Posted inଜାତୀୟ

ଭାରତୀୟ ରାଜନୀତିରେ ଅଟଳ-ଆଡଭାନୀଙ୍କ ପରେ ମୋଦି-ଶାହଙ୍କ ଯୋଡିକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୩୧।୫: ବିଶିଷ୍ଟ ବ୍ୟକ୍ତିତ୍ୱର ଅଧିକାରୀ ସ୍ବର୍ଗତଃ ଅଟଳ ବିହାରୀ ବାଜପେୟୀ ଓ ତାଙ୍କ ସହଯୋଗୀ ଲାଲକୃଷ୍ଣ ଆଡଭାନୀଙ୍କ ଯୋଡି ପରେ ଏବେ ଆଉ ଏକ ଯୋଡି ଆସିଛନ୍ତି ଚର୍ଚ୍ଚାକୁ। ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଦାୟିତ୍ୱ ତୁଲାଇଥିବା ନରେନ୍ଦ୍ର ଦାମୋଦର ଦାସ ମୋଦି ଓ ଅମିତ ଅନିଲଚନ୍ଦ୍ର ଶାହଙ୍କ ଯୋଡି ଏବେ ଅଟଳ-ଆଡଭାନୀଙ୍କ ଯୋଡିକୁ ଟକ୍କର ଦେଉଥିବା ଆଲୋଚନା ହେଉଛି। ଅବଶ୍ୟ ଆଡଭାନୀଙ୍କଠାରୁ ଶାହଙ୍କ ସଙ୍ଗଠନର ନେତୃତ୍ୱ ଅଧିକ ଶକ୍ତିଶାଳୀ ବୋଲି କୁହାଯାଉଛି। କାରଣ ମୋଦି ଗୁଜରାଟ ମୁଖ୍ୟମନ୍ତ୍ରୀ ଥିବା ବେଳେ ଶାହ ସମ୍ଭାଳିଥିଲେ ଗୃହ ମନ୍ତ୍ରଣାଳୟ। ଆଉ ମୋଦି କେନ୍ଦ୍ରକୁ ଆସିବା ପରେ ଶାହଙ୍କୁ ମଧ୍ୟ ନେଇ ଆସିଥିଲେ ଓ ଦଳର ଅଧ୍ୟକ୍ଷ ପଦ ଦେଇଥିଲେ। ଯାହାକୁ ଶାହ ବେଶ୍‌ ସୂଚାରୁରୂପେ ତୁଲାଇ ପାରି ମୋଦିଙ୍କ ବିଶ୍ୱାସ ଭାଜନ ହୋଇପାରିଛନ୍ତି। ଏବେ ମୋଦିଙ୍କ ଦ୍ୱିତୀୟ ପାଳିରେ ବି ଶାହଙ୍କୁ ୨ ନମ୍ବରରେ ରଖି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଭଳି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି।


All Right Reserved By

ଅଗୁସ୍ତା ହେଲିକପ୍ଟର ଦୁର୍ନୀତି: କମଳନାଥଙ୍କ ପୁତୁରା ନେଇଥିଲେ ଲାଞ୍ଚ

ନୂଆଦିଲ୍ଲୀ,୩୦ା୭(ପି.ଟି.)-ଅଗୁସ୍ତା ଓ୍ବେଷ୍ଟଲ୍ୟାଣ୍ଡ ହେଲିକପ୍ଟର କିଣା ଚୁକ୍ତିନାମାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ପୁତୁରା ରାତୁଲ ପୁରୀଙ୍କୁ ଉତ୍କୋଚ ମିଳିଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦିଲ୍ଲୀ କୋର୍ଟଙ୍କୁ ଜଣାଇଛି।...

‘ଜୟ ଶ୍ରୀରାମ’ ନ କହିବାରୁ ମଦ୍ରାସା ଶିକ୍ଷକଙ୍କୁ ଚଳନ୍ତା ଟ୍ରେନ୍‌ରୁ ଫିଙ୍ଗିଦେଲେ

କୋଲକାତା,୨୬ା୬ (ଆଇଏଏନ୍‌ଏସ୍‌): ପଶ୍ଚିମବଙ୍ଗର ଜଣେ ମଦ୍ରାସା ଶିକ୍ଷକ ‘ଜୟ ଶ୍ରୀରାମ’ ନ କହିବାରୁ ତାଙ୍କୁ ମାଡ଼ ମରାଯିବା ସହ ଚଳନ୍ତା ଟ୍ରେନ୍‌ରୁ ଫିଙ୍ଗି ଦିଆଯାଇଛି। ୨୨...

ରୋଗ ନିରୁପଣ ପାଇଁ ବ୍ୟବହାର କରାଯାଉଛି ଜ୍ୟୋତିଷଶାସ୍ତ୍ର

ଜୟପୁର,୨୮।୫: ରାଜସ୍ଥାନ ଜୟପୁରରେ ଥିବା ‘ୟୁନିକ ସଙ୍ଗିତା ମେମୋରିଆଲ୍‌ ହସ୍ପିଟାଲ’ରେ ଏବେ ରୋଗର ନିରୁପଣ ପାଇଁ ଚିକିତ୍ସା ବିଜ୍ଞାନ ଓ ଜ୍ୟୋତିଷଶାସ୍ତ୍ରର ସାହାଯ୍ୟ ନିଆଯାଉଥିବା ଜଣାପଡିଛି।...

ଭାଜପା ପାର୍‌ କଲା ୩ଶହ ମାଇଲ୍‌ ଖୁଣ୍ଟ: ୩୨୯ ଆସନରେ ଆଗୁଆ

ନୂଆଦିଲ୍ଲୀ,୨୩।୫: ଭାଜପା ୩ଶହ ମାଇଲ୍‌ ଖୁଣ୍ଟ ଅତିକ୍ରମ କରିଛି। ସକାଳ ସାଢ଼େ ୧୦ଟା ସୁଦ୍ଧା ୫୪୨ ଲୋକ ସଭା ଆସନ ମଧ୍ୟରୁ ଗଣତି ହୋଇଥିବା ୫୩୭...

ମହିଳାଙ୍କୁ ରାସ୍ତାରେ ପିଟିଲେ କଂଗ୍ରେସ ନେତାଙ୍କ ଭାଇ: ଭିଡ଼ିଓ ଭାଇରାଲ

ଚଣ୍ଡିଗଡ଼,୧୫।୬: ନେତା ତ ନେତା ତାଙ୍କ ଭାଇଙ୍କ ପାଓ୍ବାର ମଧ୍ୟ ଅଧିକ। ବେଳ ପଡ଼ିଲେ ସେ ଆଇନକୁ ମଧ୍ୟ ହାତକୁ ନେଇ ପାରିବେ। ପଞ୍ଜାବ ମକ୍ତସର...

୬୬ମୌଲାନାଙ୍କ ସହ ସ୍କାଉଟ ଟ୍ରେନିଂ ନେଲେ ମୌଲାନା ମହୁମୁଦ୍‌ ମଦନି

ଭୋପାଳ,୧୬।୯: ଦେଶର ସବୁଠାରୁ ବଡ଼ ମୁସଲିମ ସଙ୍ଗଠନ ଜମିୟତ ଓଲେମା-ଇ-ହିନ୍ଦ ସହ ଜଡିତ ଥିବା ୬୬ ମୌଲାନା ସ୍କାଉଟ ଟ୍ରେନିଂ ନେଉଛନ୍ତି। ଶାରୀରିକ ଓ ମାନସିକ...

ଅଲ୍‌କାଇଦା ଆତଙ୍କବାଦୀ ଝାଡ଼ଖଣ୍ଡରୁ ଗିରଫ

ରାଞ୍ଚି,୨୨।୯: ଜଣେ ଅଲ୍‌କାଇଦା ଆତଙ୍କବାଦୀଙ୍କୁ ଏଟିଏସ୍‌ ଟିମ୍‌ ଝାଡ଼ଖଣ୍ଡରୁ ଗିରଫ କରିଛନ୍ତି। ଗିରଫ ହୋଇଥିବା ଆତଙ୍କବାଦୀଙ୍କ ନାମ ମୌଲାନା ମହମ୍ମଦ କଲିମୁଦ୍ଦିନ୍‌ ମୁଜାହିରି ବୋଲି କୁହାଯାଉଛି।...

ଭାଜପାରେ ଯୋଗଦେଲେ ରାଜସ୍ଥାନର ପୂର୍ବତନ ରାଜ୍ୟପାଳ

ଲକ୍ଷ୍ନୌ,୯।୯: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ରାଜସ୍ଥାନର ରାଜ୍ୟପାଳ ଭାବେ ତାଙ୍କର କାର୍ଯ୍ୟକାଳ ପୂରଣ ହେବା ପରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *