ରାଜ୍ୟରେ ଆଜି ୧୫୪୭ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ଶୁକ୍ରବାର ମୋଟ୍‌ ୩୦ ଜିଲାରୁ ୧୫୪୭ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୮,୬୪୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୯୧ ଜଣ ଚିହ୍ନଟ ହୋଇଥିବା ବେଳେ ୬୫୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୫୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୯୮ ଏବଂ ଅନୁଗୋଳରୁ ୯୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱର ୭୯, ବରଗଡ଼ ୩୫, ଭଦ୍ରକ ୪୩, ବଲାଙ୍ଗୀର ୭୯, ବୌଦ୍ଧ ୧୨, ଦେବଗଡ଼ ୧୭, ଢେଙ୍କାନାଳ ୪୦, ଗଜପତି ୮, ଗଞ୍ଜାମ ୨୪, ଜଗତସିଂହପୁର ୮୯, ଯାଜପୁର ୭୦, ଝାରସୁଗୁଡ଼ା ୩୭, କଳାହାଣ୍ଡି ୩୭, କନ୍ଧମାଳ ୨୪, କେନ୍ଦ୍ରାପଡ଼ା ୬୧, କେନ୍ଦୁଝର ୭୧, କୋରାପୁଟ ୩୭, ମାଲକାନଗିରି ୧୭, ମୟୂରଭଞ୍ଜ ୮୮, ନବରଙ୍ଗପୁର ୩୦, ନୟାଗଡ଼ ୩୪, ନୂଆପଡ଼ା ୫୯, ପୁରୀ ୫୯, ରାୟଗଡ଼ା ୯, ସମ୍ବଲପୁର ୨୩, ସୋନପୁର ୨୨ ଏବଂ ସୁନ୍ଦରଗଡ଼ରୁ ୫୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୮,୬୪୬ରେ ପହଞ୍ଚିଥିବା ବେଳେ ୨, ୭୨,୦୩୮ ଜଣ ସୁସ୍ଥ ହୋଇଛନ୍ତି। ୧୫,୨୪୭ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?