ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌: ୩୫ ସାଧାରଣ ଲୋକ ଏବଂ ୮୦ ଆତଙ୍କବାଦୀ ନିହତ

ଓଗାଡୋଗୁୁ,୨୫।୧୨: ଉତ୍ତର ବୁର୍କିନା ଫାସୋରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ରେ ୮୦ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଥିରେ ୩୫ ଜଣ ସାଧାରଣ ଲୋକ ମଧ୍ୟ ନିହତ ହୋଇଥିବା ରାଷ୍ଟ୍ରପତି ରୋଚ୍‌ ମାର୍କ କାବୋରେ ସୂଚନା ଦେଇଛନ୍ତି। ନିହତ ହୋଇଥିବା ସାଧାରଣ ଲୋକଙ୍କ ମଧ୍ୟରେ ଅଧିକାଂଶ ମହିଳା ଥିବା ସ୍ଥାନୀୟ ପ୍ରଶାସନ କହିଛି। ସୌମ ପ୍ରଦେଶର ଅରବିଣ୍ଡା ସହରର ଏକ ଜନବହୁଳ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆତଙ୍କବାଦ ବିରୋଧୀ ସର୍ଚ୍ଚ ଅପରେଶନ୍‌ ସମୟରେ ଏଭଳି ଘଟିଛି। ଆତଙ୍କବାଦୀମାନେ ବ୍ୟବହାର କରୁଥିବା ବହୁ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ସୁରକ୍ଷାକର୍ମୀ ଜବତ କରିଛନ୍ତି। ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଥିବାରୁ ରାଷ୍ଟ୍ରପ୍ରତି କାବୋରେ ୨ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି।


All Right Reserved By Dharitri.Com

କାଲିଫର୍ନିଆ ଫୁଡ୍‌ ଫେଷ୍ଟିଭାଲରେ ଗୁଳିକାଣ୍ଡ: ୪ ମୃତ, ୧୧ ଆହତ

କାଲିଫର୍ନିଆ,୨୯।୭: ଆମେରିକାର କାଲିଫର୍ନିଆରେ ଆୟୋଜିତ ହୋଇଥିବା ଫୁଡ୍‌ ଫେଷ୍ଟିଭାଲରେ ରବିବାର କେତେଜଣ ଅଜ୍ଞାତ ବ୍ୟକ୍ତି ଆଖିବୁଜା ଗୁଳି ଚାଳନା କରିଥିଲେ। ଏଥିରେ ଏବେ ସୁଦ୍ଧା ୪...

ହ୍ବାଇଟ୍‌ ହାଉସ୍‌ ନିକଟରେ ବିସ୍ଫୋରଣ: ଜଣେ ମୃତ, ୫ ଆହତ

ଓ୍ବାଶିଂଟନ୍‌, ୨୦।୯: ଆମେରିକାର ହ୍ବାଇଟ୍‌ ହାଉସ୍‌ ନିକଟରେ ଏକ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବାବେଳେ ୫ଜଣ ଆହତ ହୋଇଛନ୍ତି। ସ୍ଥାନୀୟ ସମୟ...

ଫିଜିରେ ତାଣ୍ଡବ ରଚିପାରେ ‘ଟିନୋ’

ସୁଭା,୧୭।୧: ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଫଜିରେ ଘୁର୍ଣ୍ଣିଝଡ଼ ‘ଟିନୋ’ କିଛିଘଣ୍ଟା ପରେ ତାଣ୍ଡବ ରଚିପାରେ ବୋଲି କୁହାଯାଉଛି। ଏଥିପାଇଁ ରିଲିଫ୍‌ ଶିବିର ସବୁ ଖୋଲି...

ପ୍ରଦୂଷଣ ବିରୋଧରେ ବିପ୍ଳବ: ଖାଦ୍ୟ ନଷ୍ଟ ରୋକିବାକୁ ଫ୍ରାନ୍ସର ପ୍ରୟାସ

ପ୍ୟାରିସ୍‌,୨୯ା୯: ପରିବେଶ ପ୍ରଦୂଷଣ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବାବେଳେ ଏହାର ସମାଧାନ ଦିଗରେ ଫ୍ରାନ୍ସ ସରକାର ଅଭିନବ ପଦକ୍ଷେପ ଗ୍ରହଣ କରିଛନ୍ତି।...

ଏଡ୍‌ସ ଚିକିତ୍ସା ଖୋଜିବାର ପରିଣାମ କରୋନା ଭାଇରସ !

ପ୍ୟାରିସ,୧୯।୪: କରୋନା ଭାଇରସ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ସାରିଥିବା ବେଳେ ଏହାର ଚିକିତ୍ସା ପାଇଁ ଏବେ ସବୁ ବିକାଶଶୀଳ ଦେଶରେ ଚାଲିଛି...

ଜଳବାୟୁ ପରିବର୍ତ୍ତନ ଯୋଗୁ ତୁଷାରଭାଲୁ ପାଲଟୁଛନ୍ତି ନରଭକ୍ଷୀ

ସେଣ୍ଟ୍‌ ପିଟର୍ସବର୍ଗ,୨୯।୨: ଜଳବାୟୁ ପରିବର୍ତ୍ତନ ଯୋଗୁ ମେରୁ ଅଞ୍ଚଳରେ ତାପମାତ୍ରା ବଢ଼ିବାରେ ଲାଗିଛି। ଏଠାରେ ବାସ କରୁଥିବା ତୁଷାରଭାଲୁ ପାଇଁ ଖାଦ୍ୟ ତଥା ଉପଯୋଗୀ ବାସସ୍ଥାନର...

ଶୁକ୍ରାଣୁ ଦାନ କରିଥିବା ବ୍ୟକ୍ତିଙ୍କୁ ପିତାର ଅଧିକାର ଦେଲେ କୋର୍ଟ

ସିଡ୍‌ନୀ,୨୦।୬: ଅଷ୍ଟ୍ରେଲିଆର ଏକ କୋର୍ଟ ଶୁକ୍ରାଣୁ ଦାନ କରିଥିବା ବ୍ୟକ୍ତିଙ୍କୁ ଜଣେ ୧୨ ବର୍ଷୀୟା କନ୍ୟାଙ୍କ ପ୍ରକୃତ ପିତା ହେବାର ଅଧିକାର ପ୍ରଦାନ କରିଛନ୍ତି। ପିଲାଟିର...

ଚାଇନା ଉପରେ ବ୍ରିଟେନ୍‌ ଲଗାଇଲା କଟକଣା: ସହାୟତାକାରୀଙ୍କ ବିରୋଧରେ ହେବ ତଦନ୍ତ

ଲଣ୍ଡନ,୨୧।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ଅନ୍ତର୍ଜାତୀୟ...

Leave a comment

Your email address will not be published. Required fields are marked *