Posted inଜାତୀୟ

କୋଟା ହସ୍ପିଟାଲ ପରିଦର୍ଶନ କଲେ ଓମ୍‌ ବିର୍ଲା

ଜୟପୁର,୨୯।୧୨: ରାଜସ୍ଥାନ କୋଟାର ଏକ ହସ୍ପିଟାଲରେ କିଛିଦିନ ତଳେ ନବଜାତକଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ହସ୍ପିଟାଲ ପକ୍ଷରୁ ଏହାକୁ ଯେତିକି ଗୁରୁତ୍ୱ ଦିଆଯାଇ ନାହିଁ ସରକାର କିନ୍ତୁ ଏହାକୁ ଗୁରୁତର ସହ ନେଇଛନ୍ତି। ରବିବାର ଲୋକ ସଭା ସ୍ପିକର ଓମ୍‌ ବିର୍ଲା ଉକ୍ତ ହସ୍ପିଟାଲ ଗସ୍ତ କରିଥିଲେ। ସେଠାରେ ମେଡିକାଲ ଉପକରଣ ଓ ଇନଫ୍ରାଷ୍ଟକ୍ଚର କମ୍‌ ଥିବାରୁ ଏଭଳି ଘଟଣା ଘଟୁଥିବା ସେ କହିଛନ୍ତି। ଆହୁରି ମଧ୍ୟ ଅନେକ ଯନ୍ତ୍ରପାତି ଅକାମି ହୋଇପଡିଛି। ଆସନ୍ତା ୧୫ ଦିନ ମଧ୍ୟରେ ଏହି ସମସ୍ୟାର ସମାଧାନ ହୋଇଯିବ ବୋଲି ସେ କହିଛନ୍ତି।


All Right Reserved By Dharitri.Com

ପୁଲଓ୍ବାମା ଆକ୍ରମଣ: ଗୋଇନ୍ଦା ବିଭାଗ ବିଫଳତାକୁ ଇସାରା କଲା ସିଆର୍‌ପିଏଫ୍‌ ରିପୋର୍ଟ

ନୂଆଦିଲ୍ଲୀ,୪।୯: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ରିପୋର୍ଟର ତଥ୍ୟ ପ୍ରକାଶ ପାଇଛି। ସିଆର୍‌ପିଏଫ୍‌ ପକ୍ଷରୁ ପ୍ରକାଶିତ ଏହି ରିପୋର୍ଟରେ ଗୋଇନ୍ଦା ବିଭାଗ ବିଫଳତାକୁ ଇସାରା...

ଦିଲ୍ଲୀ ବିଧାନସଭା ନିର୍ବାଚନ: ୭୦ରୁ ୨୦ରେ ପ୍ରାର୍ଥୀ ଦେଇପାରେ କଂଗ୍ରେସ

ନୂଆଦିଲ୍ଲୀ,୧୧।୧: ପାଖେଇ ଆସିଲାଣି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହାକୁ ନେଇ ଏବେ ସବୁ ରାଜନୈତିକ ଦଳ ସେମାନଙ୍କ ପ୍ରାର୍ଥୀ ଯୋଗାଡରେ ଲାଗି ପଡିଛନ୍ତି। ଦିଲ୍ଲୀ ବିଧାନସଭାର...

ମୃତ୍ୟୁ ଦଣ୍ଡାଦେଶକୁ ନେଇ ବିତର୍କ ଜାରି

ନୂଆଦିଲ୍ଲୀ,୮ା୧(ପି.ଟି.): ନିର୍ଭୟା ମାମଲାରେ ଦିଲ୍ଲୀର ଏକ କୋର୍ଟ ୪ ଦୋଷୀଙ୍କ ବିରୋଧରେ ମୃତ୍ୟୁ ଓ୍ବାରେଣ୍ଟ ଜାରି କରିବା ପରେ ଫାଶୀ ଦଣ୍ଡାଦେଶ ଅପରାଧ ହ୍ରାସରେ ସହାୟକ...

ଅଯୋଧ୍ୟାରେ ୪ ମାସ ମଧ୍ୟରେ ନିର୍ମାଣ କରାଯିବ ରାମମନ୍ଦିର: ଶାହ

ରାଞ୍ଚି,୧୬।୧୨: ଅଯୋଧ୍ୟାରେ ୪ ମାସ ମଧ୍ୟରେ ରାମମନ୍ଦିର ନିର୍ମାଣ କରାଯିବ। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଝାଡ଼ଖଣ୍ଡର ପାକୁଡ଼ଠାରେ ଏକ ନିର୍ବାଚନ ସଭାରେ କହିଛନ୍ତି।...

୨୪ ତାରିଖ ମଧ୍ୟରାତ୍ରରୁ ବନ୍ଦରହିବ ଘରୋଇ ବିମାନ ସେବା

ନୂଆଦିଲ୍ଲୀ,୨୩।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଭାରତ ସରକାର ପ୍ରଥମେ ଟ୍ରେନ୍‌ ସେବା ଓ ଅନ୍ତର୍ଜାତୀୟ ବିମାନ ସେବା...

୭ କରୋନା ସନ୍ଦିଗ୍ଧ ନିଖୋଜ

ଲୁଧିଆନା,୧୪ା୩(ପି.ଟି.): କରୋନା ସଂକ୍ରମିତ ଦେଶରୁ ଫେରିଥିବା ପଞ୍ଜାବ ଲୁଧିଆନା ଜିଲାର ୭ ଜଣଙ୍କ ପତ୍ତା ମିଳୁନାହିଁ। ଯଦି ସେମାନେ କରୋନା ସଂକ୍ରମିତ ହୋଇଥିବେ ତେବେ ଏହି...

ଛତିଶଗଡ଼ ମାଓବାଦୀ ଆକ୍ରମଣ: ୨ ମୃତ

ସୁକମା,୨।୫: ଚତିଶଗଡ଼ର ସୁକମା ଜିଲାରେ ଥିବା କିସ୍ତରାମ ଅଞ୍ଚଳରେ ମାଓବାଦୀଙ୍କ ବର୍ବରତା ପୁଣି ଥରେ ଦେଖିବାକୁ ମିଳିଛି। ବୁଧବାର ରାତିରେ ଏଠାରେ ମାଓବାଦୀଙ୍କ ଆକ୍ରମଣରେ ୨ଜଣ...

ଭାରତରେ ଆକ୍ରମଣ ଷଡ଼ଯନ୍ତ୍ର: ଲଞ୍ଚ୍‌ପ୍ୟାଡ୍‌-୬ରେ ଆତଙ୍କବାଦୀଙ୍କୁ ତାଲିମ ଦେଉଛି ପାକିସ୍ତାନ

ଶ୍ରୀନଗର,୧୨।୩: ଭାରତରେ ଆତଙ୍କବାଦୀ ଆକ୍ରମଣ କରାଇବା ପାଇଁ ପାକିସ୍ତାନ ଉଦ୍ୟମ ଜାରି ରଖିଛି। ଏହି ମର୍ମରେ ନିୟନ୍ତ୍ରଣ ରେଖାଠାରୁ କିଛି କିଲୋମିଟର ଦୂରରେ ଜୈଶ୍‌ କମାଣ୍ଡର...

Leave a comment

Your email address will not be published. Required fields are marked *