Posted inଜାତୀୟ

ସୁଷମାଙ୍କ ପଦାଙ୍କ ଅନୁସରଣ କରିବା ଗର୍ବର କଥା: ଜୟଶଙ୍କର

ନୂଆଦିଲ୍ଲୀ,୧।୬: ମୋଦି ସରକାରରେ ପୂର୍ବରୁ ବିଦେଶ ସଚିବ ଥିବା ସୁବ୍ରମଣ୍ୟମ୍‌ ଜୟଶଙ୍କରଙ୍କୁ ଏଥର ମିଳିଛି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ। ଶନିବାର ସେ ଏହି ଦାୟିତ୍ୱ ନେବା ପରେ ପ୍ରଥମ କରି ଟୁଇଟ୍‌ କରିଛନ୍ତି। ଯେଉଁଥିରେ ସେ ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କର ଗୁଣ ଗାନ କରିଛନ୍ତି। ଜୟଶଙ୍କର କହିଛନ୍ତି ସୁଷମାଙ୍କ ପଦାଙ୍କ ଅନୁସରଣ କରିବା ଗର୍ବର କଥା। ସୂଚନାଯୋଗ୍ୟ, ମୋଦି ସରକାରରେ ଜୟଶଙ୍କରକୁ ସ୍ଥାନ ମିଳିବା ସମସ୍ତଙ୍କୁ ଏକ ପ୍ରକାର ଚମକାଇ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

ବର୍ଷାରେ ଧୋଇଗଲା ନିର୍ମାଣାଧିନ ରିଂ ରୋଡ: ସ୍ଥାୟିତ୍ୱ ନେଇ ଉଠିଲାଣି ପ୍ରଶ୍ନ

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶରେ ରିଂ ରୋଡ ନିର୍ମାଣ ଚାଲିଛି । ବରଗଡ଼ ସାଇ ମନ୍ଦିରରୁ ରୁହୁଣିଆଁ ପର୍ଯ୍ୟନ୍ତ ହେବାକୁ ଥିବା…

ପାକିସ୍ତାନ ଇଙ୍ଗିତରେ ନାଚୁଛି ବାଂଲାଦେଶ: ଭାରତୀୟ ରାଷ୍ଟ୍ରଦୂତଙ୍କ ଆଗରେ କଲା ଏମିତି କାମ

ଶ୍ରୀନଗର,୭।୭:ଜମ୍ମୁ ଓ କଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ସତ୍ତ୍ୱେ ଅନେକ କ୍ଷେତ୍ରରେ କଶ୍ମୀରକୁ ଭାରତଠାରୁ ପୃଥକ ଭାବରେ ଦର୍ଶାଯାଇଛି। ବାଂଲାଦେଶରେ ଏପରି ଏକ ଘଟଣା…

ବିବାଦରେ ମୈଥିଲୀ ଠାକୁର: ଯୁବକଙ୍କୁ ଧମକ, ଗାଳିଗୁଲଜ କରିବା ନେଇ ଆସିଲା ଅଭିଯୋଗ, ଜାଣନ୍ତୁ କାହିଁକି ରାଗିଲେ ବିଧାୟିକା?

ନୂଆଦିଲ୍ଲୀ, ୭।୭: ବିହାରର ଦରଭଙ୍ଗା ଜିଲା ଅଲୀନଗର ଆସନର ଭାଜପା ବିଧାୟିକା ତଥା ପ୍ରସିଦ୍ଧ ଗାୟିକା ମୈଥିଲୀ ଠାକୁର ଏବେ ଏକ ବଡ଼ ବିବାଦରେ ଛନ୍ଦି ହୋଇପଡ଼ିଛନ୍ତି।…

ପୁରୀ-କୋରାପୁଟ ସ୍ପେସିଆଲ୍‌ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି

କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍‌ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri