ଆଜି ରାଜ୍ୟରୁ ୧୫୪ ପଜିଟିଭ୍‌ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୧୫୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୦୨୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୯ ଜଣ ଚିହ୍ନଟ ହୋଇଥିବା ବେଳେ ୬୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସମ୍ବଲପୁରରୁ ସର୍ବାଧିକ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁରୀ ଏବଂ ସୁନ୍ଦରଗଡ଼ରୁ ୧୮ ଜଣ ଲେଖାଏ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ୧୦, ବାଲେଶ୍ୱର ୧୧, ବରଗଡ଼ ୯, ଭଦ୍ରକ ୮, ବଲାଙ୍ଗୀର ୩, ବୌଦ୍ଧ ୧, କଟକ ୯, ଢେଙ୍କାନାଳ ୧, ଗଜପତି ୩, ଜଗତସିଂହପୁର ୫, ଯାଜପୁର ୬, ଝାରସୁଗୁଡ଼ା ୬, କେନ୍ଦ୍ରାପଡ଼ା ୧, କେନ୍ଦୁଝର ୫, ଖୋର୍ଦ୍ଧା ୧୨, ନୟାଗଡ଼ ୧, ନୂଆପଡ଼ା ୪ ଏବଂ ସୋନପୁରରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୨।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪, ୦୨୦ରେ ପହଞ୍ଚିଥିବା ବେଳେ ୩,୩୦,୫୪୬ ଜଣ ସୁସ୍ଥ ହୋଇଛନ୍ତି। ୧୫୧୯ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହରିୟାଣାରେ ୨୨ କରୋନା ସଂକ୍ରମିତଙ୍କ ମଧ୍ୟରେ ଜଣେ ନର୍ସ

ପଞ୍ଚକୁଲା,୩୧।୩: ଭାରତରେ ବି କାୟା ବିସ୍ତାର କରି ଚାଲିଛି କରୋନା ଭାଇରସ। ଅଧିକାଂଶ ରାଜ୍ୟରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ...

ସମାଜ ପରିବର୍ତ୍ତନରେ ପୋଲିସ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ଭୁବନେଶ୍ୱର-କଟକ ଟୁଇନସିଟି ପୋଲିସ କମିଶନର ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ଡ. ସୁଧାଂଶୁ ଷଡ଼ଙ୍ଗୀ। ଟୁଇନସିଟିରେ ଅପରାଧ...

ଆଳିରେ ନିଜାମୁଦ୍ଦିନ ଫେରନ୍ତା ଚିହ୍ନଟ: ଆଇସୋଲେଶନରେ ରଖିଲା ପୋଲିସ

ଆଳି,୧।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ନେଇ ଚର୍ଚ୍ଚାରେ ରହିଆସୁଥିବା ନିଜାମୁଦ୍ଦିନ ଧର୍ମସଭାରେ ଓଡ଼ିଶାରୁ କେତେଜଣ ମୌଲାନା ଯୋଗ ଦେଇଥିଲେ। ସେମାନଙ୍କ ମଧ୍ୟରୁ ଆଳି ଅଞ୍ଚଳର ଜନୈକ ମୌଲାନାଙ୍କୁ...

ଧାନ ସଂଗ୍ରହ ଅଗ୍ରିମ ସବ୍‌ସିଡି ୬୦୩୯ କୋଟି ଦିଅ

ଭୁବନେଶ୍ୱର,୨୦ା୧(ବ୍ୟୁରୋ): ରାଜ୍ୟରେ ଚଳିତ ଖରିଫ ଋତୁରେ ଧାନ ସଂଗ୍ରହ ଜୋରସୋରରେ ଚାଲିଛି। ଗତ ବର୍ଷ ତୁଳନାରେ ଚଳିତ ବର୍ଷ ୨୨ ପ୍ରତିଶତ ଅଧିକ ଧାନ ଉତ୍ପାଦନ...

ଗ୍ରୀଷ୍ମ ପ୍ରବାହ ଯୋଗୁ ଭାରତରେ କମିବ କରୋନା ସଂକ୍ରମଣର ପ୍ରଭାବ !

ଓ୍ବାଶିଂଟନ,୨୯।୩: କରୋନା ଭାଇରସର ସଂକ୍ରମଣ ଧୀରେ ଧୀରେ ବୃଦ୍ଧି ପାଉଥିବରୁ ଏହାକୁ ନେଇ ବିଶ୍ୱବାସୀ ଭୟଭୀତ ହୋଇଯାଇଛନ୍ତି। ନିକଟରେ କେମ୍ବ୍ରିଜର ମାସାଚୁଏଟ୍ସ ଇନଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜିର...

ଚାଷୀ ସମସ୍ୟା ନେଇ ଜିଲାପାଳଙ୍କୁ ଅଭିଯୋଗ

ଲଖନପୁର, ୪।୨(ଡି.ଏନ୍‌.ଏ.) ଚଳିତ ବର୍ଷ ଝାରସୁଗୁଡା ଜିଲାରେ ଟୋକନ ପ୍ରଦାନରେ ଅବ୍ୟବସ୍ଥା ଯୋଗୁ ଚାଷୀମାନେ ନିଜ ନିଜର ଉପତ୍ାଦିତ ଧାନ ବିକ୍ରି କରିପାରୁନାହାନ୍ତି। ଧାନ ବିକ୍ରି...

କଲ୍ୟାଣ ମଣ୍ଡପରୁ ମୃତଦେହ ଜବତ

ଭୁବନେଶ୍ୱର,୧୯।୯(ବ୍ୟୁରୋ):  ଇନ୍‌ଫୋସିଟି ଥାନା ଅଞ୍ଚଳରେ ଥିବା ଏକ କଲ୍ୟାଣ ମଣ୍ଡପରୁ ଜଣେ ଯୁବକଙ୍କ ସନ୍ଦେହଜନକ ଅବସ୍ଥାରେ ଝୁଲନ୍ତା ମୃତଦେହ ମିଳିଛି। ସେହେଲେ ଯାଜପୁର ଅଞ୍ଚଳର ପ୍ରକାଶ...

ପାଇଖାନାରେ ବିତୁଛି ଜୀବନ

ନୟାଗଡ଼ ଅଫିସ,୧୩ା୬: ଘର ନ ଥିବାରୁ ପାଇଖାନାରେ ବିତୁଛି ଜୀବନ। ଦିନେ କି ମାସେ ନୁହେଁ, ଅଢ଼େଇ ବର୍ଷ ଧରି ଜଣେ ମହିଳା ୱାର୍ଡମେମ୍ବରଙ୍କ ପରିବାର...

Advertisement
Archives

Model This Week