Posted inଜାତୀୟ

ଆନ୍ଧ୍ରରେ ଲାଗୁ ହେବନି ଏନ୍‌ଆର୍‌ସି

କଡ଼ପା,୨୪ା୧୨(ପି.ଟି.): ଆନ୍ଧ୍ରପ୍ରଦେଶରେ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଲାଗୁ ହେବନି ବୋଲି ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀ ସୋମବାର କହିଛନ୍ତି। ନିଜ ନିର୍ବାଚନ ମଣ୍ଡଳୀ କଡପା ଗସ୍ତରେ ଯାଇଥିବାବେଳେ ଜଗନମୋହନ କହିଛନ୍ତି, ଏନ୍‌ଆର୍‌ସିକୁ ସମର୍ଥନ କରିବା ପ୍ରଶ୍ନ ଉଠୁନାହିଁ। ପାର୍ଲାମେଣ୍ଟରେ ଓ୍ବାଇଏସ୍‌ଆର୍‌ କଂଗ୍ରେସ ନାଗରିକତ୍ୱ ସଂଶୋଧନ ବିଲ୍‌କୁ ସମର୍ଥନ ଦେଇଥିଲା।


All Right Reserved By Dharitri.Com

୫ଲକ୍ଷର ନକଲି ନୋଟ ଜବତ, ଜଣେ ଗିରଫ

ନୂଆଦିଲ୍ଲୀ,୧୧।୬: ଦିଲ୍ଲୀ ପୋଲିସର ସ୍ପେଶିଆଲ ସେଲ୍‌ ନକଲି ନୋଟକୁ ଜବତ କରିଛି। ବାଂଲାଦେଶରୁ ଦିଲ୍ଲୀକୁ ଆସିଥିବା ୫ଲକ୍ଷ ନକଲି ନୋଟକୁ ଜବତ କରିବା ସହ ଏଥିରେ...

ବିନା ସୁରକ୍ଷାରେ କାମ କରୁଛନ୍ତି କରୋନା ଯୋଦ୍ଧା

ଭୋପାଳ,୨୩।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏପରିସ୍ଥଳେ କରୋନା ଯୋଦ୍ଧା ପାଲଟି ଥିବା ସଫେଇ କର୍ମଚାରୀଙ୍କ ସ୍ବାସ୍ଥ୍ୟ...

ଭାଜପା ଏମ୍‌ପିଙ୍କୁ ମୋଦି ମନ୍ତ୍ର: ଭୋଟ ଦେଇ ନ ଥିବା ଲୋକଙ୍କ ହୃଦୟ ଜିତ

ନୂଆଦିଲ୍ଲୀ,୫ା୮(ପି.ଟି.): କୌଣସି ନକାରାତ୍ମକ ମନୋଭାବ ତ୍ୟାଗ କରି ସକାରାତ୍ମକ ମନୋବୃତ୍ତି ନେଇ କାମ କରି ଲୋକଙ୍କୁ ଆପଣାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପା ଏମ୍‌ପିମାନଙ୍କୁ ପରାମର୍ଶ...

ଚାଲିଛି ଭୂତ ଓ ସାପ ନାଁରେ ସ୍କୁଲ

କୋଲକାତା: ଭୂତ ଓ ସାପ ଭଳି ଅଜବ ନାମରେ ଚାଲୁଥିବା ସ୍କୁଲକୁ ପିଲା ଯାଉଛନ୍ତି। ଅଭିଭାବକମାନେ ବି ପିଲା ପଠାଉଛନ୍ତି। ପଶ୍ଚିମବଙ୍ଗର ନଦିୟା ଜିଲାରେ ଚାଲିଛି...

ଇଣ୍ଟରନେଟରେ ସେନ୍‌ସେଶନ ପାଲଟିଛନ୍ତି ‘ଗୋଲଡେନ ମ୍ୟାନ’

ମୁମ୍ବାଇ,୧।୭: ସୁନାରେ ଛାଇଁ ହୋଇଥିବା ବ୍ୟକ୍ତିଙ୍କ କଥା ଯଦି ଭାବିବେ ତାହେଲେ ମନରେ ପପୁଲାର ସଙ୍ଗୀତଜ୍ଞ ବାପି ଲେହରିଙ୍କ ଛବି ଆସେ। ହେଲେ ଏହି ସମୟରେ...

ଅପରାଧ ରେକର୍ଡ ଥିବା ବ୍ୟକ୍ତିଙ୍କୁ ପ୍ରାର୍ଥୀ କରିବାର କାରଣ କହିବ ଦଳ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩।୨: ଆପରାଧିକ ମାମଲା ଥିବା ପ୍ରାର୍ଥୀଙ୍କୁ କାହିଁକି ଟିକେଟ ଦିଆଯାଇଛି ସେ ସମ୍ପର୍କରେ ଓ୍ବେବସାଇଟ ମାଧ୍ୟମରେ ଜଣାଇବାକୁ ରାଜନୈତିକ ଦଳଙ୍କୁ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ।...

କଂଗ୍ରେସକୁ ସୁପ୍ରିମ୍‌କୋର୍ଟରେ ଝଟ୍‌କା: ଗୁଜରାଟ ରାଜ୍ୟ ସଭା ଉପନିର୍ବାଚନ ଏକାଠି କରାଇବା ଆବେଦନ ଖାରଜ

ନୂଆଦିଲ୍ଲୀ,୨୫।୬: ସୁପ୍ରିମ୍‌କୋର୍ଟଙ୍କ ରାୟ ଯୋଗୁ କଂଗ୍ରେସକୁ ଝଟ୍‌କା ଲାଗିଛି। ଗୁଜରାଟର ୨ଟି ରାଜ୍ୟ ସଭା ଆସନ ପାଇଁ ଉପନିର୍ବାଚନ ଏକାଠି କରାଇବା ଲାଗି କଂଗ୍ରେସ ପକ୍ଷରୁ...

୨୧ କେନ୍ଦ୍ରୀୟ ବିଦ୍ୟାଳୟ ଗୃହ ଅସୁରକ୍ଷିତ

ନୂଆଦିଲ୍ଲୀ,୨୪ା୭(ପି.ଟି.): ଦେଶରେ ଚାଲିଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରୁ ୨୧ଟିର ଶ୍ରେଣୀଗୃହ ଅସୁରକ୍ଷିତ ରହିଛି। ଏଗୁଡ଼ିକ ସମ୍ପୂର୍ଣ୍ଣ କିମ୍ବା ଆଂଶିକଭାବେ ଅସୁରକ୍ଷିତ ଥିବାରୁ ଏଠାରେ ପାଠ ପଢ଼ାଯାଇ...

Coronavirus Update


selfi corner

Archives

Model This Week

Why Dharitri

Leave a comment

Your email address will not be published. Required fields are marked *