Posted inଜାତୀୟ

ପାଣ୍ଠି ହେର୍‌ଫେର୍‌ ଅଭିଯୋଗ: ଅଷ୍ଟ୍ରିଆରେ ଅବସ୍ଥାପିତ ରାଷ୍ଟ୍ରଦୂତଙ୍କୁ ଫେରାଇ ଆଣିଲେ ଭାରତ ସରକାର

ନୂଆଦିଲ୍ଲୀ,୩୦।୧୨: ପାଣ୍ଠି ହେର୍‌ଫେର୍‌ ଅଭିଯୋଗ ଆସିବା ପରେ ଭାରତ ସରକାର ଅଷ୍ଟ୍ରିଆରେ ଅବସ୍ଥାପିତ ଥିବା ରାଷ୍ଟ୍ରଦୂତ ରେନୁପାଲଙ୍କୁ ଫେରାଇ ଆଣିଛନ୍ତିି। ରେନୁଙ୍କ କାର୍ଯ୍ୟକାଳ ପୂରଣ ହେବାର ଏକ ମାସ ପୂର୍ବରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ୧୯୮୮ ବ୍ୟାଚ୍‌ ଏହି ଆଇଏଫ୍‌ଏସ୍‌ ଅଧିକାରୀଙ୍କୁ ଡିସେମ୍ବର ୩୦ ସୁଦ୍ଧା ସ୍ବଦେଶ ଫେରିବାକୁ ନିର୍ଦ୍ଦେଶ ଦିଆଯାଇଛି। ରେନୁଙ୍କୁ ଏସମ୍ପର୍କିତ ନିର୍ଦ୍ଦେଶ ୨୦୧୯ ଡିସେମ୍ବର ୯ରେ ପ୍ରଦାନ କରାଯାଇଥିବା କୁହାଯାଉଛି।


All Right Reserved By Dharitri.Com

ମହଙ୍ଗା ଭତ୍ତା ବୃଦ୍ଧି ୨୦୨୧ ଜୁଲାଇ ଯାଏ ସ୍ଥଗିତ

ନୂଆଦିଲ୍ଲୀ,୨୪।୪(ପି.ଟି.): କୋଭିଡ୍‌-୧୯ ଜନିତ ସଙ୍କଟକୁ ନେଇ ଅର୍ଥ ମନ୍ତ୍ରଣାଳୟ କେନ୍ଦ୍ରୀୟ କର୍ମଚାରୀ ଓ ପେନ୍‌ସନଧାରୀମାନଙ୍କୁ ମହଙ୍ଗା ଭତ୍ତା ବୃଦ୍ଧି ୨୦୨୧ ଜୁଲାଇ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ...

ପୁଣି ଅଶାନ୍ତ ପଶ୍ଚିମବଙ୍ଗ: ଭାଜପା ଏମ୍‌ପିଙ୍କ ଉପରକୁ ଆକ୍ରମଣ

କୋଲକାତା,୧।୯: ପୁଣି ଅଶାନ୍ତ ହୋଇପଡିଛି ପଶ୍ଚିମବଙ୍ଗ। ରବିବାର ରାଜ୍ୟର ଉତ୍ତର ୨୪ ପ୍ରଗଣା ଜିଲାରେ ଟିଏମସି କର୍ମୀମାନେ ଭାଜପା ଏମ୍‌ପି ଅର୍ଜୁନ ସିଂହଙ୍କ ଗାଡ଼ି ଭଙ୍ଗାରୁଜା...

ମୋଦି-ଶାହଙ୍କ ଯୋଡି ଆଜିର କୃଷ୍ଣ-ଅର୍ଜୁନ: ରଜନୀକାନ୍ତ

ଚେନ୍ନାଇ,୧୧।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ନେଇ ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ ମୋଦି ସରକାରଙ୍କର ଖୁବ୍‌ ପ୍ରଶଂସା କରିଛନ୍ତି। ଏହାକୁ ନେଇ ରଜନୀକାନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର ମାମଲାର ନ୍ୟାୟିକ ଯାଞ୍ଚ୍‌ ପାଇଁ ନିର୍ଦ୍ଦେଶ: ୬ ମାସ ମଧ୍ୟରେ ରିପୋର୍ଟ ଦାଖଲ

ନୂଆଦିଲ୍ଲୀ,୧୨।୧୨: ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର ମାମଲାର ନ୍ୟାୟିକ ଯାଞ୍ଚ୍‌ ପାଇଁ ନିର୍ଦ୍ଦେଶ ଗୁରୁବାର ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ଏକ ୩ ଜଣିଆ ଆୟୋଗ ଗଠନ କରାଯାଇଛି।...

ସୁପ୍ରିମକୋର୍ଟରେ ୬ ରିଭ୍ୟୁ ପିଟିଶନ

ନୂଆଦିଲ୍ଲୀ, ୭ା୧୨(ପି.ଟି.): ନଭେମ୍ବର ୯ରେ ସୁପ୍ରିମକୋର୍ଟଙ୍କ ୫ଜଣିଆ ଖଣ୍ଡପୀଠ ବହୁ ପ୍ରତୀକ୍ଷିତ ଅଯୋଧ୍ୟା ଜମି ବିବାଦ ମାମଲାର ରାୟ ଦେଇ ରାମମନ୍ଦିର ନିର୍ମାଣ ପଥ ପରିଷ୍କାର...

ଶିବ ମନ୍ଦିର ଖନନ ବେଳେ ମାଟିତଳୁ ମିଳିଲା ଜୀବନ୍ତ ନାଗସାପ ଯୋଡ଼ା

ଚଣ୍ଡିଗଡ଼,୨୬।୬: ପଞ୍ଜାବର ଲୁଧିୟାନାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଥିବା ଏକ ପୁରାତନ ଶିବ ମନ୍ଦିରର ଖନନ ବେଳେ ମାଟି ତଳୁ ଜୀବନ୍ତ ନାଗସାପ...

ପ୍ରମୋଦ ମିଶ୍ର, ଡୋଭାଲଙ୍କୁ ଦାୟିତ୍ୱ ବଣ୍ଟନ

ନୂଆଦିଲ୍ଲୀ,୧୭ା୯: ଓଡ଼ିଆ ଅଫିସର ପ୍ରମୋଦ କୁମାର ମିଶ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ଏବଂ ପି.କେ. ସିହ୍ନା ପ୍ରମୁଖ ଉପଦେଷ୍ଟା ନିଯୁକ୍ତ ହେବା ପରେ...

ଗୁରୁବାର ଭାଜପାରେ ସାମିଲ୍‌ ହେବେ ୧୭ ଅଯୋଗ୍ୟ ଘୋଷିତ ବିଧାୟକ

ବେଙ୍ଗାଲୁରୁ,୧୩।୧୧: ଗୁରୁବାର ଭାଜପାରେ କର୍ନାଟକ ବିଧାନସଭାର ଅଯୋଗ୍ୟ ଘୋଷିତ ୧୭ ବିଧାୟକ ସାମିଲ୍‌ ହେବେ। ସେମାନେ ଡିସେମ୍ବର ୫ରେ ହେବାକୁଥିବା ଉପନିର୍ବାଚନରେ ଲଢ଼ିପାରିବା ନେଇ ବୁଧବାର...

Leave a comment

Your email address will not be published. Required fields are marked *