ମହିଳା ଖବରଦାତାଙ୍କୁ ଆକ୍ରମଣ ପ୍ରତିବାଦ: ଭବାନୀପାଟଣାସ୍ଥିତ ଗାନ୍ଧୀଛକଠାରେ ବିକ୍ଷୋଭ

ଭବାନୀପାଟଣା, ୩୦।୧୨(ଡି.ଏନ୍‌.ଏ.): ଭୁବନେଶ୍ୱରର ରସୁଲଗଡ଼ଠାରେ ଥିବା ଏସ୍‌ପ୍ଲାନେଡ୍‌ ମଲ୍‌ରେ ମହିଳା ଖବରଦାତାଙ୍କୁ ଆକ୍ରମଣ ଏବଂ ଅସଦାଚରଣ ଘଟଣାକୁ ନେଇ ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରତିବାଦର ସ୍ବର ଦେଖିବାକୁ ମିଳିଛି। ଏହି ଘଟଣାରେ କଳାହାଣ୍ଡି ସାମ୍ବାଦିକ ସଂଘ ପକ୍ଷରୁ ଭବାନୀପାଟଣାସ୍ଥିତ ଗାନ୍ଧୀଛକଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହାସହ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଲାଗି ଦାବି ହୋଇଛି। ଏଥିରେ ଖବରଦାତା ଉମାଶଙ୍କର କର, ସତ୍ୟନାରାୟଣ ମହାପାତ୍ର, ବିକାଶ ଷଡ଼ଙ୍ଗୀ, ଯଶୋବନ୍ତ ଧାଙ୍ଗଡାମାଝି, ଚିତ୍ତରଞ୍ଜନ ବିଶ ପ୍ରମୁଖ ଉପସ୍ଥିତ ଥିଲେ।


All Right Reserved By Dharitri.Com

ପୋଖରୀକୁ ଭୁଶୁଡ଼ିଲା ଗାର୍ଡଓ୍ବାଲ

ବାସୁଦେବପୁର,୩୦।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଲବଗାସ୍ଥିତ ଝାଡ଼େଶ୍ୱର ମହାଦେବଙ୍କ ପୋଖରୀ ଗାର୍ଡଓ୍ବାଲ ଭୁଶୁଡ଼ି ପଡ଼ିଛି। ଏହି ପୋଖରୀରେ ଗତ କିଛିମାସ ତଳେ ନିର୍ମାଣ ହୋଇଥିବା ଗାର୍ଡଓ୍ବାଲ...

ନାଗାବଳୀ ନଦୀପଠାରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଭବାନୀପାଟଣା,୧୧।୮(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର ନାଗାବଳୀ ନଦୀପଠାରୁ ଜନୈକା ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ ରାମପୁର ବ୍ଲକଫାଜିଖାଲ...

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ଧାମନଗର,୧୨।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଶନିବାର ଅଭିଯୋଗ ହୋଇଛି। ନାବାଳିକା ଜଣକ ଟ୍ୟୁସନରୁ ଫେରୁଥିବା ବେଳେ ଉକ୍ତ...

୨ ନକଲି ପରୀକ୍ଷାର୍ଥୀ ଗିରଫ: ୧୪ ଜଣ ଏକ୍ସପେଲ୍‌

ନୟାଗଡ଼ ଅଫିସ/ରଣପୁର,୨୭ା୨(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକର ଏକ ମାଟ୍ରିକ ପରୀକ୍ଷା କେନ୍ଦ୍ରରୁ ବୁଧବାର ୨ ନକଲି ପରୀକ୍ଷାର୍ଥୀ ଗିରଫ ହୋଇଛନ୍ତି। ଏହାସହ ୧୪ ଜଣ...

ସରକାରୀ ଯୋଜନା ବାଟବନା: ପରଶାସନିକ ଅବହେଲାର ଶିକାର ଗୁଞ୍ଜି ଚନ୍ଦନ

କେସିଙ୍ଗା, ୧୮।୭ (ଡି.ଏନ୍‌.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖି, ଭୂମିହୀନ, ବାସହୀନମାନକୁ ଆବାସ ଯୋଜନାରେ ଘର ଯୁଗେଇ ଦେଉଛନ୍‌। ହେଲେ ଅନେକ ଜାଗାରେ...

ଡଙ୍ଗା ଭସାଇ ଫେରୁଥିବାବେଳେ ଦୁର୍ଘଟଣା, ୩ ମୃତ

ଯାଜପୁର ଟାଉନ/ କୋରେଇ, ୧୨।୧୧ (ଡିଏନଏ/ସ୍ବ.ପ୍ର): କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଡଙ୍ଗା ଭସାଇ ଫେରିବାବେଳେ ଏକ ସଡ଼କ ଦୁର୍ଘଟଣାରେ ଚାଲିଯାଇଛି ୩ ଜୀବନ। ଯାଜପୁର ଜିଲା...

ଅତିଷ୍ଠ କରୁଛି କଂସାରି ଶାଳ ଶବ୍ଦ

ବ୍ରହ୍ମପୁର ଅଫିସ୍‌,୧୧ା୬-ପୁରୁଣା ବ୍ରହ୍ମପୁର ତଥା କୁଠାରୀ ମନ୍ଦିର ସାହିରେ ଥିବା କଂସାରି ଶାଳଗୁଡ଼ିକୁ ନେଇ ଏବେ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଏନେଇ ବହୁ...

ଆଧାରକେନ୍ଦ୍ରରେ ତୁମୁଳକାଣ୍ଡ: କର୍ମଚାରୀଙ୍କୁ ମାଡ଼ ମାରି ଯୁବକ ଫେରାର

ବାଲେଶ୍ୱର ଅଫିସ, ୨୫।୧୨-ନୂତନ ଆଧାର କାର୍ଡ କରିବାର ବିଳମ୍ବ ହେବାରୁ ବାଲେଶ୍ୱର ଜିଲାପାଳ ଅଫିସ୍‌ ପରିସର ସରକାରୀ ଗୃହରେ ଓକାକ୍‌ ଦ୍ୱାରା ଅନୁମୋଦିତ ଆଧାରକେନ୍ଦ୍ରରେ ତୁମୁଳକାଣ୍ଡ...

Leave a comment

Your email address will not be published. Required fields are marked *