ଏଲ୍‌ପିୟୁ ଛାତ୍ରୀଙ୍କୁ ମାଇକ୍ରୋସଫ୍ଟର ୪୨ ଲକ୍ଷ ପ୍ୟାକେଜ

ଚଣ୍ଡୀଗଡ,୨୪-୧୨: ଲଭ୍‌ଲୀ ପ୍ରଫେଶନାଲ ୟୁନିଭର୍ସିଟି (ଏଲ୍‌ପିୟୁ) ଛାତ୍ରୀଛାତ୍ର ଚଳିତ ବର୍ଷ କ୍ୟାମ୍ପସ ନିଯୁକ୍ତିରେ ସଫଳତା ହାସଲ କରିଛନ୍ତି। ୟୁନିଭର୍ସିଟିର ଶେଷ ବର୍ଷ କମ୍ପ୍ୟୁଟର ସାଇନ୍ସ ଆଣ୍ଡ ଇଞ୍ଜିନିୟରିଂ ଛାତ୍ରୀ ତାନ୍ୟା ଅରୋରା ମାଇକ୍ରୋସଫ୍ଟ କମ୍ପାନୀରେ ବାର୍ଷିକ ୪୨ ଲକ୍ଷ ଟଙ୍କାର ପ୍ୟାକେଜରେ ନିଯୁକ୍ତି ଲାଭ କରିଛନ୍ତି। ସେ ମାଇକ୍ରୋସଫ୍ଟର ହାଇଦ୍ରାବାଦ ସ୍ଥିତ ଆର୍‌ ଆଣ୍ଡ ଡି ସେଣ୍ଟରରେ ସଫ୍ଟଓ୍ବେର ଇଞ୍ଜିନିୟର ଭାବେ କାର୍ଯ୍ୟ କରିବେ। ଗତ ୩ ବର୍ଷ ଧରି ଏଲ୍‌ପିୟୁ ଛାତ୍ରୀଛାତ୍ରଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ବେଶ୍‌ ସଫଳ ରହି ଆସିଥିବା ସୂଚନା ରହିଛି। ମାଇକ୍ରୋସଫ୍ଟରେ ନିଯୁକ୍ତି ଲାଭ କରି ଅତ୍ୟନ୍ତ ଖୁସି ବୋଲି ତାନ୍ୟା କହିଛନ୍ତି। ମାଇକ୍ରୋସଫ୍ଟରେ ଏଲ୍‌ପିୟୁ ଛାତ୍ରୀଙ୍କ ଏହି ନିଯୁକ୍ତି ଅନୁଷ୍ଠାନ ଲାଗି ଗର୍ବର ବିଷୟ ବୋଲି ଚାନସେଲର ଅଶୋକ ମିତ୍ତଲ କହିଛନ୍ତି।


All Right Reserved By Dharitri.Com

୫ ଦିନ ବନ୍ଦ ରହିବ ବ୍ୟାଙ୍କ କାରବାର

ନୂଆଦିଲ୍ଲୀ,୨୩-୯: ଚଳିତ ମାସ ୨୯ରୁ ନବରାତ୍ର ଆରମ୍ଭ ହେଉଥିବା ବେଳେ ଏହା ପୂର୍ବରୁ ନଗଦ ନିଜ ନିକଟରେ ରଖିବା ବୁଦ୍ଧିମାନ କାମ ହେବ। କାରଣ ଚଳିତ...

୧୧ବର୍ଷର ସର୍ବନିମ୍ନ ସ୍ତରରେ ୟୁଆନ

ନୂଆଦିଲ୍ଲୀ,୨୭-୮: ଆମେରିକା ସହ ଆରମ୍ଭ ହୋଇଥିବା ବାଣିଜ୍ୟ ଯୁଦ୍ଧ କାରଣରୁ ଚାଇନାର ମୁଦ୍ରା ୟୁଆନ ସୋମବାର ଡଲାର ମୁକାବିଲାରେ ୧୧ ବର୍ଷର ସର୍ବନିମ୍ନ ସ୍ତରରେ ପହଞ୍ଚତ୍ୟାଇଛି।...

କରୋନା ପ୍ରଭାବ: ୫୦ କର୍ମଚାରୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବ ରିଜର୍ଭ ବ୍ୟାଙ୍କ

ନୂଆଦିଲ୍ଲୀ,୨୭।୩: ଦେଶରେ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ଦିନକୁ ଦିନ କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ କରୋନା ଭାଇରସ୍‌ରେ ଏପର୍ଯ୍ୟନ୍ତ...

ହୋଣ୍ଡାର ଆନନ୍ଦୋତ୍ସବ ଧମାକା

ଚଣ୍ଡିଖୋଲ,୨୬।୯(ଡି.ଏନ୍‌.ଏ.) ଶାରଦୀୟ ପୂଜା ଅବସରରେ ହୋଣ୍ଡା ମୋଟର ସାଇକେଲ କମ୍ପାନୀ ତରଫରୁ ଚଣ୍ଡିଖୋଲସ୍ଥିତ ବାସନ୍ତୀ ହୋଣ୍ଡା ୨୦୧୯ ଆନନ୍ଦୋତ୍ସବ ଧମାକା ଆରମ୍ଭ କରିଛି। ଗ୍ରାହକମାନେ ମାତ୍ର...

ଦିଲ୍ଲୀରେ ପିଆଜ କିଲୋ ୮୦ ଟଙ୍କା ଛୁଇଁଲା

ନୂଆଦିଲ୍ଲୀ,୨୩-୯: ଦେଶର ରାଜଧାନୀ ନୂଆଦିଲ୍ଲୀ ସହ ଅନ୍ୟ ପ୍ରାନ୍ତରେ ପିଆଜ ଦର କିଲୋ ପିଛା ୭୦ରୁ ୮୦ ଟଙ୍କା ଛୁଇଁଛି। ଏପରି ସ୍ଥିତିରେ କେନ୍ଦ୍ର ସରକାର...

ମୋରାଟୋରିୟମ ଅବଧି ବଢୁ

କୋଭିଡ୍‌-୧୯ ଅତର୍କିତ ଭାବେ ସାରା ବିଶ୍ୱରେ ଏହାର କାୟା ବିସ୍ତାର କରି ଚାଲିଛି। ଭାରତରେ ଲକ୍‌ଡାଉନ ବଢ଼ି ଚାଲିଥିବା ବେଳେ କଟକଣା ସମ୍ପୂର୍ଣ୍ଣ କୋହଳ ହୋଇ...

୪.୨%କୁ ଖସିପାରେ ଜିଡିପି

ନୂଆଦିଲ୍ଲୀ,୧୩-୧୧: ଚଳିତ ଆର୍ଥିକ ବର୍ଷ ଦ୍ୱିତୀୟ ତ୍ରୈମାସରେ ଦେଶର ଜିଡ଼ିପି ଅଭିବୃଦ୍ଧି ୪.୨%କୁ ହ୍ରାସ ଘଟିପାରେ। ଅଟୋମୋବାଇଲ କ୍ଷେତ୍ରରେ ବିକ୍ରି ହ୍ରାସ, ଏୟାର ଟ୍ରାଫିକ ମନ୍ଥରତା,...

ଗ୍ରାହକଙ୍କ ପସନ୍ଦ ପ୍ରିମିୟମ ପ୍ରଡକ୍ଟ: ସାମ୍‌ସଙ୍ଗ ଭିପି

ଭୁବନେଶ୍ୱର,୧୨-୧୦(ବ୍ୟୁରୋ): ଭାରତୀୟ ଗ୍ରାହକମାନେ କଞ୍ଜ୍ୟୁମର ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ କ୍ରୟ ବେଳେ ପ୍ରିମିୟମ ପ୍ରଡକ୍ଟକୁ ଅଧିକ ପସନ୍ଦ କରୁଛନ୍ତି। ଟିଭି, ଫ୍ରିଜ ଭଳି ପ୍ରଡକ୍ଟ କ୍ରୟ ସମୟରେ...

Leave a comment

Your email address will not be published. Required fields are marked *