Posted inଜାତୀୟ

ସିଏଏ ହିଂସା: ମୃତ ବିକ୍ଷୋଭକାରୀଙ୍କ ପରିବାରଙ୍କୁ ସହାୟତାର ହାତ ବଢାଇଲା ଟିଏମ୍‌ସି

ମାଙ୍ଗାଲୁରୁ,୨୮।୧୨: କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ହିଂସାର ବାତାବରଣ ଉପୁଜିଥିଲା। ଏଥିରେ ମାଙ୍ଗାଲୁରୁର ୨ ବିକ୍ଷୋଭକାରୀଙ୍କ ମୃତ୍ୟୁ ହୋଇଥିଲା। ଏମାନଙ୍କ ପରିବାରଙ୍କୁ ଏବେ ସହାୟତାର ହାତ ବଢାଇଛି ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି)। ଶନିବାର ଦିନେଶ ତ୍ରିଭେଦୀଙ୍କ ନେତୃତ୍ୱରେ ଟିଏମ୍‌ସିର ଏକ ଟିମ୍‌ ମାଙ୍ଗାଲୁରୁର ମୃତ ବିକ୍ଷୋଭକାରୀଙ୍କ ପରିବାରଙ୍କୁ ଭେଟି ୫ ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଗତ ୧୯ ତାରିଖରେ ଉକ୍ତ ବିକ୍ଷୋଭକାରୀଙ୍କ ମୃତ୍ୟୁ ହୋଇଥିଲା। ଏହାକୁ ନେଇ କର୍ନାଟକ ସରକାର ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଥିବା ବେଳେ ପରେ ଏହାକୁ ଫେରାଇ ନେଇଥିଲେ।


All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ, ପୁଲଓ୍ବାମା ଆକ୍ରମଣରେ କିଏ ଲାଭବାନ ହୋଇଛି

ନୂଆଦିଲ୍ଲୀ,୧୪।୨: ପୁଲଓ୍ବାମା ଆକ୍ରମଣର ବର୍ଷପୂର୍ତ୍ତୀ ଅବସରରେ ଶହୀଦ ଯବାନଙ୍କୁ ସାରା ଦେଶ ମନେ ପକାଉଛି। ଏହି ଅବସରରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଏକ...

ଆଇରନ୍‌ ଲେଡିଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୯।୧୧: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୧୦୨ତମ ଜୟନ୍ତୀ ଅବସରରେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ଅବସରରେ...

ନିର୍ବାଚନ ପୂର୍ବରୁ ହୁଏ ସର୍ଜିକାଲ ଷ୍ଟ୍ରାଇକ୍‌: କଂଗ୍ରେସ

ନୂଆଦିଲ୍ଲୀ,୨୦।୧୦: ଜମ୍ମୁ କଶ୍ମୀର ଟଙ୍ଗଧାର ସେକ୍ଟରରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିବା ପରେ ଭାରତ କଡା ଜବାବ ଦେଇଛି। ଭାରତୀୟ ସେନା ପାକ ଅଧିକୃତ କଶ୍ମୀର(ପିଓକେ)...

ରାଜ୍ୟପାଳଙ୍କ ନିମନ୍ତ୍ରଣକୁ ସ୍ବୀକାର କଲେ ରାହୁଲ: କହିଲେ, ସ୍ବତନ୍ତ୍ର ବିମାନ ବଦଳରେ ଲୋକଙ୍କୁ ଭେଟିବାକୁ ମିଳୁ ଅନୁମତି

ନୂଆଦିଲ୍ଲୀ,୧୩।୮: ଜମ୍ମୁ-କଶ୍ମୀରର ପ୍ରକୃତ ପରିସ୍ଥିତି ଜାଣିବା ପାଇଁ ରାଜ୍ୟପାଳ ସତ୍ୟପାଲ ମଲିକ ଦେଇଥିବା ନିମନ୍ତ୍ରଣକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସ୍ବୀକାର କରିଛନ୍ତି। ଏଥିସହ ସେ...

ସିଏଏକୁ ବିରୋଧ କରି ଷ୍ଟାଲିନଙ୍କ ଦସ୍ତଖତ ଅଭିଯାନ

ଚେନ୍ନାଇ,୨।୨: କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ଥମିବାର ନାଁ ନେଉନି। ରବିବାର ଡିଏମ୍‌କେ ଅଧ୍ୟକ୍ଷ ଏମ୍‌କେ ଷ୍ଟାଲିନଙ୍କ ଦ୍ୱାରା ସିଏଏକୁ ବିରୋଧ...

ଡେରା ବାବା ନାନକରେ ମହିଳା ଏବଂ ପୁରୁଷ ଆତଙ୍କବାଦୀଙ୍କ ପ୍ରବେଶ: ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି

ନୂଆଦିଲ୍ଲୀ,୬।୧୧: କରତାର୍‌ପୁର କରିଡୋର ନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ନଭେମ୍ବର ୯ରେ ଡେରା ବାବା ନାନକଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ରାମ ରାଜ୍ୟ ସ୍ବପ୍ନ ଦେଖାଇ ମୋଦି ନିର୍ମାଣ କରୁଛନ୍ତି ରାବଣ ରାଜ୍ୟ: ସିଦ୍ଧାରମେୟା

ବେଙ୍ଗାଲୁରୁ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେକ୍‌ ଇନ୍‌ ଇଣ୍ଡିଆ ଏବଂ ରାମ ରାଜ୍ୟର ସ୍ବପ୍ନ ଦେଖାଇ ପ୍ରକୃତପକ୍ଷେ ରାବଣ ରାଜ୍ୟର ନିର୍ମାଣ କରୁଛନ୍ତି ବୋଲି କର୍ନାଟକର...

ରାଜନୈତିକ ଦଳକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ: ଓ୍ବେବ୍‌ସାଇଟରେ ଦିଅ ପ୍ରାର୍ଥୀଙ୍କ ଆପରାଧିକ ତଥ୍ୟ

ନୂଆଦିଲ୍ଲୀ, ୧୩।୨(ପି.ଟି.):ଦେଶର ରାଜନୀତି କ୍ରମଶଃ କଳୁଷିତ ହେବାରେ ଲାଗିଥିବାରୁ ଗୁରୁବାର ଅସନ୍ତୋଷ ବ୍ୟକ୍ତ କରିଛନ୍ତି ସୁପ୍ରିମକୋର୍ଟ। ଏହାସହ ନିଜ ନିଜ ପ୍ରାର୍ଥୀମାନଙ୍କ ବିରୋଧରେ ଥିବା ଆପରାଧିକ ମାମଲା...

Leave a comment

Your email address will not be published. Required fields are marked *