Posted inଜାତୀୟ

ରବିବାର ଶପଥ ନେଇପାରନ୍ତି ହେମନ୍ତ

ରାଞ୍ଚି,୨୭।୧୨: ଝାଡଖଣ୍ଡ ବିଧାନସଭା ନିର୍ବାଚନରେ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌), କଂଗ୍ରେସ ଓ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ମେଣ୍ଟକୁ ବହୁମତ ମିଳିଛି। ବହୁମତ ମିଳିବା ପରେ ସରକାର ଗଠନ ନେଇ ୩ଦଳ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଜେଏମ୍‌ଏମ୍‌ର ମୁଖ୍ୟ ହେମନ୍ତ ସୋରେନ୍‌ ମୁଖ୍ୟମନ୍ତ୍ରୀ ହେବେ ବୋଲି ଜଣାପଡ଼ିଛି। ଡିସେମ୍ବର ୨୯ରେ ରାଞ୍ଚିର ମୋରହାବାଦୀ ମଇଦାନରେ ହେମନ୍ତ ସୋରେନ୍‌ ମୁଖ୍ୟମନ୍ତ୍ରୀ ପଦ ପାଇଁ ଶପଥ ଗ୍ରହଣ କରିବେ। ଏହି ଶପଥ ସମାରୋହରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ସମେତ ବହୁ ତୁଙ୍ଗନେତା ସାମିଲ ହେବେ ବୋଲି ଜଣାପଡ଼ିଛି।


All Right Reserved By Dharitri.Com

ବିହାରରେ ଲାଗୁ ହେବନାହିଁ ଏନ୍‌ଆର୍‌ସି: ନୀତୀଶ

ପାଟନା,୨୦।୧୨: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି)କୁ ନେଇ ବଡ ବୟାନ ଦେଇଛନ୍ତି। ଶୁକ୍ରବାର ସେ କହିଛନ୍ତି ବିହାରରେ ଏନ୍‌ଆର୍‌ସି ଲାଗୁ...

ଦାୟିତ୍ୱ ନେବା ପରେ ପ୍ରଥମେ ସିଆଚେନ୍‌ ଗ୍ଲାସିୟର ଯିବେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳର ଭାଗ ବଣ୍ଟା ପରେ ଏବେ କାମ ଆରମ୍ଭ ହୋଇଯାଇଛି। ସମସ୍ତେ ନିଜ ନିଜ ଦାୟିତ୍ୱ ବହନ କରିଛନ୍ତି। ଏହି...

ଉତ୍ତରପୂର୍ବରେ ବନ୍ଦ ପାଳନ

ନୂଆଦିଲ୍ଲୀ,୧୧ା୧୨: ନାଗରିକତ୍ୱ ସଂଶୋଧନ ବିଲ୍‌ ଲୋକ ସଭାରେ ଗୃହୀତ ହେବାର ଦିନକ ପରେ ଓ ରାଜ୍ୟ ସଭାରେ ଉପସ୍ଥାନ କରାଯିବାର ଦିନକ ପୂର୍ବରୁ ଏହାକୁ ଉତ୍ତର-ପୂର୍ବାଞ୍ଚଳରେ...

ପ୍ଲାଷ୍ଟିକ ବୋତଲରେ ତିଆରି ହେବ ଅଙ୍ଗନଓ୍ବାଡି କେନ୍ଦ୍ର

ଗୁଆହାଟି,୯।୨: ଆସାମର ହୈଲାକାଣ୍ଡି ଜିଲାରେ ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପ୍ରାକୃତିକ ଭାବେ ନଷ୍ଟ ନ ହେଉଥିବା ପଦାର୍ଥ ଓ ମାଟି ଭର୍ତ୍ତି ପ୍ଲାଷ୍ଟିକ ବୋତଲରେ ନିର୍ମାଣ...

ବିବେକ ଜୋହ୍‌ରି ବିଏସ୍‌ଏଫ୍‌ ଡିଜି

ନୂଆଦିଲ୍ଲୀ୍‌, ୧ା୯(ପି.ଟି.): ଆଇପିଏସ୍‌ ଅଫିସର ବିବେକ କୁମାର ଜୋହ୍‌ରି ଶନିବାର ବିଏସ୍‌ଏଫ୍‌ର ୨୫ତମ ଡିଜି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଏସ୍‌ଏଫ୍‌ ମୁଖ୍ୟାଳୟଠାରେ ୧୯୮୪ ବ୍ୟାଚ୍‌...

ମୋଦି ଦେଉଛନ୍ତି ୧୫ ଲକ୍ଷ: ଏମିତି ମେସେଜ୍‌ ଦେଖି ପୋଷ୍ଟ ଅଫିସ ସାମ୍ନାରେ ଲାଗିଲା ଲମ୍ବା ଲାଇନ୍‌

ନୂଆଦିଲ୍ଲୀ,୧।୮: ସୋସିଆଲ ମିଡିଆରେ ଭାଇରାଲ ହେଲା ଏକ ମେସେଜ୍‌। ଯେଉଁଥିରେ ଉଲ୍ଲେଖ ଥିଲା ମୋଦି ୧୫ ଲକ୍ଷ ଟଙ୍କା ପଠାଉଛନ୍ତି। ଆଉ ଏହାକୁ ଦେଖିବା ପରେ...

ଗେହଲଟଙ୍କୁ ହଟାଇବା ପାଇଁ କଂଗ୍ରେସ ବିଧାୟକଙ୍କ ଦାବି

ଜୟପୁର,୬ା୬: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ହଟାଇ ସଚିନ୍‌ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ କଂଗ୍ରେସ ବିଧାୟକ ପୃଥ୍ବୀରାଜ ମୀନା ଦାବି କରିଛନ୍ତି। ସାଧାରଣ ନିର୍ବାଚନରେ...

ଲଗାଣ ବର୍ଷାରେ ବେହାଲ ମାୟାନଗରୀ: ସହରରେ ଆଲର୍ଟ, ସ୍କୁଲ, କଲେଜ ବନ୍ଦ

ମୁମ୍ବାଇ,୪।୯: ମୁମ୍ବାଇ ଓ ଆଖପାଖ ଜିଲାରେ ମଙ୍ଗଳବାର ଲଗାତାର ବର୍ଷା ଯୋଗୁ ସହରର ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ ହୋଇଯାଇଛି। ମୁମ୍ବାଇର କିଙ୍ଗ୍‌ ସର୍କିଲ ଓ ଗାନ୍ଧୀ...

Leave a comment

Your email address will not be published. Required fields are marked *