ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୫୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨୯ ଜଣ ପିଲା ଅଛନ୍ତି। ୮୭୩ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୬୩୦ ଲୋକାଲ କେସ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ନୂଆ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୩୩୩ ଥିବା ବେଳେ ଅନୁଗୋଳରୁ ୫୧, ବାଲେଶ୍ୱରରୁ ୩୦, ବରଗଡ଼ରୁ ୨୧, ଭଦ୍ରକରୁ ୨୦, ବଲାଙ୍ଗୀରରୁ ୩୩, ବୌଦ୍ଧରରୁ ୧୦, କଟକରୁ ୮୩, ଦେବଗଡ଼ରୁ ୨୫, ଢେଙ୍କାନାଳରୁ ୪୨, ଗଜପତିରୁ ୩୭, ଗଞ୍ଜାମରୁ ୨୬, ଜଗତସିଂହପୁରରୁ ୪୨, ଯାଜପୁରରୁ ୫୫, ଝାରସୁଗୁଡ଼ାରୁ ୧୭, କଳାହାଣ୍ଡିରୁ ୪୦, କନ୍ଧମାଳରୁ ୧୭, କେନ୍ଦ୍ରାପଡ଼ାରୁ ୧୯, କେନ୍ଦୁଝରରୁ ୩୬,କୋରାପୁଟରୁ ୨, ମାଲକାନଗିରିରୁ ୮, ମୟୂରଭଞ୍ଜରୁ ୧୦୮, ନବରଙ୍ଗପୁରରୁ ୧୯, ନୟାଗଡ଼ରୁ ୫୩, ନୂଆପଡ଼ାରୁ ୨୫, ପୁରୀରୁ ୫୪, ରାୟଗଡ଼ାରୁ ୩୧, ସମ୍ବଲପୁରରୁ ୨୬, ସୋନପୁରରୁ ୨୨, ସୁନ୍ଦରଗଡ଼ରୁ ୧୫୭ ଏବଂ ଷ୍ଟେଟ ପୁଲ୍‌ରୁ ୬୧ ଜଣ ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

କଟିପାରେ ଏଲପିଜି କନେକ୍ସନ୍, କାଲିଠୁ ବଦଳିବ ବୁକିଂ ନିୟମ…

ନୂଆଦିଲ୍ଲୀ,୩୦।୬: ସିଲିଣ୍ଡର ମୂଲ୍ୟ, ଯୋଗାଣ ଏବଂ ରିଫିଲିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ତେଲ କମ୍ପାନୀଗୁଡ଼ିକ ଜୁଲାଇ ୧ରେ ସିଲିଣ୍ଡର ମୂଲ୍ୟରେ ରିହାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri