କୀଟନାଶକ ପିଇ ପ୍ରାଣ ହରାଇଲେ ମହିଳା

ଦାରିଙ୍ଗବାଡ଼ି,୨୬।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ଣଣୀଗାଁ ଥାନା ଅଞ୍ଚଳରେ ପାରିବାରିକ କଳହକୁ ନେଇ ଜଣେ ମହିଳା କୀଟନାଶକ ପିଇ ପ୍ରାଣ ହରାଇଥିବା ଜଣାପଡ଼ିଛି। ମୃତା ମହିଳା ହେଲେ ହାତୀମୁଣ୍ଡା ପଞ୍ଚାୟତ ଦାଦାରାଡ଼ି ଗାଁର ଶୁକଦେବ ପ୍ରଧାନଙ୍କ ସ୍ତ୍ରୀ ଚଞ୍ଚଳା।
ସୂଚନାଯୋଗ୍ୟ, ବୁଧବାର ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ କୌଣସି କାରଣରୁ କଳହ ହୋଇଥିଲ। ଏଥିରେ ଉତ୍‌କ୍ଷିପ୍ତ ହୋଇ ଚଞ୍ଚଳା କୀଟନାଶକ ପିଇ ଦେଇଥିଲେ। ଏହାପରେ ପରିବାର ଲୋକେ ତାଙ୍କୁ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିଲେ। ସେଠାରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଖବର ପାଇ ଦାରିଙ୍ଗବାଡ଼ି ପୋଲିସ ପହଞ୍ଚି କେସ ନଂ. ୧୪/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ସବଇନ୍ସପେକ୍ଟର ଅନିଲ କୁମାର ଦେବତ୍ତା କହିଛନ୍ତି ।


All Right Reserved By Dharitri.Com

ନିଯୁକ୍ତି ଦାବିରେ ଜେଏସ୍‌ଡବ୍ଲ୍ୟୁ ଆଗରେ ସତ୍ୟାଗ୍ରହ

ପାରାଦୀପ,୧୬।୧୦(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ୩୦ ବର୍ଷିୟା ବିଓଟି (ବିଲ୍ଡ ଅପରେଟ୍‌ ଟ୍ରାନ୍ସପୋର୍ଟ) ବର୍ଥ କାମ ପାଇଥିବା ଜେଏସ୍‌ଡବ୍ଲ୍ୟୁ ପାରାଦୀପ ଟର୍ମିନାଲ ପ୍ରାଇଭେଟ୍‌ ଲିମିଟେଡ୍‌ ଅଫିସ ଆଗରେ...

ଆଜିଠୁ ମାଟ୍ରିକ ଖାତା ମୂଲ୍ୟାୟନ

କଟକ ଅଫିସ,୧୯।୩ : ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶା ଦ୍ୱାରା ଆୟୋଜିତ ଦଶମ ଶ୍ରେଣୀ ପରୀକ୍ଷା ଖାତା ମୂଲ୍ୟାୟନ ଗୁରୁବାରଠାରୁ ଆରମ୍ଭ ହେବ। ୬୧ଟି କେନ୍ଦ୍ରରେ...

ଦାନା ଛଡ଼ାଇନେଲାଣି କରୋନା

କାମାକ୍ଷାନଗର, ୨୫।୩(ଡି.ଏନ.ଏ.) – କରୋନା କଟକଣା ପାଇଁ ପ୍ରଭାବିତ ହୋଇଛି ସ୍ବାଭାବିକ ଜୀବନଯାତ୍ରା। ଅତି ଜରୁରୀ କାମ ନ ଥିଲେ ବାହାରକୁ ବାହାରିବାକୁ ଜାରି ହୋଇଛି...

ଦୁର୍ଗମ ଅଞ୍ଚଳରେ ଚାଲିଥିଲା ମଦ ଭାଟି: ଅବକାରୀ ବିଭାଗର ଚଢ଼ାଉ, ଦୁଇ ଗିରଫ

ଦିଗପହଣ୍ଡି,୩୦।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବିଛାପାଟ ଗ୍ରାମ ନିକଟ ଦୁର୍ଗମ ଅଞ୍ଚଳରେ ଚାଲିଥିବା ବେଆଇନ ଦେଶୀ ମଦଭାଟି ଉପରେ ଗୁରୁବାର...

ସ୍ବାଭିମାନ ଅଞ୍ଚଳରେ ମୃତ ବ୍ୟକ୍ତିଙ୍କ ନାମରେ ଉଠୁଛି ଭତ୍ତା ଟଙ୍କା

ଚିତ୍ରକୋଣ୍ଡା,୪।୧୧(ଡି.ଏନ.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳରେ ଶତାଧିକ ମୃତ ବ୍ୟକ୍ତିଙ୍କ ନାମରେ ୩/୪ ବର୍ଷ ହେଲା ଭତ୍ତା ଟଙ୍କା ଉଠାଯାଉଛି।...

ର଼୍ୟାକ ପଏଣ୍ଟରୁ ୟୁରିଆ ସାର ହରିଲୁଟ

ଯାଜପୁର ଅଫିସ,୨୮।୯:  ଲାଭଖୋର ସାର ବ୍ୟବସାୟୀଙ୍କୁ ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାରଙ୍କ ବିଫଳତା ଯୋଗୁ ଯାଜପୁର ଜିଲାରେ ସାରର ଅଭାବୀ ପରିସ୍ଥିତି ଲାଗି ରହିଛି। ର଼୍ୟାକ...

କଟାଗଲା ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ

ବନ୍ତଳା, ୩୦।୧୨ (ଡି.ଏନ୍‌.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ବେଆଇନ ଭାବେ ଚାଲିଛି ଗଞ୍ଜେଇ ଚାଷ। କୌଣସି ସୂତ୍ରରୁ ଏସ୍‌ପି ଜଗମୋହନ ମୀନା...

କରଞ୍ଜିଆ ଏନଏସି : ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଠାକୁରମୁଣ୍ଡା,୪ା୧୨(ଡି.ଏନ୍‌.ଏ.)- କରଞ୍ଜିଆ ଏନଏସିରେ କାର୍ଯ୍ୟରତ ସମସ୍ତ ସଫେଇ କର୍ମଚାରୀ କେତେକ ଦାବି ନେଇ ମଙ୍ଗଳବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସଫେଇ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଛନ୍ତି।...

Leave a comment

Your email address will not be published. Required fields are marked *