥ ସଂଗ୍ରହ ଉଦ୍ଦେଶ୍ୟରେ ସେମାନେ ଅପହରଣକୁ ମାଧ୍ୟମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ତିନି ରଥରେ ଦର୍ଶନ ଦଲେ ଶ୍ରୀଜୀଉ

କର୍ଲାମୁଣ୍ଡା,୧୬ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ବିଭିନ୍ନ ସ୍ଥାନରେ ଗୁରୁବାର ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କର୍ଲାମୁଣ୍ଡା ବସ୍ତିଠାରେ ଭକ୍ତଙ୍କ ସମାଗମରେ ମହାପ୍ରଭୁ…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri