ଫିଲିପାଇନ୍ସରେ ତାଣ୍ଡବ ରଚିଲା ‘ଫନଫୋନ’: ୧୬ ମୃତ

ମନିଲା,୨୬।୧୨: ଖ୍ରୀଷ୍ଟମାସକୁ ଫିକା କରିଦେଲା ଘୂର୍ଣ୍ଣିଝଡ଼ ‘ଫନଫୋନ’। ଡିସେମ୍ବର ୨୫ରେ ଫିଲିପାଇନ୍ସରେ ଆସିଥିବା ଏହି ଘୂର୍ଣ୍ଣଝଡ଼ରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି। ଏପର୍ଯ୍ୟନ୍ତ ଏଥିରେ ମଧ୍ୟଫିଲିପାଇନ୍ସରେ ୧୬ ଜଣଙ୍କ ମୃତ୍ୟୁ ହୋଇସାରିଲାଣି। ପବନର ବେଗ ଏତେ ଅଧିକ ଥିଲା ଯେ ଏଥିରେ ବଡ ବଡ ଗଛ ଉପୁଡି ପଡିବା ସହ ଅନେକ ଘର ଭାଙ୍ଗି ଯିବାରୁ ଶତାଧିକ ଲୋକେ ବାସଶୂନ୍ୟ ହୋଇ ପଡିଛନ୍ତି। ବିଦ୍ୟୁତ ସରବରାହରେ ବ୍ୟାଘାତ ସୃଷ୍ଟି ହୋଇଛି। ଲୋକମାନଙ୍କୁ ରିଲିଫ୍‌ ଶିବିରରୁ ସ୍ଥାନାନ୍ତର କରାଯାଇଛି।


All Right Reserved By Dharitri.Com

ଭାରତ ଗସ୍ତ ପୂର୍ବରୁ ଜୁକେର ବର୍ଗଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃୟାରୀ ୨୪ରେ ଭାରତ ଗସ୍ତରେ ଆସୁଛନ୍ତି। ଏହା ପୂୂର୍ବରୁ ସେ ଟୁଇଟ୍‌ କରି ଫେସବୁକ୍‌ ସଂସ୍ଥାପକ ଜୁକେର ବର୍ଗଙ୍କୁ...

ଟ୍ରମ୍ପ୍‌,ପୁଟିିନଙ୍କୁ ପଛରେ ପକାଇ ବିଶ୍ୱର ସବୁଠୁ ପ୍ରଭାବଶାଳୀ ବ୍ୟକ୍ତି ହେଲେ ମୋଦି

ନୂଆଦିଲ୍ଲୀ, ୨୧।୬: କେବଳ ଦେଶରେ ନୁହେଁ, ସାରା ବିଶ୍ୱରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜଲ୍‌ଓ୍ବା ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌, ରୁଷ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତ ହେବ ଆତ୍ମନିର୍ଭରଶୀଳ: ୨୦୨୫ ସୁଦ୍ଧା ୨୬ ଶହ କୋଟି ଡଲାରର ପ୍ରତିରକ୍ଷା ଶିଳ୍ପ ସ୍ଥାପନ ଲକ୍ଷ୍ୟ

ବ୍ୟାଙ୍କକ୍‌,୧୮।୧୧: ଏଣିକି ଭାରତ ପ୍ରତିରକ୍ଷା ସରଞ୍ଜାମ ଆମଦାନି କରିବା କମାଇବ। ଭାରତ ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବ। ଏଥିପାଇଁ ଦେଶରେ ୨୦୨୫ ସୁଦ୍ଧା ୨୬ ଶହ...

ଆତଙ୍କବାଦୀ ତାଲିମ୍‌ ନେଉଥିବା ମଦ୍ରାସା ସହିତ ଘନିଷ୍ଠତା ବଢ଼ାଇଲା ପାକିସ୍ତାନ

ଇସଲାମାବାଦ୍‌,୨୯।୧୨: ପାକିସ୍ତାନ ସୈନ୍ୟ ବାହିନୀର ଅଧିକାରୀମାନେ ଗତ କିଛିଦିନ ଧରି ଦେଶର କେତେକ ପ୍ରତିବନ୍ଧିତ ମଦ୍ରାସାର ମୁଖ୍ୟଙ୍କ ସହିତ ସାକ୍ଷାତ୍‌ ଜାରି ରଖିଛନ୍ତି। ସୈନ୍ୟବାହିନୀ ମୁଖ୍ୟ...

କରୋନା ସଂକ୍ରମଣରେ ସୌଦି ଆରବ ରାଜ ପରିବାରର ୧୫୦ ସଦସ୍ୟ !

ରିୟାଦ,୧୧।୪: ସୌଦି ଆରବର ରାଜ ପରିବାର ଏବେ କରୋନା କବଳରେ। ମିଳିଥିବା ଏକ ସୂଚନା ଅନୁଯାୟୀ, ଏବେ ସୌଦି ଆରବ ରାଜ ପରିବାରର ପାଖାପାଖି ୧୫୦...

ରାଫାଲ ବିମାନକୁ ଖରାପ ନଜରରୁ ରକ୍ଷା କରିବ ଲେମ୍ବୁ

ପ୍ୟାରିସ,୯।୧୦: ମଙ୍ଗଳବାରଠାରୁ ବିଧିବଦ୍ଧ ଭାବେ ଭାରତୀୟ ବାୟୁସେନାରେ ସାମିଲ ହୋଇଛି ରାଫାଲ। ଫ୍ରାନ୍ସ ଗସ୍ତରେ ଏହି ଡିଲ୍‌ର ପ୍ରଥମ ଯୁଦ୍ଧ ବିମାନ ଗ୍ରହଣ କରିଛନ୍ତି ପ୍ରତିରକ୍ଷା...

ମାଟି ତଳୁ ମିଳିଲା ୧୨ ଶହ ବର୍ଷ ପୁରୁଣା ସ୍ବର୍ଣ୍ଣମୁଦ୍ରା

ଜେରୁଜେଲମ୍‌,୨।୧: ଇସ୍ରାଏଲର ୟଓ୍ବନ ସହରରୁ ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା କରାଯାଉଥିବା ଏକ ଖନନ ସମୟରେ ୧୨ ଶହ ବର୍ଷ ପୁରୁଣା ସ୍ବର୍ଣ୍ଣମୁଦ୍ରା ମିଳିଛି। ଏକ ଛୋଟ...

କରତାର୍‌ପୁର ଭିଡ଼ିଓ ଜାରି କଲା ପାକିସ୍ତାନ: ୩ ଖଲିସ୍ତାନୀଙ୍କ ଫଟୋ

ଇସଲାମାବାଦ୍‌,୬।୧୧: ପାକିସ୍ତାନ ପକ୍ଷରୁ କରତାର୍‌ପୁର ସମ୍ପର୍କିତ ଏକ ଭିଡ଼ିଓ ଜାରି କରିଛି। ଏଥିରେ ୧୯୮୪ ଜୁନରେ ଅମୃତସରଠାରେ ଥିବା ସ୍ବର୍ଣ୍ଣମନ୍ଦିରରେ ହୋଇଥିବା ବ୍ଲୁଷ୍ଟାର ଅପରେଶନରେ ମୃତ୍ୟୁ...

Leave a comment

Your email address will not be published. Required fields are marked *