ରାଜ୍ୟରେ ଚିହ୍ନଟ ହେଲେ ୧୫୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୯୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୪ ଜଣ ଲୋକାଲ କେସ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୩ ହଜାର ୫୦୪ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୪ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧, ବାଲେଶ୍ୱରରୁ ୧, କଟକରୁ ୮, ଦେବଗଡ଼ରୁ ୭, ଗଞ୍ଜାମରୁ ୪, ଜଗତ୍‌ସିଂହପୁରରୁ ୨, ଯାଜପୁରରୁ ୪, ଝାରସୁଗୁଡାରୁ ୪, କଳାହାଣ୍ଡିରୁ ୧, କେନ୍ଦ୍ରାପଡାରୁ ୨, ମୟୂରଭଞ୍ଜରୁ ୧, ପୁରୀରୁ ୧, ରାୟଗଡାରୁ ୧ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରର ୧୦, ସୁନ୍ଦରଗଡ଼ରୁ ୩ ଜଣ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨୦ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ପାଟଣାଗଡ଼,୨୨।୧୨: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପାର୍ଲିମାଲ ଗାଁରେ ଥିବା ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଏକ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ୱୃତ୍ତମାନେ...

ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ

ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ...

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ...

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା...

ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍‌: ଜଗନ୍ନାଥପ୍ରେମୀ ଅସନ୍ତୋଷ

ପୁରୀ,୨୨ା୧୨(ଅଜିତ୍‌ କୁମାର ମହାନ୍ତି): ପୁଣିଥରେ ଶ୍ରୀମନ୍ଦିର ଫଟୋ ଭାଇରାଲ୍‌ ହୋଇଛି। ଡ୍ରୋନ୍‌ ସହାୟତାରେ ଶ୍ରୀମନ୍ଦିରର ଫଟୋ ଭାଇରାଲ୍‌ ହୋଇଛି। ଫେସ୍‌ବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

୭ଦିନ ଜାରି ରହିବ ଶୀତ ଲହରି

ଭୁବନେଶ୍ୱର,୨୨ା୧୨(ବନ୍ଦନା ସେଠୀ): ରାଜ୍ୟରେ ଶୀତ ଲହରି ଜାରି ରହିବ। ଆସନ୍ତା ୭ଦିନ ପର୍ଯ୍ୟନ୍ତ ପାଣିପାଗର କୌଣସି ବିଶେଷ ପରିବର୍ତ୍ତନ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri