ଶୀତଦିନେ ଗ୍ଲାସେ ଉଷୁମ ପାଣି ସହିତ ଖାଆନ୍ତୁ ଏହି ଗୁଣ୍ଡ…

ସକାଳୁ ଖାଲି ପେଟରେ ଉଷୁମ ପାଣି ସହିତ ଶୁଣ୍ଠି ଗୁଣ୍ଡ ଖାଇଲେ ମିଳିଥାଏ ଅନେକ ସୁଫଳ । ଏହା ମ୍ୟୁକୋଲାଇଟିସ୍‌ ଭାବେ କାର୍ଯ୍ୟ କରିଥାଏ। ଏହାଦ୍ୱାରା ଫୁସ୍‌ଫୁସ୍‌ରେ ଜମିଥିବା କଫ ତରଳି ବାହାରି ଯାଇଥାଏ। ଫଳରେ କାଶରୁ ମୁକ୍ତି ମିଳେ। ଆଜ୍‌ମା ରୋଗୀ ସକାଳୁ ଏପରି ନିୟମିତ କଲେ ଏଥିରୁ ମୁକ୍ତି ମିଳେ। ଉଷୁମ ପାଣି ସକାଳୁ ପିଇଲେ ରକ୍ତ ସଞ୍ଚାଳନ ଭଲ ଭାବେ ହୋଇଥାଏ। ଏହାଦ୍ୱାରା ହାର୍ଟ ଆଟାକ୍‌ର ଆଶଙ୍କା ଦୂର ହୁଏ। ଶୁଣ୍ଠି ବଦହଜମୀ, ଏସିଡିଟିରୁ ଦୂରେଇ ରଖିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ନିୟମିତ ଏପରି କଲେ ମେଦବହୁଳତା ଆଶଙ୍କା ଦୂର ହୋଇଥାଏ। ସେହିପରି କିଡ୍‌ନୀ ସମସ୍ୟାରୁ ଏହା ଦୂରେଇ ରଖିଥାଏ ।


All Right Reserved By Dharitri.Com

ସହଜ ଉପାୟରେ ଘରେ ପ୍ରସ୍ତୁତ କରି ବ୍ୟବହାର କରନ୍ତୁ କିଓ୍ବି ସ୍କିନ ଟୋନର: ଯାହା ତ୍ୱଚାକୁ କରିବ ଉଜ୍ଜ୍ୱଳ

କିଓ୍ବି ଚାଇନାର ଏକ ଫଳ। ଏହାକୁ ଚାଇନାର ଜାତୀୟ ଫଳ ଭାବେ ମାନ୍ୟତା ଦିଆଯାଇଛି। ଏହା ଅଙ୍ଗୁର ପରି ହୋଇଥିଲେ ମଧ୍ୟ ଆକାରରେ ବଡ଼। ତେବେ...

ଥାଇରଏଡ୍‌ ସମସ୍ୟାରୁ ଦୂରେଇ ରଖେ ଏସବୁ ଯୋଗାସନ…

ନୂଆଦିଲ୍ଲୀ: କେତେକ କାରଣରୁ କିଛି ଲୋକଙ୍କଠାରେ ଥାଇରଏଡ୍‌ ସମସ୍ୟା ଦେଖାଦେଇଥାଏ। ଏଭଳି ସମସ୍ୟାରେ ଗଳାରେ ଥିବା ଥାଇରଏଡ୍‌ ଗ୍ଲାଣ୍ଡ୍‌କୁ ସ୍ବାଭାବିକ ଭାବେ କାର୍ଯ୍ୟ କରାଇବା ଲାଗି...

ପିଲାକୁ ଡାଇପର ପିନ୍ଧାଉଥିଲେ…

ଛୋଟ ପିଲା ଝାଡା, ପରିଶ୍ରା କରି ବାରମ୍ବାର ଓଦା ନ ହେବା ଲାଗି ବର୍ତ୍ତମାନ ଡାଇପର ଖୁବ୍‌ କାମରେ ଆସୁଛି। ହେଲେ ପିଲାକୁ ଡାଇପର ପିନ୍ଧାଉଥିଲେ...

ଖରାଦିନେ ଖାଆନ୍ତୁ ଏହି ଖାଦ୍ୟ, କମ୍‌ ହେବ ରକ୍ତଚାପ

ବର୍ତ୍ତମାନ ଅଧିକାଂଶ ଲୋକ ରକ୍ତଚାପ ରୋଗରେ ପୀଡ଼ିତ। ଉଚ୍ଚ ରକ୍ତଚାପ ଶରୀରର ରକ୍ତପ୍ରବାହ ଉପରେ କୁପ୍ରଭାବ ପକାଇଥାଏ। ଯେଉଁ ବ୍ୟକ୍ତିଙ୍କର ଏପରି ସମସ୍ୟା ରହିଛି, ସେମାନଙ୍କୁ...

ଶୀତଦିନେ କେଶ ସମସ୍ୟା ଉପୁଜୁଥିଲେ ବ୍ୟବହାର କରନ୍ତୁ ମେଥି, ଜାଣନ୍ତୁ ଉପାୟ

ବମ୍ବେ: ଶୀତଦିନେ କେଶ ଜନିତ ସମସ୍ୟା ସାଧାରଣ ବୋଲି କହିପାରିବା। ବିଶେଷକରି ମୁଣ୍ଡରେ ରୁପି ହେବା, କେଶ ଝଡ଼ିବା ଭଳି ସମସ୍ୟା ଏହି ସମୟରେ ଦେଖାଯାଇଥାଏ।...

କଟା ପିଆଜ ଫ୍ରିଜ୍‌ରେ ରଖିବା ହାନିକାରକ

ଖାଇବାରେ ପିଆଜର ବ୍ୟବହାର ଅଧିକ ହୋଇଥାଏ। ପିଆଜ ବିନା ଖାଦ୍ୟର ସ୍ବାଦ ଯେମିତି ପାଣିଚିଆ ହୋଇଯାଏ। ପ୍ରାୟ ସମସ୍ତ ଭାରତୀୟ ନିଜ ରୋଷେଇରେ ପିଆଜର ଉପଯୋଗ...

ଜିକା ପରୀକ୍ଷାକୁ ବଜାର ପ୍ରାଧିକରଣ ସ୍ବୀକୃତି

ଚିକାଗୋ: ଜିକା ଭାରି ମାରାମତ୍କ । ଏହି ରୋଗକୁ ପ୍ରାଥମିକ ସ୍ତରରେ ହଠାତ ଚିହ୍ନଟ କରିହୁଏନାହିଁ। କିନ୍ତୁ ଏହା ଧୀରେ ଧୀରେ ଗର୍ଭସ୍ଥ ଶିଶୁର ମସ୍ତିଷ୍କକୁ...

ବେଶ୍‌ ଉପକାରୀ ତୁଳସୀ ଚେର

ତୁଳସୀ ଏକ ଔଷଧୀୟ ବୃକ୍ଷ। ଏହାର ପ୍ରତିଟି ଅଂଶ ବିଭିନ୍ନ ପ୍ରକାର ରୋଗର ନିଦାନ କରିବାରେ ସହାୟକ ହୋଇଥାଏ। ଅଧିକାଂଶ ଲୋକେ ତୁଳସୀ ପତ୍ରର ଫାଇଦା...

Leave a comment

Your email address will not be published. Required fields are marked *