ପ୍ରଥମ ଦିନରେ ଶାନ୍ତିସ୍ତୂପ ବୁଲିଲେ ୧୫୦୦ପର୍ଯ୍ୟଟକ

ପୁରୁଣା ଭୁବନେଶ୍ୱର,୧୮ା୧୦: (ଡି.ଏନ୍‌.ଏ.)କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୭ମାସ ହେଲା ବନ୍ଦ ଥିବା ଶାନ୍ତିସ୍ତୂପ ଧଉଳି ଶୁକ୍ରବାରଠାରୁ ଖୋଲାଯାଇଛି। ପ୍ରଥମ ଦିନରେ ପ୍ରାୟ ୩୦୦ ପର୍ଯ୍ୟଟକ ଧଉଳି ବୁଲିଥିବା ବେଳେ, ଶନିବାର ୬୦୦ ଏବଂ ରବିବାର ମଧ୍ୟ ୬୦୦ ପର୍ଯ୍ୟଟକ ଧଉଳି ବୁଲିଥିବା ଧଉଳି ଉନ୍ନୟନ କମିଟି ପକ୍ଷରୁ ଜଣାପଡ଼ଛି। ଏମାନଙ୍କ ମଧ୍ୟରେ ଓଡ଼ିଶା ଏବଂ ପଶ୍ଚିମବଙ୍ଗର ପର୍ଯ୍ୟଟକ ରହିଛନ୍ତି। ଗେଟ ନିକଟରେ ଥର୍ମାଲ ସ୍କ୍ରିନିଂ ଓ ସାନିଟାଇଜର ବ୍ୟବସ୍ଥା କରାଯାଇଛି। ସୂଚନାଥାଉକି, ଗତ ମାର୍ଚ୍ଚ ୧୫ ତାରିଖରୁ ସର୍ବସାଧାରଣଙ୍କ ନିମନ୍ତେ ଶାନ୍ତିସ୍ତୂପ ଧଉଳି ବନ୍ଦ କରାଯାଇଥିଲା। ସରକାରଙ୍କ କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ ପର୍ଯ୍ୟଟନ କ୍ଷେତ୍ର ଧଉଳିକୁ ସର୍ବସାଧାରଣ ତଥା ପର୍ଯ୍ୟଟକଙ୍କ ନିମନ୍ତେ ଗତ ୧୬ତାରିଖରୁ ଖୋଲାଯିବା ନେଇ ନିଷ୍ପତ୍ତି ନିଆଯାଇଥିବା ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିିଗ୍ରାହୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ଉତ୍ଥାନ: ବିଜେଡିକୁ ଚ୍ୟାଲେଞ୍ଜ

ଯାଜପୁର ଅଫିସ,୨୯ା୧: ଯାଜପୁର ଜିଲା ବିଜେଡି ଗଡ଼ରେ ଭାଜପାର ଉତ୍‌ଥାନକୁ ନେଇ ରାଜନୈତିକ ମହଲରେ ମିଶ୍ର ପ୍ରତିକ୍ରିୟା ପ୍ରକାଶ ପାଇବାରେ ଲାଗିଲାଣି। ରାଜ୍ୟରେ ବିଜେଡି ସରକାରଙ୍କ...

୩ ଜିଲାକୁ ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର, ୨୭।୩(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ (ହିଟ୍‌ ଓ୍ବେଭ୍‌) ଲାଗି ରହିବ। ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲାରେ ଅଧିକ...

ରାଜଧାନୀର ପଟିଆ, ଖଣ୍ଡଗିରିରେ କରୋନା ବେଲଗାମ୍‌: ଲଗାତାର ବଢ଼ୁଛି ସଂକ୍ରମିତଙ୍କ ସଂଖ୍ୟା, ଆଜି ଚିହ୍ନଟ ହେଲେ…

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ରେକର୍ଡ ସଂଖ୍ୟା ଛୁଉଁଛି। ମଙ୍ଗଳବାର ବିଏମ୍‌ସି ଅଞ୍ଚଳରେ ୫୮୧ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।...

ଖୋଲୁନି ରହସ୍ୟ, ବଢୁଛି ଦ୍ୱନ୍ଦ୍ୱ

ଢେଙ୍କାନାଳ ଅଫିସ, ୫।୨ ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ନୂଆଗାଁ ପଞ୍ଚାୟତର ବିଜେଡି ସମର୍ଥତ୍ତ ସମିତିସଭ୍ୟ ପ୍ରାର୍ଥୀ ସୁବ୍ରତ ବେହେରା (୨୩) ଅପହରଣ ମାମଲା ଅଦ୍ୟାବଧି...

ମୁଁ ନୁହେଁ, ସେମାନେ ଚକ୍ରାନ୍ତକାରୀ

ଓଡ଼ିଶା ରାଜନୀତିର ଜଣାଶୁଣା ଚେହେରା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ନିଜର ବ୍ୟକ୍ତିଗତ ରାଜନୈତିକ ଶୈଳୀ ପାଇଁ ବେଶ୍‌ ପରିଚିତ। ୧୯୬୮ ମସିହାରୁ ଛାତ୍ର...

ଏଥର ଉଠିପାରେ ରତ୍ନଭଣ୍ଡାର ପ୍ରସଙ୍ଗ

ପୁରୀ ଅଫିସ,୨୬।୧୧:  ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ପ୍ରସଙ୍ଗରେ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କ ପାଇଁ ଅଡ଼ୁଆ ବଢ଼ିବାରେ ଲାଗିଛି। ପୁରୀ ଜିଲା ଟ୍ରେଜେରି ତଥ୍ୟରେ...

ବନ୍ଧା ପଡ଼ିଥିବା ସୁନା ଆଣିବାକୁ କହିବାରୁ ସ୍ତ୍ରୀଙ୍କ ଦେହରେ ନିଆଁ ଲଗାଇ ଦେଲେ ସ୍ବାମୀ

କୋକସରା ୧୮।୪: ବନ୍ଧା ପଡିଥିବା ସୁନା ଅଳଙ୍କାର ମୁକୁଳାଇବାକୁ ନେଇ ସ୍ବାମୀ ସ୍ତ୍ରୀଙ୍କ ଝଗଡ଼ା ଚରମସୀମାରେ ପହଞ୍ଚିଛି। ରାଗ ସମ୍ଭାଳି ନ ପାରି ସ୍ବାମୀ କିରୋସିନ...

ସୀମା ବିବାଦ ନେଇ ବସିଲା ଗୃହ କମିଟି

ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଜ୍ୟରେ ଥିବା ସୀମା ବିବାଦ ପ୍ରସଙ୍ଗକୁ ନେଇ ମଙ୍ଗଳବାର ବିଧାନସଭା ଗୃହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ବିଧାନସଭା...

Advertisement
Archives

Model This Week