Posted inଫୁରସତ

ମାଙ୍କଡର ଓଜନ ୧ କିଲୋ

କେନିଆର ବୈଜ୍ଞାନିକମାନେ ଏପରି ଏକ ମାଙ୍କଡର ଜୀବାଶ୍ମ ପାଇଛନ୍ତି। ଯାହାକୁ ଦୁନିଆର ସବୁଠାରୁ ଛୋଟ ମାଙ୍କଡ ବୋଲି କୁହାଯାଉଛି। ବୈଜ୍ଞାନିକମାନଙ୍କ ଅନୁସାରେ, ଏହି ମାଙ୍କଡର ଜୀବାଶ୍ମ ୪୨ ବର୍ଷର ପୁରୁଣା। ଏହାକୁ ନ୍ୟାନୋପୀରୋକସ୍‌ ବ୍ରାଉନୀର ନାମ ଦିଆଯାଇଛି। ଏହି ଅନ୍ବେଷଣ କେନିଆର ନେସ୍‌ନାଲ୍‌ ମ୍ୟୁଜିୟମ୍‌, ଡ୍ୟୁକ ଓ ମିସୋରୀ ବିଶ୍ୱବିଦ୍ୟାଳୟ କରିଛନ୍ତି। ଏହି ଛୋଟ ମାଙ୍କଡର ଓଜନ ମାତ୍ର ୧ କିଲୋ। ଏହି ନୂଆ ପ୍ରଜାତିର ମାଙ୍କଡର ଆକାର ବିଶ୍ୱର ସବୁଠାରୁ ପୁରୁଣା ସମୟର ମାଙ୍କଡ ‘ଟୈଲାପୋଇନ୍‌’ ପରି ଦେଖାଯାଉଛି। ସେତେବେଳେ ଏପରି ମାଙ୍କଡ ଶୁଖିଲା ଘାସ ମଧ୍ୟରେ ରହୁଥିଲେ। ପରିବେଶ ପରିବର୍ତ୍ତନ ଯୋଗୁ ‘ଟୈଲାପୋଇନ୍‌’ ଓ ନୈନୋପୀଥେକସ୍‌ ବ୍ରାଉନୀ ପ୍ରଜାତିର ମାଙ୍କଡମାନଙ୍କ ଉପରେ ଏହାର ପ୍ରଭାବ ପଡିଥିଲା। ନୈନୋପୀଥେକସ୍‌ର ପ୍ରଜାତି କେନିଆର ପର୍ଯ୍ୟାବରଣରେ ବୃଦ୍ଧି ପାଉଥିଲେ। ଏହା ଦ୍ୱିତୀୟ ସବୁଠାରୁ କ୍ଷୁଦ୍ର ପ୍ରଜାତିର ମାଙ୍କଡ ବୋଲି କୁହାଯାଏ। ଏହାର ନାମକରଣ ବୈଜ୍ଞାନିକ ଫ୍ରେନିସିସ୍‌ ବ୍ରାଉନ୍‌ଙ୍କର ନାମ ଦ୍ୱାରା କରାଯାଇଥିଲା।


All Right Reserved By Dharitri.Com

ଡାଇବେଟିସ ପୀଡିତଙ୍କୁ କାହିଁକି କ୍ୟାନ୍‌ସର ଆଶଙ୍କା ବେଶି

ନ୍ୟୁୟର୍କ: ଓଭାରିଆନ୍‌ କ୍ୟାନ୍‌ସର, ବ୍ରେଷ୍ଟ କ୍ୟାନସର ସହ ଆଉ କିଛି କ୍ୟାନସର କାହିଁକି ବେଶି ଟାଇପ୍‌-୧ ଓ ଟାଇପ୍‌-୨ ଡାଇବେଟିସ ପୀଡ଼ିତଙ୍କୁ ହୁଏ ତାହାର କାରଣ...

ଜଳବାୟୁ ପରିବର୍ତ୍ତନ ପ୍ରଭାବ: ୨୧୦୦ ବେଳକୁ ନ ଥିବ ପ୍ରବାଳ ପ୍ରାଚୀର

କାନବେରା,୨୩।୨: ଜଳବାୟୁ ପରିବର୍ତ୍ତନର ପ୍ରଭାବ ପୃଥିବୀର ଜୈବ ବିବିଧତା ଉପରେ ପଡ଼ିବାରେ ଲାଗିଛି। ଏହାଯୋଗୁ ଆସନ୍ତା ୨୧୦୦ ବେଳକୁ ସମୁଦ୍ରରେ ଥିବା ପ୍ରବାଳ ପ୍ରାଚୀର ସମ୍ପୂର୍ଣ୍ଣ...

ପ୍ରେମିକାଙ୍କୁ ମନାଇବା ପାଇଁ ଯବାନ କଲେ ଏମିତି, ଫଟୋ ଭାଇରାଲ

ମସ୍କୋ: ଋଷିୟାନ୍‌ ସେନାର ଜଣେ ଯବାନ ନିଜର ଗାର୍ଲଫ୍ରେଣ୍ଡଙ୍କୁ ମନାଇବା ପାଇଁ ଏମିତି କିଛି କରିଛନ୍ତି, ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ। ବାରମ୍ବାର ମନାଇବା ପାଇଁ...

ପ୍ରଥମ ଦରମା ଟଙ୍କା ବାପାଙ୍କୁ ଦେଇଥିଲି: ଶିକ୍ଷକ ପ୍ରମୋଦ କୁମାର ସ୍ବାଇଁ

ଖୋର୍ଦ୍ଧା ଜିଲା ବଉଳାବନ୍ଧ ନିକଟସ୍ଥ ଇଚ୍ଛାପୁର ଗାଁରେ ମୋ ଜନ୍ମ। ନାଚୁଣୀ ଗୋଦାବରୀଶ ଉଚ୍ଚ ବିଦ୍ୟାଳୟରୁ ମାଟ୍ରିକ୍‌ ପାସ୍‌ କରି ବାଣପୁର ଗୋଦାବରୀଶ ମହାବିଦ୍ୟାଳୟରେ ଆଇ.ଏସ୍‌ସି...

ଏମିତି ଏକ ମନ୍ଦିର, ଯେଉଁଠି କ୍ଷୀର ଚଢାଇଲେ ରଙ୍ଗ ବଦଳିଯାଏ

ସମାଜରେ ଚାଲିଥିବା ବିଶ୍ୱାସ, ଅନ୍ଧବିଶ୍ୱାସ ମଧ୍ୟରେ ବେଳେବେଳେ ଏପରି କିଛି ଚମତ୍କାର ସମ୍ନାକୁ ଆସିଥାଏ, ଯାହାକୁ ବିଜ୍ଞାନ ମଧ୍ୟ ବୁଝିପାରି ନ ଥାଏ। ସେହିଭଳି ଏକ...

ଏମିତି ଗାଁ, ଯେଉଁଠି ଲୋକ ନାହାନ୍ତି

ରୋଜଗାର ଆଶାରେ ଅଧିକାଂଶ ଲୋକ ଗାଁ ଛାଡ଼ି ସହରମୁହଁା ହୋଇଛନ୍ତି। ସହରରେ ରୋଜଗାରର ପନ୍ଥା ଅଛି ସତ, ମାତ୍ର ଗାଁରେ ଯେଉଁ ଆନନ୍ଦ ତାହା ଦେଖିବାକୁ...

ଏଭରେଷ୍ଟ ଚାରିପାଖରେ ବୃଦ୍ଧିପାଉଛି ବନସ୍ପତି

ନୂଆଦିଲ୍ଲୀ: ବିଶ୍ୱ ତାପନ ପ୍ରଭାବରେ ଏଭରେଷ୍ଟ୍‌ର ହିମ ଉପତ୍ୟକା ତରଳିବା ପରିବେଶବିତଙ୍କୁ ଚିନ୍ତାରେ ପକାଇଥିବାବେଳେ ଏବେ ଏକ ଭଲ ଖବର ସାମ୍‌ନାକୁ ଆସିଛି। ଏଭରେଷ୍ଟ ଚାରିପାଖରେ...

ବ୍ୟକ୍ତିତ୍ୱ: ହଣ୍ଟର ଏସ୍‌. ଥମ୍ପସନ୍‌

ହଣ୍ଟର ଏସ୍‌. ଥମ୍ପସନ୍‌! ମାର୍କିନ୍‌ ସାହିତ୍ୟ ତଥା ସାମ୍ବାଦିକତା ଜଗତରେ ଜଣେ ସୁନାମଧନ୍ୟ ବ୍ୟକ୍ତିତ୍ୱ ବୋଲି ବିବେଚନା କରାଯାଇଥାଏ। ସେତିକିନୁହେଁ ଜର୍ନାଲିଜମ୍‌କୁ ନେଇ ତିରିଶ ଦଶକରେ...

Leave a comment

Your email address will not be published. Required fields are marked *