Posted inଜାତୀୟ

ପେଜାଭର ମଠର ମୁଖ୍ୟ ବିଶ୍ୱେଶ ତୀର୍ଥ ସ୍ବାମୀଙ୍କ ପରଲୋକ

ବେଙ୍ଗାଲୁରୁ,୨୯।୧୨: କର୍ନାଟକ ପେଜାଭର ମଠର ମୁଖ୍ୟ ବିଶ୍ୱେଶ ତୀର୍ଥ ସ୍ବାମୀଙ୍କର ରବିବାର ସକାଳେ ୮୮ ବର୍ଷ ବୟସରେ ପରଲୋକ ହୋଇଛି। କିଛିଦିନ ହେବ ସେ ଅସୁସ୍ଥ ଥିବାରୁ ଗତ ୨୦ ତାରିଖରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଶନିବାର ସେ ଅଧିକ ଅସୁସ୍ଥ ହୋଇ ପଡିବାରୁ ତାଙ୍କୁ ଚିକତ୍ସା କରୁଥିବା ଡାକ୍ତର କହିଥିଲେ ତାଙ୍କ ସ୍ବାସ୍ଥ୍ୟରେ କୌଣସି ଉନ୍ନତି ପରିଲକ୍ଷିତ ହେଉନାହିଁ। ଏପଟେ ସ୍ବାମୀଜୀଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ଶନିବାର ହସ୍ପିଟାଲରୁ ମଠକୁ ନିଆଯାଇଥିଲା। ଆଉ ରବିବାର ତାଙ୍କର ଦେହାନ୍ତ ହୋଇଥିବା ମଠ ପକ୍ଷରୁ ସୂଚନା ଦିଆଯାଇଛି। ତାଙ୍କ ବିୟୋଗରେ କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦିରପ୍ପା ଶୋକ ପ୍ରକାଶ କରିଛନ୍ତି। ବିଶ୍ୱେଶ ତୀର୍ଥ ସ୍ବାମୀଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଟୁଇଟ୍‌ କରି ଶୋକ ପ୍ରକାଶ କରିଛନ୍ତି। ଏହାସହ କର୍ନାଟକ ସରକାର ୩ ଦିନିଆ ଶୋକ ଘୋଷଣା କରିଛନ୍ତି।


All Right Reserved By Dharitri.Com

ଥାପରଙ୍କ ସମେତ ୧୨ ପ୍ରଫେସରଙ୍କୁ ସିଭି ଦାଖଲ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩ା୯: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଆଶିଷ ଦତ୍ତ, ଖ୍ୟାତନାମା ବୈଜ୍ଞାନିକ ଆର୍‌. ରାଜାରମଣ ଏବଂ ଐତିହାସିକ ରୋମିଲା ଥାପରଙ୍କ ସମେତ ୧୨ଜଣ ପୂର୍ବତନ...

ପିଆଜ ରପ୍ତାନୀ ଉପରେ ରୋକ: ଦାମ୍‌ ନିୟନ୍ତ୍ରଣ ପାଇଁ ସରକାରଙ୍କ ମାଷ୍ଟର ଷ୍ଟ୍ରୋକ୍‌

ନୂଆଦିଲ୍ଲୀ,୨୯।୯: ଦେଶରେ ପିଆଜ ଦାମ୍‌ ହୁ ହୁ ହୋଇ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ପିଆଜ ରପ୍ତାନୀ ଉପରେ ରୋକ ଲଗାଯାଇଛି।...

ମହାରାଷ୍ଟ୍ରରେ ଆଉ ୪ କରୋନା ସଂକ୍ରମିତ ଚିହ୍ନଟ

ମୁମ୍ବାଇ,୧୬।୩: ମହାରାଷ୍ଟ୍ରରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସୋମବାର ଏଠାରେ ଆଉ ୪ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସେଠାରେ...

ପାକିସ୍ତାନରୁ ଆସିଥିଲା ଜର୍ଜିଆ ବିମାନ: ଗୋଡ଼ାଇ ଧରିଲା ସୁଖୋଇ

ନୂଆଦିଲ୍ଲୀ/ଜୟପୁର,୧୧ା୫(ପି.ଟି.): ବାୟୁସୀମା ଲଙ୍ଘି ପାକିସ୍ତାନରୁ ଭାରତ ପଟକୁ ଚାଲିଆସିଥିବା ଜର୍ଜିଆର ଏକ ବିମାନକୁ ଶୁକ୍ରବାର ଭାରତୀୟ ବାୟୁସେନା (ଆଇଏଏଫ୍‌)ର ସୁଖୋଇ ଯୁଦ୍ଧବିମାନ ଗୋଡ଼େଇ ଧରିଛି। ରାଜସ୍ଥାନର...

ଉପହାର କୂଟନୀତି: ଜିନ୍‌ପିଙ୍ଗ୍‌ଙ୍କ ଫଟୋ ଥିବା ସିଲ୍କ କପଡ଼ା ଦେଲେ ମୋଦି

ମାମଲ୍ଲାପୁରମ୍‌,୧୨।୧୦: ଭାରତ-ଚାଇନା ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପହାର କୂଟନୀତିର ସାହାରା ନେଇଛନ୍ତି। ସେ ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ଙ୍କୁ...

୧୫ ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ, ୯ା୧୧(ଆଇଏଏନ୍‌ଏସ୍‌): ସିବିଆଇ ପକ୍ଷରୁ ଉତ୍ତରପ୍ରଦେଶ ଓ କର୍ନାଟକର ୧୫ଟି ସ୍ଥାନରେ ଚଢ଼ାଉ କରାଯାଇଛି। ବହୁ କୋଟି ଟଙ୍କାର ଆଇଏମ୍‌ଏ(ଆଇ ମନେଟାରୀ ଆଡଭାଇଜରି) ଦୁର୍ନୀତି ମାମଲାର...

ଉତ୍ତରାଖଣ୍ଡରେ ଭୂକମ୍ପ ଝଟ୍‌କା

ଡେରାଡୁନ,୧୨।୧୧: ଉତ୍ତରାଖଣ୍ଡ ପିଥରାଗଡ଼ ଜିଲାର କିଛି ଅଞ୍ଚଳରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ରହିଛି। ଭୂକମ୍ପର କେନ୍ଦ୍ରସ୍ଥଳ ପିଥରାଗଡ଼...

ଗରିବଙ୍କ ପାଇଁ ୨ ଲକ୍ଷ ବାସଗୃହ ନିର୍ମାଣ କରିବେ କର୍ନାଟକ ସରକାର

ବେଙ୍ଗାଲୁରୁ, ୨।୮: ପୁଣି ଥରେ ସରକାରକୁ ଫେରିବା ପରେ ଗରିବଙ୍କ ପାଇଁ ୨ ଲକ୍ଷ ବାସଗୃହ ନିର୍ମାଣ କରାଯିବ ବୋଲି ଘୋଷଣା କରିଛନ୍ତି। ୨୦୨୨ ଭିତରେ...

Leave a comment

Your email address will not be published. Required fields are marked *