Posted inଜାତୀୟ

ଗୁଳି ମାନିଲାନି ବୁଲେଟ୍‌ ପ୍ରୁଫ୍‌ ଜ୍ୟାକେଟ୍‌: ନୂଆ ଜୀବନ ପାଇଲେ କନଷ୍ଟେବଳ

ଫିରୋଜାବାଦ,୨୨।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ବିରୋଧର ନିଆଁ ଜଳୁଥିବା ବେଳେ ବିଭିନ୍ନ ସ୍ଥାନରେ ହିଂସାର ବାତାବରଣ ସୃଷ୍ଟି ହୋଇଛି। ଏତିକି ବେଳେ ବିରୋଧ ପ୍ରଦର୍ଶନକାରୀଙ୍କୁ ଅଟକାଇବାକୁ ଯାଇ ପୋଲିସ ମଧ୍ୟ ନାକେଦମ ହେଲାଣି। ଉତ୍ତର ପ୍ରଦେଶରେ ସିଏଏ ଆନ୍ଦୋଳନ ହିଂସ୍ର ରୂପ ନେଉଥିବା ବେଳେ ଶନିବାର ସୁଦ୍ଧା ଏଠାରେ ୧୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିଲା। ଶନିବାର ବିରୋଧ ପ୍ରଦର୍ଶନକାରୀଙ୍କୁ ଅଟକାଇବାକୁ ଯିବା ସମୟରେ ପୋଲିସ-ଜନତାଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଆଶ୍ଚର୍ଯ୍ୟର କଥା କନଷ୍ଟେବଳ ବିଜେନ୍ଦ୍ର କୁମାରଙ୍କ ଉପରକୁ ଯେଉଁ ଗୁଳିମାଡ ହୋଇଥିଲା ତାହା ତାଙ୍କ ବୁଲେଟ ଫ୍ରୁଫ୍‌ ଜ୍ୟାକେଟ୍‌ ଆତିକ୍ରମ କରି ପକେଟ୍‌ରେ ଥିବା ପର୍ସରେ ଅଟକି ଯିବାରୁ ତାଙ୍କର କିଛି କ୍ଷତି ହୋଇ ନ ଥିଲା। ଏହାକୁ ନେଇ ବିଜେନ୍ଦ୍ର କହିଛନ୍ତି ଏବେ ତାଙ୍କୁ ନୂଆ ଜୀବନ ପାଇବା ଭଳି ଲାଗୁଛି।


All Right Reserved By Dharitri.Com

ରାଜ୍ୟ ସଭାରେ ଏସ୍‌ପିଜି ବିଲ୍‌ ଗୃହୀତ

ନୂଆଦିଲ୍ଲୀ,୪ା୧୨(ପି.ଟି.): ଏସ୍‌ପିଜି ସଂଶୋଧନ ବିଲ୍‌ ମଙ୍ଗଳବାର ରାଜ୍ୟ ସଭାରେ ଗୃହୀତ ହୋଇଯାଇଛି। ଏହା ଏକ ରାଜନୈତିକ ଷଡ଼ଯନ୍ତ୍ର ବୋଲି ବିରୋଧୀ ଦଳଗୁଡିକ କରିଥିବା ଅଭିଯୋଗକୁ ସ୍ବରାଷ୍ଟ୍ରମନ୍ତ୍ରୀ...

କଶ୍ମୀର ଆମ ହାତରୁ ଖସିଯାଇପାରେ: ଦିଗ୍‌ବିଜୟ

ନୂଆଦିଲ୍ଲୀ,୧୨।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯିବ ପରେ ହୁଏତ କେହି ବଡ ବଡ କଂଗ୍ରେସ ନେତା ଏହା ଉପରେ ପ୍ରତିକ୍ରିୟା ରଖି ନ ଥିଲେ।...

ମୋବାଇଲ୍‌ ଆଲୋକରେ ଶହୀଦ୍‌ ଯବାନଙ୍କ ଅନ୍ତିମ ସଂସ୍କାର: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଫିରୋଜାବାଦ,୨୦।୧୦: ଉତ୍ତରପ୍ରଦେଶ ଫିରୋଜାବାଦ୍‌ରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ଶହୀଦ୍‌ ଯବାନଙ୍କ ଅନ୍ତିମ ସଂସ୍କାର ଅନ୍ଧାରରେ ମୋବାଇଲ୍‌ ଆଲୋକରେ କରାଯାଇଛି। ଏହା ଏବେ...

ଦିଲ୍ଲୀ ପହଞ୍ଚିଲା ମହାରାଷ୍ଟ୍ର ରାଜନୀତି ଡ୍ରାମା: ଶାହଙ୍କୁ ଭେଟିଲେ ଫଡ଼ନବିଶ

ନୂଆଦିଲ୍ଲୀ,୪।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣାକୁ ଇତିମଧ୍ୟରେ ୧୨ ଦିନ ବିତିଛି। ତେବେ ରାଜ୍ୟରେ ସରକାର ଗଠନ ନେଇ ଅଙ୍କକଷା ଛିଡ଼ିବାର ନା ଧରୁନି।...

୫ ବର୍ଷରେ ୭୧ ହଜାର କୋଟି ବ୍ୟାଙ୍କ ଦୁର୍ନୀତି: କର୍ମଚାରୀଙ୍କ ଜାଣତରେ ଲୁଟ ହୋଇଛି ୬୫ ହଜାର କୋଟି

ନୂଆଦିଲ୍ଲୀ, ୯।୭: ଗତ ୫ ବର୍ଷରେ ଦେଶର ବିଭିନ୍ନ ବ୍ୟାଙ୍କରେ ୭୧ ହଜାର କୋଟି ଟଙ୍କାର ଦୁର୍ନୀତି ହୋଇଛି। ସେଥିମଧ୍ୟରୁ କେବଳ ୬୪ ହଜାର କୋଟି...

ଜାତୀୟ ସଙ୍ଗୀତ ଗାନ କରି ନୂଆବର୍ଷକୁ ସ୍ବାଗତ କଲେ ଜାମିଆ ଛାତ୍ରୀଛାତ୍ର

ନୂଆଦିଲ୍ଲୀ,୧।୧: ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ର ଏକ ନିଆରା ଢ଼ଙ୍ଗରେ ନୂଆବର୍ଷ ପାଳନ କରିଛନ୍ତି। କ୍ୟାମ୍ପସ୍‌ ପରିସରରେ ଛାତ୍ରୀଛାତ୍ର ଏକତ୍ରିତ ହୋଇ ମଙ୍ଗଳବାର ମଧ୍ୟରାତ୍ରରେ...

ଜମ୍ମୁ-କଶ୍ମୀରରେ ମାଗଣା ଫିଲ୍ମ ଦେଖାଇବେ ସରକାର

ଶ୍ରୀନଗର,୨୩।୧୦: ଜମ୍ମୁ-କଶ୍ମୀରରେ ୩୭୦ ଅନୁଚ୍ଛେଦ ଉଠିବା ପରେ ସେଠାରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଆତଙ୍କବାଦୀ ଆକ୍ରମଣ ଆଶଙ୍କାରେ ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡାକଡି...

ରାୟବରେଲୀରେ ସୋନିଆ ପଛରେ

ନୂଆଦିଲ୍ଲୀ,୨୩।୫: ରାୟବରେଲୀ ଲୋକ ସଭା ଆସନରେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପଛରେ ଚାଲିଛନ୍ତି। ସେହିପର ଅମେଠିରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଛୁଆ ଥିବା ପ୍ରଥମ...

Leave a comment

Your email address will not be published. Required fields are marked *