ଭୁଲ୍‌ରେ ମଧ୍ୟ ଏହିସବୁ ରୋଗୀ ଖାଆନ୍ତୁ ନାହିଁ ତରଭୁଜ

ଖରାଦିନେ ତରଭୁଜ ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରିଥା’ନ୍ତି। ଏଥିରେ ଭରପୂର ମାତ୍ରାରେ ଭିଟାମିନ୍‌, ମିନେରାଲ୍‌ସ ଏବଂ ଆଣ୍ଟିଅକ୍ସିଡାଣ୍ଟ ରହିଥାଏ। ଗବେଷକଙ୍କ କହିବାନୁଯାୟୀ ଜଣେ ବ୍ୟକ୍ତି ଗୋଟିଏ ଦିନରେ ୩୦୦ ଗ୍ରାମ ତରଭୁଜ ଖାଇବା ଉଚିତ। ଏହା ସ୍ବାସ୍ଥ୍ୟ ଉପଯୋଗୀ ମଧ୍ୟ ହୋଇଥାଏ। ତେବେ ଏପରି କିଛି ବ୍ୟକ୍ତି ଅଛନ୍ତି, ତରଭୁଜ ଯେଉଁମାନଙ୍କ ସ୍ବାସ୍ଥ୍ୟ ପାଇଁ ହାନିକାରକ ହୋଇଥାଏ। ଜାଣନ୍ତୁ ସେ ସମ୍ପର୍କରେ…

ମଧୁମେହ ରୋଗୀ: ଏଥିରେ ପ୍ରଚୁର ପରିମାଣରେ ନାଚୁରାଲ ସୁଗାର ରହିଥିବାରୁ ମଧୁମେହ ରୋଗୀଙ୍କ ପାଇଁ ହାନିକାରକ ହୋଇଥାଏ।

ବୃକକ୍‌ ରୋଗୀ: ବୃକକ୍‌ ସମ୍ବନ୍ଧୀୟ ସମସ୍ୟା ଥିବା ବ୍ୟକ୍ତିଙ୍କୁ ତରଭୁଜ ଖାଇବା ବାରଣ କରାଯାଏ। କାରଣ ତରଭୁଜରୁ ମିଳୁଥିବା ମିନେରାଲ୍‌ସ ବୃକକ୍‌ ରୋଗୀଙ୍କ ପାଇଁ କ୍ଷତିକାରକ।

ଶ୍ୱାସରୋଗୀ: ଏହି ରୋଗୀଙ୍କୁ ଥଣ୍ଡା ଜିନିଷଠାରୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଥାଏ। ତେଣୁ ତରଭୁଜରେ ପ୍ରଚୁର ମାତ୍ରାରେ ଜଳୀୟାଂଶ ରହିଥିବାରୁ ଶ୍ୱାସରୋଗୀ ଏହାକୁ ଆଦୌ ଖାଇବା ଉଚିତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଦିନେ ନିହାତି ଖାଆନ୍ତୁ ଗ୍ରୀନ୍‌ ମଟର

ସାଧାରଣତଃ ଶୀତଦିନେ ଗ୍ରୀନ୍‌ ମଟର ହୋଇଥାଏ। ଛୋଟରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ ସମସ୍ତେ ଏହାକୁ ଖାଇବାକୁ ପସନ୍ଦ କରିଥାନ୍ତି। ଏହା ସମସ୍ତ ପ୍ରକାରର ତରକାରିରେ...

ତୁଳସୀ ବି ହୋଇପାରେ କ୍ଷତିକାରକ

କରୋନା ସଂକ୍ରମଣ ସମୟରେ ତୁଳସୀ ବ୍ୟବହାର କରିବାକୁ ଆୟୁର୍ବେଦ ବିଶେଷଜ୍ଞମାନେ କହୁଛନ୍ତି। ହେଲେ ଏହି ତୁଳସୀକୁ ଯଦି ଠିକ୍‌ ଭାବେ ବ୍ୟବହାର କରା ନ ଯାଏ...

ଭୁଲ୍‌ରେ ବି ପିଅନ୍ତୁନି କଞ୍ଚା କ୍ଷୀର

ପ୍ରତିଦିନ ଗୋଟିଏ ଗ୍ଲାସ କ୍ଷୀର ପିଇବା ପାଇଁ ଡାକ୍ତର ପରାମର୍ଶ ଦେଇଥାନ୍ତି। କ୍ଷୀରରେ ଭରପୂର ମାତ୍ରାରେ କ୍ୟାଲସିୟମ ଓ ପ୍ରୋଟିନ ରହିଛି, ଯାହା ହାଡ଼ର ବିକାଶ...

ଉଚ୍ଚ ରକ୍ତଚାପ ରୋଗୀଙ୍କ ପାଇଁ ଉପକାରୀ ମୂଳା

ଶୀତଦିନେ ମୂଳା ଭରପୂର ମାତ୍ରାରେ ମିଳେ। ଏହାର ପ୍ରଚୁର ଔଷଧୀୟ ଗୁଣ ରହିଛି। ରକ୍ତଚାପଠାରୁ ଆରମ୍ଭ କରି ଡାଇବେଟିସ ପର୍ଯ୍ୟନ୍ତ ରୋଗର ମହୋଷଧୀ ଏହି ମୂଳାରେ...

ପାାଣି ପିଇବାର ଠିକ୍‌ ଉପାୟ କହିଛନ୍ତି ଚାଣକ୍ୟ : ଆପଣାଇଲେ ଡାକ୍ତରଙ୍କୁ ଦେବାକୁ ପଡ଼ିବ ନାହିଁ ଟଙ୍କା

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ବିଭିନ୍ନ ବିଷୟରେ ଉଲ୍ଲେଖ କରିଛନ୍ତି। ସେ ଜୀବନର ମୂଲ୍ୟବୋଧ ବିଷୟରେ ଉଲ୍ଲେଖ କରିଥିବାବେଳେ ସୁସ୍ଥ ରହିବା ପାଇଁ ଅନେକ ପଦକ୍ଷେପ...

ଦୃଷ୍ଟିଶକ୍ତିକୁ ଦୃଢ଼ କରେ ଚକୋଲେଟ୍‌

ଚକୋଲେଟ୍‌ ଖାଇଲେ ତାହା ଦୃଷ୍ଟି ଶକ୍ତିକୁ ଆହୁରି ଦୃଢ଼ କରିଥାଏ ବୋଲି ଲଣ୍ଡନ ୟୁନିଭର୍ସିଟିର ବିଶେଷଜ୍ଞମାନେ ପ୍ରକାଶ କରିଛନ୍ତି। ଚକୋଲେଟ୍‌ର ସ୍ବାସ୍ଥ୍ୟୋପକାରୀ ଗୁଣ ବିଷୟରେ ତର୍ଜମା...

ହାର୍ଟ ଆଟାକ୍‌ ଓ ଡାଇବେଟିସ୍‌ରୁ ଦୂରେଇ ରଖେ ଏହି ପାଣି…

ପରିବର୍ତ୍ତିତ ଜୀବନଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ହାର୍ଟ ଆଟାକ୍‌ ଓ ଡାଇବେଟିସ୍‌ ସମସ୍ୟା ଦେଖାଦେଇଥାଏ। ତେବେ କେତେକ ଘରୋଇ ଉପାୟ ଆପଣାଇଲେ ଏଥିରୁ...

ଏକାଠି ଭୋଜନ କଲେ ନିିବିଡ଼ ହୁଏ ସମ୍ପର୍କ

ପେନସିଲଭାନିଆ,୯।୬: ପରିବାର ସଦସ୍ୟଙ୍କ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ ବାତାବରଣ ତଥା ନିବିଡ଼ ସମ୍ପର୍କ ରହିବା ଗୁରୁତ୍ୱପୂର୍ଣ୍ଣ। ଏହା ପରିବାର ମୂଳଦୁଆ ପରି। ତେବେ ପରିବାର ସଦସ୍ୟ ଏକାଠି...

Advertisement


Archives

Model This Week