Posted inଜାତୀୟ

ସ୍ମୃତି ଇରାନୀଙ୍କ ମୁଖ୍ୟ ସହଯୋଗୀଙ୍କ ହତ୍ୟାକାରୀ ଗିରଫ

ଆମେଥି,୧।୬: ଉତ୍ତର ପ୍ରଦେଶ ଆମେଥି ଲୋକ ସଭା ଆସନର ଭାଜପା ନେତ୍ରୀ ସ୍ମୃତି ଇରାନିଙ୍କ ମୁଖ୍ୟ ସହଯୋଗୀ ସୁରେନ୍ଦ୍ର ସିଂଙ୍କୁ ହତ୍ୟା କରିଥିବା ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଏକ ଏନ୍‌କାଉଣ୍ଟ ମାଧ୍ୟମରେ ଅଭିଯୁକ୍ତଙ୍କୁ ପୋଲିସ ଧରିଥିବା ସୂଚନା ମିଳିଛି। ଶଲହାପୁର ଅଞ୍ଚଳରୁ ଧରାପଡିଥିବା ଏହି ଅଭିଯୁକ୍ତଙ୍କ ନାଁ ହେଉଛି ଓ୍ବାସିମ। ପୋଲିସ ଗୁଳିରେ ଆହତ ହୋଇଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଏବେ ସୁଦ୍ଧା ଏହି ମାମଲରେ ପୋଲିସ ୫ ଜଣଙ୍କୁ ଗିରଫ କରି ସାରିଲାଣି।


All Right Reserved By

୩୭୦କୁ ନେଇ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୭ା୮(ପି.ଟି.): ଜମ୍ମୁ-କଶ୍ମୀରକୁ ଦୁଇଭାଗ କରିବା ସହ କେନ୍ଦ୍ର ସରକାର ସମ୍ବିଧାନର ଧାରା ୩୭୦କୁ ଉଚ୍ଛେଦ କରିବା ଘଟଣାକୁ ନେଇ କଂଗ୍ରେସ ଦୁଇ ଭାଗ ହୋଇଯାଇଛି। କଂଗ୍ରେସର...

ଆତ୍ମହତ୍ୟା ଉଦ୍ୟମ ପାଇଁ ୧୮ଘଣ୍ଟା ଧରି ୧୦ମହଲା ଉପରେ ଛିଡା ହେଲେ ଟିକ୍‌ଟକ୍‌ ଷ୍ଟାର

ନୂଆଦିଲ୍ଲୀ,୨୩।୯: ଦିଲ୍ଲୀର ହରି ନଗର ଅଞ୍ଚଳରେ ରବିବାର ଜଣେ ବ୍ୟକ୍ତି ୧୦ମହଲା କୋଠାର ଛାତ ଉପରେ ଠିଆ ହେବା ସହ ଆତ୍ମହତ୍ୟା ଧମକ ଦେଉଥିବା ଦେଖିବାକୁ...

ଭାଜପା ମୁଖ୍ୟାଳୟରେ ଦଳାଚକଟା ସ୍ଥିତି:ଠେଲାପେଲାରେ ବହୁ ଆହତ

ନୂଆଦିଲ୍ଲୀ,୨୪-୫(ପି.ଟି.):ନିର୍ବାଚନ ଫଳାଫଳ ଆସିବା ପରେ ରାଜଧାନୀ ଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ହଜାର ହଜାର ସଂଖ୍ୟାରେ ଲୋକେ ରୁଣ୍ଡ ହେବାରୁ ସେଠାରେ ଦଳଚକଟା ଭଳି ପରିସ୍ଥିତି ସୃଷ୍ଟି...

କଂଗ୍ରେସକୁ ଯୁବ ଅଧ୍ୟକ୍ଷ ଦରକାର: ଅମରିନ୍ଦର

ନୂଆଦିଲ୍ଲୀ,୬।୭: କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ପରେ, ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ ନିଜ ମତ ରଖିଛନ୍ତି। କଂଗ୍ରେସର ବୁଡ଼ିଯାଉଥିବା...

ବିହାରରେ ସ୍ଥାପନ କରାଯିବ ଜେଟଲୀଙ୍କ ପ୍ରତିମୂର୍ତ୍ତି: ନୀତୀଶ

ପାଟନା,୩୧।୮: ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ଅରୁଣ ଜେଟଲୀଙ୍କ ପ୍ରତିମୂର୍ତ୍ତି ବିହାରରେ ସ୍ଥାପନ କରାଯିବ ବୋଲି ଶନିବାର ସୂଚନା ଦେଇଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ସେ...

ଗୋଦ୍‌ରେଜ୍‌ ପରିବାରରେ ହେବ ସମ୍ପତ୍ତି ଭାଗବଣ୍ଟା: ୨୦ ହଜାର କୋଟି ଜମି ବିବାଦ

ନୂଆଦିଲ୍ଲୀ,୨୭।୬: ଦେଶର ଜଣାଶୁଣା ଶିଳ୍ପପତି ଗୋଦ୍‌ରେଜ୍‌ ପରିବାରରେ ଖୁବ୍‌ଶୀଘ୍ର ସମ୍ପତ୍ତି ଭାଗବଣ୍ଟା କରାଯିବ। ପରିବାରରେ ୨୦ ହଜାର କୋଟି ଟଙ୍କାର ଜମି ନେଇ ବିବାଦ ସୃଷ୍ଟି...

ଚାଲାଣ କାଟିବାରୁ ଥାନାର ବିଜୁଳି କାଟିଦେଲେ ଜେଇ

ମିରଟ,୨୦।୯: ଉତ୍ତର ପ୍ରଦେଶର ମିରଟରେ ଜଣେ ଜେଇ ଥାନାର ବିଜୁଳି କାଟିଦେବା ଖବର ଏବେ ଆସିଛି ଚର୍ଚ୍ଚାକୁ। ଜେଇ ସୋମପ୍ରକାଶ ଗର୍ଗ ବିନା ହେଲମେଟ୍‌ରେ ଗାଡ଼ି...

ବିବାଦରେ ଶାହଙ୍କ ‘ଏକ ରାଷ୍ଟ୍ର ଏକ ଭାଷା’ ପ୍ରସ୍ତାବ: ହିନ୍ଦୀକୁ ନେଇ ହୁଲସ୍ଥୂଲ

ନୂଆଦିଲ୍ଲୀ,୧୫।୯(ପି.ଟି.): ହିନ୍ଦୀ ଦିବସ ପାଳନ ଅବସରରେ ଶନିବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ‘ଗୋଟିଏ ଦେଶ ଗୋଟିଏ ଭାଷା’ ସପକ୍ଷରେ ମତ ଦେଇଛନ୍ତି। ଅଧିକାଂଶ ଲୋକ ହିନ୍ଦୀରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *